-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ରାଜ୍ୟବ୍ୟାପୀ ଗୁଞ୍ଜରଣ ଶିକ୍ଷା ଯାତ୍ରା ର ଶୁଭାରମ୍ଭ l

15-Nov-2021



କଳାହାଣ୍ଡି,ଜୟପାଟଣା(ତ୍ରିନଥ ବେଶ୍ରା )
ରାଜ୍ୟ ସ୍ତରୀୟ ଲୋକ ସଂଗଠନ ଓଡିଶା ଶ୍ରମଜୀବୀ ମଞ୍ଚ  , ମହିଳା ଶ୍ରମଜୀବୀ ମଞ୍ଚ  ଓଡିଶା, ପକ୍ଷରୁ ରାଜ୍ୟବ୍ୟାପୀ ୨୫ ଦିନିଆ ଶିକ୍ଷା ଅଭିଯାନ ଯାତ୍ରାର  ଶୁଭାରମ୍ଭ ହୋଇଯାଇଛି । ନଭେମ୍ବର ୧୫ ରୁ ଆରମ୍ଭ ହେଉଥିବା ଏହି  ଅଭିଯାନ  ଅନ୍ତର୍ଗତ ଦୁଇଟି ସଚେତନତା ରଥ ମାଲକାନଗିରି ଏବଂ ସୁନ୍ଦରଗଡରୁ ବାହାରି ପ୍ରାୟ ୨୦ ଦିନ ରାଜ୍ୟର ୨୫ ଟି ଜିଲ୍ଲା ରେ ପ୍ରାୟ  ୨୧୦୦ କିଲୋମିଟର ପରିଭ୍ରମଣ କଲାପରେ ଶେଷରେ ଭୁବନେଶ୍ବରରେ ପହଞ୍ଚିବ  ଏବଂ ଡିସେମ୍ବର ୧୦ ତାରିଖରେ ଏହି ଯାତ୍ରା ଉଦଯାପିତ ହେବ । 
ବିଶେଷ କରି କଳାହାଣ୍ଡି ଜିଲ୍ଲାରେ ନାଗରିକ  ବିକାଶ ସଂଗଠନ ପକ୍ଷରୁ ଏହି ଯାତ୍ରା ୭୩ ଗୋଟି ଗ୍ରାମରେ ପହଞ୍ଚି  ଶିକ୍ଷା ସମ୍ପର୍କିତ ବିଭିନ୍ନ କାର୍ଯ୍ୟକ୍ରମ ମାଧ୍ୟମରେ ସଚେତନତା ବାର୍ତ୍ତା ପହଞ୍ଚାଇବ ।

ଏହି ଶିକ୍ଷା ଯାତ୍ରା ର ଉଦ୍ଦେଶ୍ୟ ହେଉଛି ଦୀର୍ଘ ୨୧ ଦିନ  ଧରି ବିଦ୍ୟାଳୟ ବନ୍ଦ ଥିବା ଯୋଗୁଁ ପିଲା ମାନଙ୍କର ଶିକ୍ଷଣ  ଓ ମାନସିକ ସ୍ଥିତି ସମ୍ପର୍କରେ ଅବଗତ ହେବା , ବିଦ୍ୟାଳୟ ଭିତ୍ତିଭୂମିର ସ୍ଥିତି ଏବଂ ଆବଶ୍ୟକତା ଉପରେ ଅଧ୍ୟୟନ କରିବା, ଶିକ୍ଷାର  ମହତ୍ଵ ବିଷୟରେ ସଚେତନତା କରିବା ଏବଂ ବିଶେଷ କରି ପିଲାମାନେ ବିଦ୍ୟାଳୟ ଖୋଲିଲା ପରେ କେମିତି ପୁନଃ ବିଦ୍ୟାଳୟକୁ ଆସିବେ ଏବଂ ପାଠପଢା ଜାରି ରଖିବେ ସେ ଦିଗରେ ଅଭିଭାବକ ଏବଂ ଗ୍ରାମବାସୀ  ମାନଙ୍କୁ ସଚେତନ କରାଇବା । ଏତଦ୍ ବ୍ୟତୀତ  ପିଲାମାନଙ୍କର ମାନସିକ ସ୍ଥିତି, ଶିକ୍ଷକମାନଙ୍କର  ଆହ୍ବାନ, ବିଦ୍ୟାଳୟ ପରିଚାଳନା କମିଟିର ସଦସ୍ୟ/ସଦସ୍ୟାମାନଙ୍କ ପ୍ରତି ଥିବା ଆହ୍ଵାନ ଉପରେ ଅଧ୍ୟୟନ ରିପୋର୍ଟ ପ୍ରସ୍ତୁତ କରି ଏ ଦିଗରେ କାର୍ଯ୍ୟ କରିବାକୁ ରାଜ୍ୟ ସରକାରଙ୍କ ଦ୍ରୁଷ୍ଟି ଆକର୍ଷଣ କରିବା ହେଉଛି ଏହି ଶିକ୍ଷା ଯାତ୍ରାର  ପ୍ରମୁଖ ଉଦ୍ଦେଶ୍ୟ । ଏହି ଉଦଘାଟନୀ  କାର୍ଯ୍ୟକ୍ରମ ରେ ନାଗରିକ ବିକାଶ ସଂଗଠନ, କଳାହାଣ୍ଡି ସଂଗଠନର ବିଭିନ୍ନ ବ୍ଳକର  ସଭାପତି , ସମ୍ପାଦକ ଓ  ସଂଗଠନ ର କର୍ମୀ ଯଥା, ବ୍ଳକ ସଂଯୋଜକ  ଜଗନ୍ନାଥ ଶଗଡିଆ, ଉପେନ୍ଦ୍ର ସୁନାନୀ, ଜନସାଥୀ ପର୍ଶୁରାମ ଠାକୁର, ଗୋକୁଳ ଛତ୍ରିଆ, ନବିନ କୁମାର ସୁନାନୀ, ଯୋଗେନ୍ଦ୍ର ଖମାରୀ, ନିଲେନ୍ଦ୍ରୀ ବଡେକ୍, ମୁକ୍ତା ଠାକୁର ଯୋଗଦେଇ ଏହି ଅଭିଯାନ କୁ ସାହଯ୍ୟ ସହଯୋଗ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like