-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ପଲସଦା ରେ ସ୍ମାର୍ଟ କାର୍ଡ ବଣ୍ଟନ

15-Nov-2021



ପଦ୍ମପୁର(ନିରଞ୍ଜନ ତ୍ରିପାଠୀ) ବରଗଡ଼ ଜିଲ୍ଲା ପାଇକମାଳ ବ୍ଳକ ଅନ୍ତର୍ଗତ ପଲସଦା ଗ୍ରାମପଞ୍ଚାୟତ ରେ ରାଜ୍ୟ ଆଦିବାସୀ କଲ୍ୟାଣ ମନ୍ତ୍ରୀ ଶ୍ରୀମାନ ଜଗନ୍ନାଥ ସରକା ଯୋଗଦେଇ ଓଡ଼ିଶା ର ଲୋକପ୍ରିୟ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ

ଓଡ଼ିଶାର ଅଗଣିତ ଜନସାଧାରଣ ଙ୍କ ସେବାରେ ଉତ୍ସର୍ଗୀକୃତ ବିଜୁ ସ୍ୱାସ୍ଥ୍ୟ କାର୍ଡ ବଣ୍ଟନ କରିଥିଲେ lଏ ଅବସରରେ ପଲସଦା ପଞ୍ଚାୟତ ରେ ଜନସାଧାରଣ ତାଙ୍କ ପ୍ରିୟ ମନ୍ତ୍ରୀ ଙ୍କୁ ନିଜ ଗହଣରେ ପାଇ ଅତି ଆନନ୍ଦ ଉଲ୍ଲାସର ସହ ଗାଁ ଦାଣ୍ଡରୁ ସଭା ସ୍ଥଳକୁ ପାଛୋଟି ନେଇଥିଲେ lଏ କାର୍ଯ୍ୟକ୍ରମ ରେ ଅନ୍ୟମାନଙ୍କ ମଧ୍ୟରେ ପାଇକମାଳ ବି.ଡି.ଓ , ପାଇକମାଳ ବ୍ଳକ ଅଧ୍ୟକ୍ଷ, ଯୁବନେତା ଭୋଜରାଜ ସିଂ ବରିହା, ପଶ୍ଚିମ ଓଡ଼ିଶା ବିକାଶ

ପରିଷଦର ସଦସ୍ୟ ପୁଷ୍ପେନ୍ଦ୍ର ସିଂହଦେଓ, ସରପଞ୍ଚ, ଅଙ୍ଗନବାଡ଼ି କର୍ମୀ, ଆଶାକର୍ମୀ, ସମିତି ସଭ୍ୟ ତଥା ଆବାଳବୃଦ୍ଧବନିତା ଯୋଗଦେଇ ମହିଳା ମାନଙ୍କ ପାଇଁ ୧୦ଲକ୍ଷ ଏବଂ ପୁରୁଷ ମାନଙ୍କ ପାଇଁ ୫ ଲକ୍ଷ ର ସ୍ୱାସ୍ଥ୍ୟ ସେବା ରେ ବୀମା କଭରେଜ୍ କରୁଥିବାରୁ,ଏ ଭଳି ମହତ ଉଦ୍ଦେଶ୍ୟ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଙ୍କୁ ଅଞ୍ଚଳ ର ଅଗଣିତ ଜନତା ସାଧୁବାଦ ଜଣାଇଛନ୍ତି l


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like