-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଶି‍କ୍ଷା ଓ ନିଯୁକ୍ତି

ଆନ୍ଧ୍ର ଡରାଇଲା : ରାଜ୍ୟରେ ଖୋଲିବନି ନବମରୁ ଦ୍ବାଦଶ ବିଦ୍ୟାଳୟ

06-Nov-2020



ଭୁବନେଶ୍ବର, (ପ୍ରେରଣା ଖବର) : ରାଜ୍ୟରେ କରୋନା ସଂକ୍ରମଣ କମୁଥିବାରୁ ଚଳିତ ମାସ ତୃତୀୟ ସପ୍ତାହରୁ ନବମରୁ ଦ୍ବାଦଶ ଛାତ୍ରଛାତ୍ରୀଙ୍କର ଶ୍ରେଣୀ ଶିକ୍ଷାଦାନ ଆରମ୍ଭ କରିବାକୁ ଗତକାଲି ଘୋଷଣା କରିଥିଲା ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ। ବିଭାଗୀୟ ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏନେଇ ପ୍ରକ୍ରିୟା ଆରମ୍ଭ ହୋଇଥିବା ମଧ୍ୟ କହିଥିଲେ। ତେବେ ଆନ୍ଧ୍ରପ୍ରଦେଶ ସମେତ କେତେକ ରାଜ୍ୟରେ ବିଦ୍ୟାଳୟ ଖୋଲିବା ପରେ ଶିକ୍ଷକ ଓ ଛାତ୍ରଛାତ୍ରୀ ବହୁମାତ୍ରାରେ ସଂକ୍ରମିତ ହେଉଥିବାରୁ ଏଥିନେଇ ରାଜ୍ୟ ସରକାର ଏବେ ଚିନ୍ତାରେ ପଡ଼ିଛନ୍ତି।

ମୁଖ୍ୟମନ୍ତ୍ରୀ ଗତକାଲି କରୋନା ସ୍ଥିତି ସମୀକ୍ଷା କରି ଦ୍ବିତୀୟ ପର୍ଯ୍ୟାୟ ସଂକ୍ରମଣ ପାଇଁ ସତର୍କ ରହିବାକୁ ପରାମର୍ଶ ଦେବା ପରେ ଗଣଶିକ୍ଷା ବିଭାଗ ପକ୍ଷରୁ ୯ମରୁ ଦ୍ବାଦଶ ଶ୍ରେଣୀ ଶିକ୍ଷାଦାନ ନିଷ୍ପତ୍ତିକୁ ଏବେ ସ୍ଥଗିତ ରଖାଯାଇଥିବା ଜଣାପଡିଛି। ତେବେ ବିଭାଗ ପକ୍ଷରୁ ଏନେଇ ଏଯାବତ୍‌ ବିଧିବଦ୍ଧ ଘୋଷଣା କରାଯାଇନି। ଆସନ୍ତା ୨୧ ତାରିଖ ପରେ ନବମରୁ  ଦ୍ବାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କର ବିଦ୍ୟାଳୟ ଖୋଲିବାକୁ ବିଭାଗ ପକ୍ଷରୁ ଯୋଜନା ରହିଥିଲା। ରାଜ୍ୟରେ ବିଦ୍ୟାଳୟ ଖୋଲିବା ପରେ ଆନ୍ଧ୍ରରେ ଯେଭଳି ସଂକ୍ରମଣ ବଢୁଛି ସେଭଳି ସ୍ଥିତି ଦେଖାଦେବାର ଆଶଙ୍କା ଥିବାରୁ ବିଭାଗ ନିଷ୍ପତ୍ତି ବଦଳାଇଛି।  ସୂଚନାଯୋଗ୍ୟ ରାଜ୍ୟରେ ଚଳିତ ବର୍ଷ ମାର୍ଚ୍ଚରୁ ବିଦ୍ୟାଳୟ ବନ୍ଦ ଥିବାରୁ ଶ୍ରେଣୀଗୃହରେ ଶିକ୍ଷାଦାନ ବନ୍ଦ ରହିଛି। ଅନ୍‌ଲାଇନ୍‌ ପାଠପଢା ଚାଲିଥିଲେ ମଧ୍ୟ ଏହା ସବୁ ବିଦ୍ୟାର୍ଥୀଙ୍କ ନିକଟରେ ପହଞ୍ଚିପାରୁନି। ଉନ୍ନୟନ କମିସନରଙ୍କ ଅଧ୍ୟକ୍ଷତାରେ ବୁଧବାର ସନ୍ଧ୍ୟାରେ ବିଦ୍ୟାଳୟ ଖୋଲିବା ସଂକ୍ରାନ୍ତରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ୨୧ରୁ ନବମରୁ ଦ୍ବାଦଶ ଶ୍ରେଣୀ ବିଦ୍ୟାର୍ଥୀଙ୍କ ଲାଗି ସ୍କୁଲ ଖୋଲିବାକୁ ନିଷ୍ପତ୍ତି ହୋଇଥିବାବେଳେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପିଲାଙ୍କ ଲାଗି ଶ୍ରେଣୀ ଶିକ୍ଷାଦାନ ଡିସେମ୍ବର ଶେଷ ପର୍ଯ୍ୟନ୍ତ ବନ୍ଦ ରଖିବାକୁ ଏକପ୍ରକାର ସ୍ଥିର କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like

           
  ଶି‍କ୍ଷା ଓ ନିଯୁକ୍ତି  

୯୩% ମାର୍କ ରଖ୍ ସଫଳତା ପାଇଲେ ସନ୍ଦୀପ

           
  ଶି‍କ୍ଷା ଓ ନିଯୁକ୍ତି  

ଆଜିଠାରୁ ହେବ ସକାଳୁଆ ସ୍କୁଲ