-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   (24-Jun-2026)       ||      ୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||      ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||     

HOME   ଜିଲ୍ଲା

ପାଟଣାଗଡ : ୨୬ନଂ ଜୋନ୍ ରେ ଭାରତୀୟ ଜନତା ପାର୍ଟିର କର୍ମୀ ସମ୍ମିଳନୀ

15-Nov-2021



ପାଟଣାଗଡ଼ (ପୁର୍ଣ୍ଣ ଶଶୀ ଶେଖର ରାଓ) ପାଟଣାଗଡ଼ ନିର୍ବାଚନ ମଣ୍ଡଳୀ ବେଲପଡା ବ୍ଳକ ଅନ୍ତର୍ଗତ ମଣ୍ଡଳ ଜୋନ୍ ରାଡବାହାଲ ଠାରେ ଭାରତୀୟ ଜନତା ପାର୍ଟିର କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା । ଏହି ସମ୍ମିଳନୀରେ ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ କିପରି ଭାବରେ ଦଳ ସୁଦୃଢ ହେବ ଓ ପୁରାତନ ବିଜେପିଗଡ ଫେରାଇ ହେବ ସେହି ଚିନ୍ତାଧାରା ଉପରେ

ଆଲୋଚନା କରାଯାଇଥିଲା।ପାଟଣାଗଡ଼ ମହାରାଜା ତଥା ପୂର୍ବତନ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ପୁଣି ଥରେ ଭାଙ୍ଗିଯାଇଥିବା ଘରକୁ ସଜାଡି ଆଣିବା ପାଇଁ ପ୍ରୟାସ କଲେଣି ।୨୫ ବର୍ଷ ତଳେ ଯେଉଁ ନିର୍ବାଚନ ମଣ୍ଡଳୀ ରେ ଭାରତୀୟ ଜନତା ପାର୍ଟିର ପ୍ରତିନିଧି ଭାବେ ମହାରାଜା ସମସ୍ତଙ୍କୁ ପରାସ୍ତ କରି ଦୀର୍ଘଦିନ ଧରି ବିଧାୟକ ଥିଲେ। ସେଭଳି ପୁନଃରାବୃତ୍ତି କରିବା ପାଇଁ କର୍ମୀ ମାନଙ୍କୁ ପରାମର୍ଶ ଦେଇଥିଲେ। ନରେନ୍ଦ୍ର ମୋଦୀ ଙ୍କ ସ୍ବଚ୍ଛ ନିର୍ମଳ ଶାସନ ଓ କାର୍ଯ୍ୟ କଳାପରେ ଅନୁପ୍ରାଣିତ ହୋଇ ୨୬ ନମ୍ବର ଜୋନ୍ ର ୫୦ ଜଣ ବିଜେଡ଼ି ଓ କଂଗ୍ରେସ ନେତା ଯୋଗଦାନ କରିଥିଲେ। ଏହି ସମ୍ମିଳନୀରେ

ପାଟଣାଗଡ଼ ନିର୍ବାଚନ ମଣ୍ଡଳୀ ର ପୂର୍ବତନ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଙ୍କ ସହ ସାଂସଦ ପ୍ରତିନିଧି ନିଲ ପାଣିଗ୍ରାହୀ,ବେଲପଡା ବ୍ଳକ ଅଧ୍ୟକ୍ଷା ଶ୍ରୀମତୀ ବୈଜୟନ୍ତି ପାଣିଗ୍ରାହୀ, ବ୍ଳକ ଉପାଧ୍ୟକ୍ଷ ରୁକ୍ମଣ ସୁନା,୨୬ ନମ୍ବର ଜୋନ୍ ସଭାପତି କୁନୁ ମୁଣ୍ଡା,୨୫ ନମ୍ବର ଜୋନ୍ ସଭାପତି ଟିକେଶ୍ବର ମେହେର,ଶୋଭାକର ମେହେର, ପ୍ରଶାନ୍ତ ଦାସ,ସିହିନୀ ସରପଞ୍ଚ ଦିବାକର ନାଏକ,ସୁଲେକେଲା ସରପଞ୍ଚ ପ୍ରତିନିଧି ଭୀମସେନ ରଣା,ତେତେଲମୁଣ୍ଡା ସରପଞ୍ଚ ଭୀମସେନ ମେହେର ମଞ୍ଚାସୀନ ଥିବାବେଳେ ଅଞ୍ଚଳର ଶତାଧିକ ବିଜେପି କାର୍ଯ୍ୟ କର୍ତ୍ତା ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   24-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   24-Jun-2026
  ରାଜ୍ୟ  
ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   24-Jun-2026
  ଜିଲ୍ଲା  
ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026
  ଜିଲ୍ଲା  
କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି   24-Jun-2026
  ଜିଲ୍ଲା  
ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   24-Jun-2026
  ଜିଲ୍ଲା  
ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   24-Jun-2026
  ଜିଲ୍ଲା  
ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   24-Jun-2026
  ଜିଲ୍ଲା  
୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   24-Jun-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   24-Jun-2026

You Might Also Like