-+91-9937148622 |

prerana_bgr@rediffmail.com |

  Monday 22nd June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ପାଟୁଆପାଲି ପଂଚାୟତ ରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (22-Jun-2026)       ||      .*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   (22-Jun-2026)       ||      ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   (22-Jun-2026)       ||      ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   (22-Jun-2026)       ||      *ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   (21-Jun-2026)       ||      ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   (21-Jun-2026)       ||      ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ    (21-Jun-2026)       ||      ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   (21-Jun-2026)       ||      ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   (21-Jun-2026)       ||      ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ    (21-Jun-2026)       ||      ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ    (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ ହୋଇଥିଲା   (21-Jun-2026)       ||      ଗଣ୍ତାବାହାଲିଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      *ସୁବର୍ଣ୍ଣପୁର ଠାରେ ବିଶ୍ଵ ଯୋଗ ଦିବସ ପାଳନ*- *ମଣିଷ ର ପ୍ରକୃତ ବନ୍ଧୁ ହେଉଛି ଶରୀର*- *ମୁଖ୍ୟ ଅତିଥି*-   (21-Jun-2026)       ||      ଦହ୍ୟା ଜୀବନ ବିକାଶ ଡିଗ୍ରୀ କଲେଜ ରେ ବିଶ୍ୱ ଯୋଗ ଦିବସ ପାଳନ -   (21-Jun-2026)       ||      ପ୍ରଶାସନ ର ଦୃଷ୍ଟି ପଡ଼ୁ   (21-Jun-2026)       ||      ପୁରୁଣାପାଣି ଶୀତଳ ଷଷ୍ଠୀ ଜଳନ୍ଧର ଦରବାର ଉଦ୍‌ଯାପିତ♦️ ଉତ୍ସବ ମାଧ୍ୟମରେ ଶାନ୍ତି, ମୈତ୍ରୀ ଓ ପ୍ରଗତି ର ବାର୍ତ୍ତାର ହେବ ପ୍ରସାର- ନରସିଂହ   (21-Jun-2026)       ||      ପାଳସାହି ରେ ଅlନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||     

