-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜୀବନଶୈଳୀ

ଔଷଧୀୟ ଗୁଣରେ ଭର୍‌ପୁର ଆପଣଙ୍କ ବାଡ଼ିର ଏହି ପତ୍ର!!

06-Nov-2020



ସାଧାରଣତଃ ଖାଦ୍ୟର ବାସ୍ନା ଓ ସ୍ୱାଦ ବଢ଼ାଇବା ପାଇଁ ଭୃଷଙ୍ଗ ପତ୍ରକୁ ବ୍ୟବହାର କରାଯାଇଥାଏ। ହେଲେ ଅଧିକାଂଶ ଲୋକ ଜାଣିନଥିବେ ଯେ ଏହି ପତ୍ରରେ ଖାଦ୍ୟର ବାସ୍ନା ବଢ଼ାଇବା ସହିତ ଔଷଧୀୟ ଗୁଣ ମଧ୍ୟ ଭର୍‌ପୁର। ଭିଟାମିନ ଏ, ବି, ସି, ଏମିନୋ ଏସିଡ୍‌, କ୍ୟାଲ୍‌ସିୟମ, ଫାଇବର୍‌, ପ୍ରୋଟିନ୍‌, ଫସ୍‌ଫରସ୍‌ ଓ ଆଇରନ୍‌ ଭଳି ତତ୍ତ୍ୱ ଏହି ପତ୍ରରେ ରହିଛି। ଏମିତି କି ବିଭିନ୍ନ ଆୟୁର୍ବେଦୀୟ ଔଷଧ ପାଇଁ ମଧ୍ୟ ଏହି ପତ୍ର ବ୍ୟବହାର କରାଯାଇଥାଏ। ବ୍ଲଡ୍ ପ୍ରେସର  ନିୟନ୍ତ୍ରଣ କରିବା ସହିତ ଓଜନ କମାଇବା ପାଇଁ ଏହି ପତ୍ର ସାହାଯ୍ୟକାରୀ ହୋଇଥାଏ!! ଭୃଷଙ୍ଗ ପତ୍ର ବ୍ୟବହାର ଦ୍ୱାରା ବ୍ଲଡ଼୍‌ ସୁଗରକୁ ଆୟତ୍ତ କରାଯାଇପାରିବ। ଏଥିରେ ଥିବା ଫାଇବର୍‌ ଇନ୍‌ସୁଲିନ୍‌ ଉପରେ ଭଲ ପ୍ରଭାବ ପକାଇଥାଏ। ଫଳରେ ବ୍ଲଡ଼ ସୁଗରର ସ୍ତର ନିୟନ୍ତ୍ରଣରେ ରହିଥାଏ। ଏହା ସହିତ ଏଥିରେ ଆଇରନ ଭରପୁର ମାତ୍ରାରେ ଥାଏ। ଅନ୍ୟପକ୍ଷରେ ଏଥିରେ ଥିବା ଭିଟାମିନ୍‌ ଏ ଓ ସି ଶରୀରକୁ ସୁସ୍ଥ ରଖିବାରେ ସାହାଯ୍ୟ କରିଥାଏ। ଯଦି ଶରୀରର କୌଣସି ସ୍ଥାନରେ କଟିଯାଏ ବା ଖଣ୍ଡିଆ ହୋଇଯାଏ କିମ୍ବା ପୋଡ଼ି ଯିବା ଘା’ ସୃଷ୍ଠି ହୁଏ ତେବେ ଏହି ପତ୍ରର ପେଷ୍ଟ୍‌ ଲଗାଇଲେ ତାହା ଭଲ ହୋଇଯାଇଥାଏ ଓ ସଂକ୍ରମଣର ଭୟ ରହିନଥାଏ। ଏହାଛଡ଼ା ଭୃଷଙ୍ଗ ପତ୍ରକୁ ପେଷ୍ଟ୍‌ କରି ଚୁଟିରେ ଲଗାଇଲେ ଏହା ରୁପି ସମସ୍ୟାକୁ ଦୂରେଇ ଥାଏ। ଏହି ପେଷ୍ଟ୍‌କୁ ଚୁଟିରେ ଲଗାଇ ଅଧଘଣ୍ଟା ପରେ ଏହାକୁ ସଫା କରି ଧୋଇ ଦେଲେ ରୁପି ଦୂର ହୋଇଯାଇଥାଏ। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା, ଏହି ପତ୍ର ନିୟମିତ ଖାଉଥିବା ଲୋକଙ୍କ ଆଖିରେ କୌଣସି ସମସ୍ୟା ଦେଖା ଦେଇନଥାଏ!!


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like

                               
  ଜୀବନଶୈଳୀ  

ସାଇକେଲ ଏକ ପରିଚୟ