-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||      ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||     

HOME   ଖେଳ

ନେହେରୁ ସ୍ପୋର୍ଟିଂ କ୍ଳବ ପ୍ରଥମ ବର୍ଷ ଫୁଟବଲ ଟୁର୍ନାମେଣ୍ଟ ର ଚତୁର୍ଥ ଦିବସ

15-Nov-2021



ପାଟଣାଗଡ଼ (ପୁର୍ଣ୍ଣ ଶଶୀ ଶେଖର ରାଓ) ପାଟଣାଗଡ଼ ଉପଖଣ୍ଡ ବେଲପଡା ବ୍ଳକ ଅନ୍ତର୍ଗତ ତେତେଲମୁଣ୍ଡା ପଞ୍ଚାୟତ ଡେବ୍ରିପାଲି ଗାଁ ର ସ୍ପୋର୍ଟିଂ କ୍ଳବ ତରଫରୁ ଫୁଟବଲ ଟୁର୍ନାମେଣ୍ଟ ଅନୁଷ୍ଠିତ ହୋଇଯାଇଅଛି। ସେହି ଟୁର୍ଣ୍ଣାମେଣ୍ଟର ଆଜି ଚତୁର୍ଥ ଦିବସ ଥିବାବେଳେ ମୁଖ୍ୟ ଅତିଥି ଭାବେ ଯୋଗିଲାଲ ମେହେର ଯୋଗଦାନ କରି କାର୍ଯ୍ୟକୁ ଆରମ୍ଭ କରିଥିଲେ। ପ୍ରଥମ ରାଉଣ୍ଡ ରେ ହଟକଟ ଓ ସର୍ଗୁଲ ମଧ୍ୟରେ ପ୍ରତିଯୋଗିତା ହୋଇଥିଲା ଏବଂ ଦୁଇ ଦଳ ଭିତରେ ପେନାଲିଟି ହୋଇ ୨.୧ ରେ ହଟକଟ ଉତ୍ତିର୍ଣ୍ଣ ହୋଇଛି।ଓ ଦ୍ବିତୀୟ ରାଉଣ୍ଡ ରେ ମଧ୍ୟପୁର ଓ ବଙ୍ଗୋମୁଣ୍ଡାବାହାଲ ମଧ୍ୟରେ ଲଢେ଼ଇ ଥିବାବେଳେ ୪.୨ ରେ ବଙ୍ଗୋମୁଣ୍ଡାବାହାଲ ଆଗେଇ ଯାଇଥିଲେ। ଏହି ଫୁଟବଲ ପ୍ରତିଯୋଗିତା ରେ ଅମ୍ପେୟାର ଭାବେ ଚୈତନ୍ୟ ସାହୁ ଓ ହରେରାମ କୁଅଁର କାର୍ଯ୍ୟ ତୁଲାଉଥିବାବେଲେ ତ୍ରିନାଥ ଚନ୍ଦନ ରାଏଫରି ହିସାବରେ କାର୍ଯ୍ୟ କରୁଛନ୍ତି । ଆଜି ଏହି ପ୍ରତିଯୋଗିତାରେ ସମ୍ମାନିତ ଅତିଥି ଭାବେ ଦିଲିପ୍ ନାଗ, ବୃନ୍ଦାବନ ମେହେର,ଶରତ ମେହେର ଯୋଗଦାନ କରି ଖେଳାଳି ମାନଙ୍କୁ ଉତ୍ସାହିତ କରୁଥିଲେ। ସମସ୍ତ ଦଳ କୁ ଉତ୍ସାହିତ ଓ ଦର୍ଶକ ମାନଙ୍କ ଶାନ୍ତି ଶୃଙ୍ଖଳା ରକ୍ଷା କରିବା ପାଇଁ ନେତ୍ରାନନ୍ଦ ନାଗ, ଲୋକନାଥ ନାଏକ,ଲକ୍ଷିନ୍ଦ୍ର ହଂସ, ସୁଦାମ ଭୁଏ, ଫକିର ଖମାରୀ, ଜଗଦୀଶ ନାଗ,କ୍ଷୀରୋଦ୍ର ନାଏକ ଭଲଣ୍ଟିଅର ଭାବେ କାର୍ଯ୍ୟ ତୁଲାଉଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   24-Jun-2026
  ରାଜ୍ୟ  
ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ    24-Jun-2026
  ଜିଲ୍ଲା  
ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   24-Jun-2026
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026
  ଜିଲ୍ଲା  
ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Jun-2026

You Might Also Like