-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   (24-Jun-2026)       ||      ୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||     

HOME   ଜିଲ୍ଲା

କାଉ ଡୋଳା ଅଙ୍ଗନବାଡି କେନ୍ଦ୍ର ଠାରେ ନେହେରୁ ଙ୍କ ଜନ୍ମଦିନ ପାଳିତ ସହ ଶିଶୁ ଦିବସ ପାଳିତ!

15-Nov-2021



କଳାହାଣ୍ଡି,କୋକସରା(ତ୍ରିନାଥ ବେଶ୍ରା )
କଳାହାଣ୍ଡି ଜ଼ିଲ୍ଲା କୋକସରା ବ୍ଲକ ଅଧୀନରେ ଥିବା ଶିଶୁ ବିକାଶ ଯୋଜନା କାର୍ଯ୍ୟାଳୟ ରେ ପରିଚାଳିତ ହେଉଥିବା ପ୍ରତେକ ଅଙ୍ଗନବାଡି କେନ୍ଦ୍ରଠାରେ ପଣ୍ଡିତ ଜବାହରଲାଲ ନେହେରୁ ଙ୍କ 132 ତମ ଜନ୍ମଦିନ ପାଳନ କରା ଯାଇଥିଲା l ନେହେରୁଙ୍କ ଜନ୍ମଦିନ ଦିନ ସହ ଶିଶୁ ଦିବସ ମଧ୍ୟ ପାଳନ କରାଯାଇ ଥିବା ଦେଖିବାକୁ ମିଳିଥିଲା! ଆଜିର ଶୁଭ ଦିନରେ କାଉ ଡୋଳା, ସର୍ଗୀଗୁଡ଼ା ଓ ପ୍ରତେକ ଅଙ୍ଗନବାଡି କେନ୍ଦ୍ରରେତିନି ବର୍ଷ ରୁ ଛଅ ବର୍ଷ ର ପ୍ରାକ ବିଦ୍ୟାଳୟ ପିଲାମାନଙ୍କୁ ମାଳତୀ ଦେବୀ ପ୍ରାକବିଦ୍ୟାଳୟ ପରିଧାନ ଯୋଜନାରେ ସ୍ୱିଟର, ଜୋତା ଓ ମୌଜା ବଣ୍ଟନ କରାଗଲା !

ପିଲାଙ୍କୁ ପୌଷାକ ବଣ୍ଟନ ପୂର୍ବରୁ ନେହେରୁ ଙ୍କ ଫୋଟୋରେ କାଉ ଡୋଳା ସରପଞ୍ଚ ଶ୍ରୀମତି ଜମ୍ବୁ ବତି ସାହୁ ନେହେରୁ ଙ୍କ ଫୋଟୋ ରେ ଦୀପ ପ୍ରଜ୍ୱଳନ କରି ପୁଷ୍ପମାଲ୍ୟ ଅର୍ପଣ କରି ଥିଲେ !ସ୍ଥାନୀୟ ଅଙ୍ଗନବାଡ଼ି କର୍ମୀ ଶ୍ରୀମତୀ ତୁଳସୀ ବେଶ୍ରା ଶିଶୁ ଦିବସ ଉପରେ ପିଲାଙ୍କୁ କିଛି ଶିକ୍ଷା ଦେଇ  ମାଳତୀ ଦେବୀ ପ୍ରାକ ବିଦ୍ୟାଳୟ ପରିଧାନ ଯୋଜନା  ଉପରେ ଉପସ୍ଥିତ ଥିବା ଏସଏଚଜି ର ମହିଳା, ସ୍ଥାନୀୟ ଶିକ୍ଷକ,ଗ୍ରାମର ଭଦ୍ର ବ୍ୟକ୍ତି, ୱାର୍ଡମେମ୍ବର, ଶିଶୁ ମାନଙ୍କ ମାଆ ମାନଙ୍କ ଆଗରେ ସୁନ୍ଦର ଭାବରେ ବୁଝାଇ ଥିବା ଦେଖିବାକୁ ମିଳିଥିଲା ! ଏହି ଅବସରରେ ପିଲାଙ୍କୁ ସୁ ଇଟର ଓ ବୁଟ ବଣ୍ଟନ କରି ଚକ୍ଲେଟ୍ ବଣ୍ଟନ କରାଗଲା! ଉପସ୍ଥିତ ଥିବା ବ୍ୟକ୍ତି ବିଶେଷ ଙ୍କ ମଧ୍ୟରୁ ସ୍ଥାନୀୟ  ଗ୍ରାମର ତିନି ନମ୍ବର ୱାର୍ଡ ମେମ୍ବର ଶ୍ରୀମତୀ ବନିତା କର, ଏସଏଚଜି ର ମାଆ ମାନଙ୍କ ମଧ୍ୟରୁ ପାର୍ବତୀ ନାୟକ , ରୁକ୍ମଣୀ ପାତ୍ର ,ଯାଞ୍ଚ କମିଟି ପକ୍ଷରୁ କାମଦେବ ବେଶ୍ରା ଓ ସ୍ଥାନୀୟ ଶିକ୍ଷକ ସହ କିଛି ଭଦ୍ର ବ୍ୟକ୍ତି କାର୍ଯ୍ୟକ୍ରମରେ ସାମିଲ ହୋଇ ସହଯୋଗ କରି ଥିଲେ !


News Comment




Photo in News

Advertisment
Lastest News
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026
  ରାଜ୍ୟ  
ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   24-Jun-2026
  ଜିଲ୍ଲା  
ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   24-Jun-2026
  ଜିଲ୍ଲା  
ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   24-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   24-Jun-2026
  ରାଜ୍ୟ  
ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   24-Jun-2026
  ଜିଲ୍ଲା  
ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026

You Might Also Like