-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ପ୍ରେସ କ୍ଲବ ତରଫରୁ ମାଗଣା ଚକ୍ଷୁ ଚିକିତ୍ସା ଶିବିର 

15-Nov-2021



କଣ୍ଟାବାଞ୍ଜି(ଆନନ୍ଦ ମୋଟେ) : ପ୍ରେସ କ୍ଲବ କଣ୍ଟାବାଞ୍ଜି ଏବଂ ଏସ ସି ଡ଼ି ଚକ୍ଷୁ ହସ୍ପିଟାଲ ଟିଟିଲାଗଡ଼ ମିଳିତ ଉଦ୍ୟମରେ  ଆରୋଗ୍ୟମ ମେଡ଼ିକାଲ ପରିସରରେ ଗୋଟିଏ ମାଗଣାରେ  ଚକ୍ଷୁ ଚିକିତ୍ସା ଶିବିରର ଆୟୋଜନ କରାଯାଇଛି l ପ୍ରେସ କ୍ଲବ ସଭାପତି ପ୍ରଭଜିତ ସିଂହ ସାଲୁଜାଙ୍କ ସଭାପତିତ୍ୱର ଏହି ଚକ୍ଷୁ ଚିକିତ୍ସା ଶିବିର ଆୟୋଜନ କରା ଯାଇଛି
ଏହି ଶିବିର ରେ ୩୦୫ ଲୋକଙ୍କ ଚକ୍ଷୁ  ପରୀକ୍ଷା କରା ଯାଇଥିଲା ଏବଂ ୧୨୫ ଜଣଙ୍କ ଚକ୍ଷୁ  ମୋତିଆ ବିନ୍ଦ ଅସ୍ତ୍ରୋପଚାର ପାଇଁ ଚିନ୍ହିତ କରା ଯାଇଥିଲା ଏବଂ ସେମାନଙ୍କୁ ବସ ଯୋଗେ ପିପିଲପଦର ହସ୍ପିଟାଲ ନିଆ ଯାଇଛି ସେମାନଙ୍କ ମାଗଣାରେ ଆପରେଶନ, ରହିବା ଏବଂ ଖାଇବା ଵ୍ୟଵସ୍ଥା କରା ଯାଇଛି
ସମସ୍ତ ଙ୍କ ମାଗଣାରେ ରକ୍ତଚାପ, ମଧୁମେହ, ମୂତ୍ର ପରୀକ୍ଷା ମଧ୍ୟ ମାଗଣାରେ କରା ଯାଇଥିିଲ  l ଏହି କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ  ପ୍ରେସ କ୍ଲବ କଣ୍ଟାବାଞ୍ଜି ର କାର୍ୟ୍ଯକାରୀ ସଭାପତି ସୁରଦାସ ବାଗ,ଉପସଭାପତି,ରଶ୍ମି ରଂଜନ ପୁଟେଲ, ମନୋଜ ଶର୍ମା, ଯୁଗ୍ମ ସମ୍ପାଦକ ଅନୀଲ ତ୍ରିପାଠୀ, ଦୀପକ ଯାଦବ, କେଶୀୟର ହନନ୍ନୀ ସିଂହ, ପରାମର୍ଶଦାତା ଆଶିଷ ଖେତାନ, ଆନଂଦ ମୋଟେ, ଦୁର୍ଗା ପ୍ରସାଦ ଗୁପ୍ତା, ଅଶୋକ ତ୍ରିପାଠୀ, କାର୍ୟ୍ଯକାରୀ ସଭ୍ୟ ଯୁଗଳ କିଶୋର ଶବର, ରୋହନ ମହତ,ବିଶିକେଶନ ମାଝୀ, ସୁବ୍ରତ ମହାକୁର,ବିକାଶ ମିତ୍ତଳ, ଜଗମୋହନ ତାଣ୍ଡି, ଦିନେଶ ଜୈନ ସହ ସ୍ବେଚ୍ଛାସେବୀ ଚିନ୍ତୁ ମହାକୁର, ସଂଗ୍ରାମ ତ୍ରିପାଠୀ, ବିପିନ ମହାପାତ୍ର,ପ୍ରମୁଖ ସହଯୋଗ କରିଥିବା ବେଳେ ଏସସିଡ଼ି ଚକ୍ଷୁ ହସ୍ପିଟାଲ ଟିଟିଲାଗଡ଼ ରୁ ସୁମିତ ପ୍ରଧାନ, ସୋନିୟା ନାଗ, ଭାରତୀ ସିଂହ, ରମେଶ ବାଗପ୍ରମୁଖ ଉପସ୍ଥିତ ଥିଲେ


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like