HOME   ଜିଲ୍ଲା

କଣ୍ଟାବାଞ୍ଜି : ଜାତୀୟ ପ୍ରେସ ଦିବସ ପାଳନ

16-Nov-2021



କଣ୍ଟାବାଞ୍ଜି (ଆନନ୍ଦ ମୋଟେ) ::  ପ୍ରେସ କ୍ଲବ କଣ୍ଟାବାଞ୍ଜି କାର୍ୟ୍ଯଲୟ ପରିସର ରେ ଜାତୀୟ ପ୍ରେସ ଦିବସ ର ପାଳନ କରାଯାଇଛି 
ବଲାଙ୍ଗୀର ୟୁନିୟନ ଆଫ ଜର୍ଣ୍ଣାଲିଷ୍ଟ    ବଲାଙ୍ଗୀର ଜିଲ୍ଲା ଶାଖା   ଏବଂ ପ୍ରେସ କ୍ଲବ କଣ୍ଟାବାଞ୍ଜି ତରଫରୁ ଜାତୀୟ ପ୍ରେସ ଦିବସ ପାଳନ କରା ଯାଇଛି, ବଲାଙ୍ଗୀର ୟୁନିୟନ ଆଫ  ଜର୍ଣ୍ଣାଲିଷ୍ଟ ର ଜିଲ୍ଲା ଉପସଭାପତି ଏବଂ ପ୍ରେସ କ୍ଲବ କଣ୍ଟାବାଞ୍ଜି ସଭାପତି ପ୍ରଭଜିତ ସିଂହ ସାଲୁଜା ଙ୍କ ସଭାପତିତ୍ୱ ର ଆୟୋଜିତ ଏହି ସଭା     ପ୍ରେସ କ୍ଲବ କାର୍ୟ୍ଯକାରୀ ସଭାପତି  ସୁରଦାସ ବାଗ,ଉପସଭାପତି ରଶ୍ମିରଞ୍ଜନ ପୁଟେଲ, ମନୋଜ ଶର୍ମା, ସମ୍ପାଦକ ସୁବ୍ରତ ମହାକୁର, ଯୁଗ୍ମ ସମ୍ପାଦକ,ଦୀପକ ୟାଦବ,ଅନୀଲ ତ୍ରିପାଠୀ, କେଶୀୟର ହନନ୍ନୀ ସିଂହ ପରାମର୍ଶଦାତା ଆଶିଷ ଖେତାନ, ଦୁର୍ଗା ପ୍ରସାଦ ଗୁପ୍ତା, ଆନଂଦ ମୋଟେ, ଆଇନ ପରାମର୍ଶଦାତା ବିବେକ ଶର୍ମା,କାର୍ୟ୍ଯକାରୀ ସଭ୍ୟ ଯୁଗଳ କିଶୋର ଶବର, ରୋହନ ମହତ,ବିସିକେଶନ ମାଝୀ,ଜଗମୋହନ ତାଣ୍ଡି,ବିକାଶ ମିତ୍ତଳ, ଦିନେଶ ଜୈନ, ପ୍ରମୁଖ ଉପସ୍ଥିତ ଥିଲେ, ଜାତୀୟ ପ୍ରେସ ଦିବସ ଉପଲକ୍ଷେ ସମସ୍ତ ସଦସ୍ୟ ମାନେ ଅଞ୍ଚଳ ର ସମସ୍ୟା ଏବଂ ପ୍ରମୁଖ ଘଟଣା କୁ ପ୍ରାଥମିକତା ଦେବା ପାଇଁ ସମସ୍ତ ସଦସ୍ୟ ଶପଥ ନେଇଥିଲେ ଏବଂ ସଂଘ ର ସମସ୍ତ କାର୍ଯ୍ୟକ୍ରମ ଏବଂ ଓଡ଼ିଶା ୟୁନିୟନ ଅଫ ଜର୍ଣ୍ଣାଲିଷ୍ଟ ସମସ୍ତ ନିର୍ଦ୍ଦେଶ ର ପାଳନ ଏବଂ ନୂତନ ଭାବେ ଜିଲ୍ଲା ଉପସଭାପତି ପ୍ରଭଜିତ ସିଂହ ସାଲୁଜା, ଜିଲ୍ଲା ସମ୍ପାଦକ ସୁରଦାସ ବାଗ, ଅନିଲ ତ୍ରିପାଠୀ, ଜିଲ୍ଲା କାର୍ୟ୍ଯକାରୀ କମିଟି ଦୀପକ ୟାଦବ, ହନନ୍ନୀ ସିଂହ, ଜିଲ୍ଲା ପରାମର୍ଶଦାତା ଆଶିଷ ଖେତାନ, ଙ୍କୁ  ସମସ୍ତ କର୍ମକର୍ତ୍ତା ସୁବେଛା ଜଣାଗଲା ଏବଂ ପ୍ରେସ କ୍ଲବ କଣ୍ଟାବାଞ୍ଜି ତରଫରୁ ଜିଲ୍ଲା ସଭାପତି  ଦୀପକ ସମାଦାର ଏବଂ ଜିଲ୍ଲା ସାଧାରଣ ସମ୍ପାଦକ ବଦ୍ରୀ ମିଶ୍ର ଙ୍କୁ ଧନ୍ୟବାଦ ଜଣାଗଲା


News Comment




Photo in News

Advertisment
Lastest News
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ପାଟୁଆପାଲି ପଂଚାୟତ ରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   22-Jun-2026
  ଜିଲ୍ଲା  
.*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   22-Jun-2026
  ଜିଲ୍ଲା  
ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   22-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   22-Jun-2026
  ଜିଲ୍ଲା  
*ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   21-Jun-2026
  ଜିଲ୍ଲା  
ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   21-Jun-2026
  ଜିଲ୍ଲା  
ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ   21-Jun-2026
  ଜିଲ୍ଲା  
ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   21-Jun-2026
  ଜିଲ୍ଲା  
ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   21-Jun-2026
  ଜିଲ୍ଲା  
ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   21-Jun-2026

You Might Also Like