-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||     

HOME   ଜିଲ୍ଲା

ପଞ୍ଚମ ଦିନରେ ବାଲାଙ୍ଗୀର ସ୍ବେଛାସେବୀ ସଂଗଠନ ର କମଲ ବଣ୍ଟନ ଅଭିଯାନ ।

15-Nov-2021



ଲୋଇସିଂହା, (ବିନୋଦ କୁମାର ଦୀପ) ବାଲଙ୍ଗୀର ଜିଲ୍ଲା ଲୋଇସିଂହା ବ୍ଲକ ଆମ ସହର ଠୁ 20KM ଦୂରରେ ଥିବା ସରଗାଡ ଗ୍ରାମରେ ଆପଣ ମାନଙ୍କ ବଲାଙ୍ଗୀର ସ୍ବେଚ୍ଛାସେବୀ ସଂଗଠନ ଆଜି ଆମ ସଙ୍ଗଠନ ର ସଦସ୍ୟ ଜିତୁ ସାହୁ ଓ ବଣ୍ଟୁ ବଗର୍ତ୍ତିଙ୍କ ନେତୃତ୍ୱରେ ବଲାଙ୍ଗୀରର ଆଶିସ ସୁନାଙ୍କ ସାହାଯ୍ୟ ସହଯୋଗରେ ସୁଶାନ୍ତ ପଟେଲ, ପିଙ୍କୁ ପୁଟେଲ , ଆଲୋକ ପଟେଲ , ରାଜେଶ ସାହୁ, ପ୍ରଭଞ୍ଜନ ନନ୍ଦ , ଶ୍ରୀକାନ୍ତ ବିଶ୍ୱାଳ ,ଗୋବିନ୍ଦ ଶତପଥୀ ,ରବିନ୍ଦ୍ର ପଧାନ, ସହଦେଵ ନାଗ, ରାଜେନ୍ଦ୍ର ସେଠି , ଲିଙ୍କନ ସେଠ , ବିବେକ କୁମ୍ଭାର , ସମସ୍ତ ସଦସ୍ୟ ଯାଇ ଗରିବ ଓ ଅସହାୟ ଅବସ୍ଥାରେ ଥିବା ବୁଢା ,ବୁଢ଼ୀ ଓ ମାନସିକ ରୋଗୀଙ୍କୁ କମଳ ବଣ୍ଟନ କରିଥିଲେ । ବଲାଙ୍ଗିର ସ୍ବେଚ୍ଛାସେବୀ ସଙ୍ଗଠନ ସବୁବେଳେ ଅସହାୟଙ୍କ ସେବାରେ ସମର୍ପିତ। ବଲାଙ୍ଗୀର ଜିଲ୍ଲାରେ ଶୀତର ଲହରୀ ଖେଳି ଯାଇଥିବା ସମୟରେ ରାତି ଅଧରେ ଗାଁ ଗାଁକୁ ଯାଇ ଅସହାୟ ବ୍ୟକ୍ତି ମାନଙ୍କୁ ଶୀତ ଦାଉରୁ ରକ୍ଷା କରିବା ପାଇଁ ଯଥା ସମ୍ଭବ ଆମେ ଚେଷ୍ଟା କରୁଛୁ ଲୋକଙ୍କ ପାଖକୁ ପହଞ୍ଚିବା ପାଇଁ l ଆପଣମାନଙ୍କ ଭଲ ପାଇବା ଓ ଆଶୀର୍ବାଦ ଯୋଗୁଁ ଆପଣଙ୍କ ଏହି ସଙ୍ଗଠନ ଏହି ଏକ ଛୋଟିଆ ପ୍ରୟାସ ଆରମ୍ଭ କରିଛି ଓ ଆଗକୁ ମଧ୍ୟ ଜାରି ରଖିବ । ଆଗକୁ ଆହୁରି ଅନେକ ଅସହାୟ ଲୋକ lଙ୍କ ସେବା କରିବା ପାଇଁ ଆମେ ପ୍ରତିଜ୍ଞାବଦ୍ଧ କେବଳ ଆପଣ ମାନଙ୍କ ସ୍ନେହ ଶ୍ରଦ୍ଧା ଓ ଭଲ ପାଇବା ଆଶୀର୍ବାଦ ଆମ ଉପରେ ସବୁଦିନ ଏମିତି ଥାଉ l ଆପଣଙ୍କର ବଲାଙ୍ଗୀର ସ୍ବେଚ୍ଛାସେବୀ ସଂଗଠନ  ଆପଣଙ୍କ ସଂଗଠନ ସବୁଦିନ ଆପଣଙ୍କର ସେବାରେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026

You Might Also Like