-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   (24-Jun-2026)       ||      ୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||     

HOME   ରାଜ୍ୟ

ସହରରେ ଘୁରି ବୁଲୁଛି ଖଣ୍ଡା,ସାବଧାନ, ଦୁର୍ବୃତ୍ତ ଙ୍କ ହାବୁଡ଼ରୁ ଅଳ୍ପକେ ରକ୍ଷା ପାଇଲେ କୋଚିଂ ସେଣ୍ଟର ମାଲିକ

15-Nov-2021



ବଲାଙ୍ଗୀର(ପ୍ରେରଣା ଖବର) ପୋଲିସର ନିଷ୍କ୍ରିୟତା ଯୋଗୁଁ ବଲାଙ୍ଗୀର ସହରରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ଅବସ୍ଥାରେ । ଅନେକ ନିଶାସକ୍ତ ଯୁବକ ମାରଣାସ୍ତ୍ର ଧରି ସହରରେ ଘୁରି ବୁଲୁଥିବା ବେଳେ ପୋଲିସ ନୀରବ । ଇତି ମଧ୍ୟରେ ଟାଇଗର ଗ୍ରୁପ ନାମରେ କିଛି ଯୁବକ ନିଜର ଶକ୍ତି ପ୍ରଦର୍ଶନ କରିଥିଲେ । ସୋସିଆଲ ମିଡିଆରେ ଏହି ମେସେଜ ଘୁରି ବୁଲିଲା । ପୋଲିସ ର ଆକ୍ସନ ଏବଂ ରିଏକ୍ସନ୍ ଖୋଜିବାରେ ସୀମିତ ହେଲା । ପୋଲିସ ର ଅପାରଗତା ଯୋଗୁଁ ଅପରାଧୀ ମାନେ ଆଉ କାହାକୁ ଖାତିର କରୁ ନ ଥିବା ଦେଖିବାକୁ ମିଳୁଛି । 
ସୂଚନା ଅନୁଯାୟୀ  ଗତ ରାତ୍ରୀରେ ରିଲାଏନ୍ସ ଏଯୁକେଶନ କମ୍ପ୍ଲେକ୍ସ ର    କେନ୍ଦ୍ରାଧ୍ୟକ୍ଷ ମନୋଜ କୁମାର ମିଶ୍ର ରାତିରେ ନିଜ ହାତିସାଲ ପଡ଼ା ଘରକୁ ଫେରୁଥିବା ସମୟରେ ଦୁଇ ଜଣ ଦୁର୍ବୃତ୍ତ ତାଙ୍କୁ ମରଣାନ୍ତକ ଆକ୍ରମଣ କରିବା ପାଇଁ ଉଦ୍ଦ୍ୟତ ହେଉଥିଲେ । ସେ କୌଣସି ମତେ ନିଜକୁ ବଞ୍ଚାଇ ପୋଲିସ କୁ ଖବର ଦେଇଥିଲେ । ଘଟଣାସ୍ଥଳ କୁ ପୋଲିସ ଆସି ପ୍ରଥମେ ସେମାନଙ୍କୁ କାବୁ କରିବା ପାଇଁ ଚେଷ୍ଟା କରିଥିଲା ।କିନ୍ତୁ ପର୍ଯ୍ୟାପ୍ତ ପରିମାଣ ର ପୋଲିସ ବଳ ପି ସି ଆର ଭେନ ରେ ନ ଥିବାରୁ ଜଣେ ଦୁର୍ବୃତ୍ତ ଅଭି ହାତୀ ଘଟଣାସ୍ଥଳ ରେ ଖଣ୍ଡା ଛାଡ଼ି ଖସି ପଳାଇ ଥିଲା ।ଅନ୍ୟ ଦୁର୍ବୃତ୍ତ ଆକାଶ ନାଏକ ପି ସି ଆର ଭ୍ୟାନ କୁ ମାରଣାସ୍ତ୍ର ଦ୍ଵାରା ଆକ୍ରମଣ କରୁଥିବା ସମୟରେ ଖଣ୍ଡା ଟି ତା ହାତରୁ ଖସି ପଡିଥିଲା ଓ ସେ ସେହି ଠାରୁ ନିଜ ଘରକୁ ଦଉଡ଼ି ପଲାଇଥିଲା। କିଛି ସମୟ ପରେ ପୋଲିସ ଆସି ଆକାଶ କୁ ତା ଘରୁ ଉଠାଇ ନେଇ ଥିଲା । ପୋଲିସ କ୍ରିମିନାଲ ଅଫେନ୍ସ ରେ ମାମଲା ରୁଜୁ କରି ଆଜି କୋର୍ଟ ଚାଲାଣ କରିବା ପାଇଁ ପ୍ରସ୍ତୁତ ହେଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026
  ରାଜ୍ୟ  
ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   24-Jun-2026
  ଜିଲ୍ଲା  
ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   24-Jun-2026
  ଜିଲ୍ଲା  
ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   24-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   24-Jun-2026
  ରାଜ୍ୟ  
ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   24-Jun-2026
  ଜିଲ୍ଲା  
ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026

You Might Also Like