-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ପ୍ରେସ୍ କ୍ଲବ୍, ନର୍ଲା ତରଫରୁ ବ୍ଲକ୍ ସ୍ତରୀୟ ପ୍ରେସ୍ ଦିବସ ପାଳନ

16-Nov-2021



ନର୍ଲା (ସଞ୍ଜିବ ଦାସ) ନର୍ଲାବ୍ଲକ ସ୍ଥିତ ନର୍ଲା ବସ୍ ଷ୍ଟାଣ୍ଡ୍ ପରିସରରେ ପ୍ରେସ୍ କ୍ଲବ୍ ନର୍ଲା ଆୟୋଜନରେ ଜାତୀୟ ପ୍ରେସ୍ ଦିବସ ମଙ୍ଗଳବାର (ଆଜି) ପାଳନ କରାଯାଇଛି । ଏହି ଅବସରରେ ନର୍ଲା ଡାକ ବଙ୍ଗଳା ଠାରେ ଅତିଥିଗଣ ଉପସ୍ଥିତ ରହି ଏକତ୍ରିତ ହେବାପରେ କଳାହାଣ୍ଡିର ବୀରବାଦ୍ୟ ଘୁମୁରା ବାଦନ ମାଧ୍ୟମରେ ଅତିଥିଗଣଙ୍କୁ ମଞ୍ଚ ପର୍ଯ୍ୟନ୍ତ ପାଛୋଟି ଆଣି ମଞ୍ଚରେ ସ୍ୱାଗତ୍ ସମ୍ୱର୍ଦ୍ଧନା କରାଯାଇଥିଲା । ପ୍ରେସ୍ କ୍ଲବ୍ ର ସଦସ୍ୟ ମାନେ ଅତିଥି ମାନଙ୍କୁ ଫୁଲତୋଡା ଓ ଉପଢୌକନ ଦେଇ ସମ୍ୱର୍ଦ୍ଧିତ କରିଥିଲେ । ଓଜେୟୁ ରାଜ୍ୟ ସମ୍ପାଦକ ଶଶୀଭୂଷଣ ପ୍ରହରାଜଙ୍କ ସଭାପତିତ୍ୱରେ ଅନୁଷ୍ଠିତ 
ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ନର୍ଲା ତହସିଲଦାର ତଥା ବିଡିଓ ମାନସ ରଞ୍ଜନ ତ୍ରିପାଠୀ, ସମ୍ମାନୀତ ଅତିଥି ଭାବରେ ନର୍ଲା ଥାନାଧିକାରିଣୀ ରେଣୁକା ସୂନା, ନର୍ଲା ସରପଞ୍ଚ ତଥା ସରପଞ୍ଚ ସଂଘ ସଭାପତି ଚିରଞ୍ଜିବୀ ଗୌଡିଆ ଓ ମୁଖ୍ୟବକ୍ତା ଭାବରେ ବିଶିଷ୍ଟ କବି ପଦ୍ମଲୋଚନ ମିଶ୍ର ପ୍ରମୁଖ ଯୋଗଦାନ କରିଥିଲେ ।

ନର୍ଲାର 'ସମାଜ' ବ୍ଲକ୍ ପ୍ରତିନିଧି ମନୋଜ ଷଡଙ୍ଗୀ ଅତିଥି ପରିଚୟ ପ୍ରଦାନ କରିଥିଲେ । ଗ୍ରାମାଞ୍ଚଳର ସାମ୍ୱାଦିକ ସମ୍ମୁଖିନ ହେଉଥିବା ଅନେକ ସମସ୍ୟା ବାବଦରେ ଉକ୍ତ ବୈଠକରେ ଆଲୋଚନା ହୋଇଥିବା ବେଳେ ଗୋଟିଏ ବ୍ରିଜ୍ ର ଯେମିତି ଉଭୟ ପାର୍ଶ୍ୱର ଖମ୍ୱଯୋଗୁଁ ବ୍ରିଜ୍ ମଜଭୁତ୍ ହୋଇଥାଏ ସେମିତି  ବର୍ତ୍ତମାନ ପ୍ରସାଶନ ଓ ସମ୍ୱାଦିକ ଗୋଟିଏ ବ୍ରିଜ୍ ର ଉଭୟ ପାର୍ଶ୍ୱର ଖମ୍ୱ ଭଳିଆ ଖବର ପ୍ରସାରଣ କରି ପ୍ରସାଶନକୁ ସଜାଗ କରୁଥିବାରୁ ବିଭିନ୍ନ ସମସ୍ୟାର ଶିଘ୍ର ସମାଧାନ ହୋଇପାରୁଛି ବୋଲି ଅତିଥିଗଣ ମତବ୍ୟକ୍ତ କରିଥିଲେ । ଉକ୍ତ ବୈଠକରେ ଶିଳ୍ପପତି ବିମଳ କେଡିଆ, ବ୍ଲକ୍ କଂଗ୍ରେସ ସଭାପତି ସମୀର ଚାନ୍ଦ, ନାନୀ ପୁଷ୍ପାଞ୍ଜଳୀ ନାଏକ, କିନ୍ନର ସଂଘର ସଭାପତି କାମୀନୀ କିନ୍ନର, ଲେଖକ କୁମୁଦ ନାଏକ, କଂଗ୍ରେସ ଯୁବ ସଭାପତି ଦୀପୁ ପାତ୍ରଙ୍କ ସମେତ ଅଞ୍ଚଳର ଅନେକ ବ୍ୟକ୍ତି ଉପସ୍ଥିତ ଥିଲେ । ଉକ୍ତ କାର୍ଯ୍ୟକ୍ରମରେ ସାମ୍ୱାଦିକ ମନୋଜ ଷଡଙ୍ଗୀ, ଭୀକାରି ଗୌଡ, ଦୀପକ ଠାକୁର, ତ୍ରିଲୋଚନ ଗୌଡ, ଅଜୟ ସେନାପତି, ପ୍ରଦୀପ ଗୌଡ, ପ୍ରଦୀପ ସାହୁ, ସଞ୍ଜୀବ ଦାଶ, ସନ୍ତୋଷ ପାତ୍ର, ଡୋଳାମଣି ସାହୁ, ଖଗେଶ୍ୱର କୁମାର, ନଗେଦ୍ର ପଧାନ, ଜଗତରାମ ସାହୁ, ଛାୟାକାନ୍ତ ନାଏକ, କାଶିନାଥ ଦାସଙ୍କ ସମେତ ଅନେକ ସାମ୍ୱାଦିକ ଯୋଗଦାନ କରି କାର୍ଯ୍ୟକ୍ରମକୁ ସଫଳ କରିଥିଲେ । ଶେଷରେ ଓମ୍ ପ୍ରକାଶ ମାଝୀ ନିଜର ପାଟିରେ ବିଭିନ୍ନ ସ୍ୱର ଶୁଣାଇଥିଲେ । ସମ୍ୱାଦିକ ଡୋଳାମଣି ସାହୁ ଧନ୍ୟବାଦ ଦେଇଥିଲେ । 
ସେହିପରି ରୁପ୍ରାରୋଡ ଠାରେ ସାମ୍ୱାଦିକ ୟୁନିୟନ ତରଫରୁ ଜାତୀୟ ପ୍ରେସ୍ ଦିବସ ପାଳିତ ହୋଇଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like