-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ଲୁକାୟିତ ଖବର ଲୋକଲୋଚନକୁ ଆଣିବାର ଗଣମାଧ୍ୟମର ଭୂମିକା ଗୁରୁତ୍ୱପୂର୍ଣ୍ଣ , ରେଢାଖୋଲରେ ଓୟୁଜେ ପକ୍ଷରୁ ଜାତୀୟ ପ୍ରେସ ଦିବସ

16-Nov-2021



ରେଢାଖୋଲ ( ଅନିଲ କୁମାର ପୃଷ୍ଟି ) ଲୁକାୟିତ ହୋଇ ରହି ଯାଉ ଥିବା ଖବରକୁ ସାମନାକୁ ଆଣିବା ଗଣମାଧ୍ୟମର ଗୁରୁତ୍ୱପୂର୍ଣ୍ଣ ଭୂମିକା ହେବା  ଜରୁରୀ ବୋଲି  ମଙ୍ଗଳବାର ସମ୍ବଲପୁର ଜିଲ୍ଲା ରେଢାଖୋଲ ଓଡିଶା ୟୁନିଅନ ଅଫ ଜର୍ଣ୍ଣାଲିଷ୍ଟ (ଓୟୁଜେ) ପକ୍ଷରୁ ସ୍ଥାନୀୟ ପୂର୍ତ୍ତ ବିଭାଗ ଡାକ ବଙ୍ଗଳା ଠାରେ ଜାତୀୟ ପ୍ରେସ ଦିବସ ସମାରୋହରେ  ଅତିଥିମାନେ ମତ ପ୍ରକାଶ କରିଛନ୍ତି। ଓୟୁଜେ ରେଢାଖୋଲ ସାମ୍ବାଦିକ ସଂଘର ସଭାପତି ରମାକାନ୍ତ ମହାନନ୍ଦଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସଭାରେ ରେଢାଖୋଲ ବିଡ଼ିଓ ପରୀକ୍ଷିତ ସାହୁ ମୁଖ୍ୟ ଅତିଥି , ପ୍ରଜାପିତା ବ୍ରହ୍ମା କୁମାରୀ ଇଶ୍ୱରୀୟ ବିଶ୍ୱବିଦ୍ୟାଳୟ ରେଢାଖୋଲ ଉପ ସେବା କେନ୍ଦ୍ର ସଞ୍ଚାଳିକା  ବ୍ରହ୍ମା କୁମାରୀ ମଞ୍ଜୁ ଭଉଣୀ ସମ୍ମାନୀତ ଅତିଥି ଓ ଓୟୁଜେ ଜିଲ୍ଲା ଉପ ସଭାପତି ଜୟନ୍ତ କୁମାର ଖଡ଼ିରତ୍ନ ପ୍ରମୁଖ ଯୋଗ ଦେଇ ସାଧାରଣ ଲୋକଙ୍କ ଶାଣୀତ୍ୱ ସ୍ୱରକୁ ଗଣମାଧ୍ୟମ ଆଣିବା ପାଇଁ ସବୁ ପରିସ୍ଥିତିରେ ଜାଗ୍ରତ ରହିବା ଜରୁରୀ। ସାଧାରଣ ଲୋକଙ୍କ ଗଣମାଧ୍ୟମ ପ୍ରତି ଅତୁଟ ଭରସା ରହିଛି। ସାମ୍ବାଦିକତା କ୍ଷେତ୍ରରେ ଆଧ୍ୟାତ୍ମିକ ଦୃଷ୍ଟି, ବୃତ୍ତି ସମ୍ପର୍କ ରହିଲେ ଖବର ସାକାରତ୍ମକ , ନିରପେକ୍ଷ ଓ ସ୍ଵଛ ରହିବ। ନିରପେକ୍ଷ ଖବର ପ୍ରସାରଣ ଓ ସାମ୍ବାଦିକତାର  ଜନ ସମାଜ ପ୍ରତି କଣ ଭୂମିକା ରହିଛି  ଏହା ଉପରେ ଅତିଥି ଓ  ଗଣମାଧ୍ୟମର ପ୍ରତିନିଧି ମାନେ ମତ ପ୍ରକାଶ କରିଥିଲେ। ଏହି କାର୍ଯ୍ୟକ୍ରମରେ  ସାମ୍ବାଦିକ ରୋହିତ ଭୋଇ, ପ୍ରସନ୍ନ କୁମାର ପ୍ରଧାନ, ମମତା ପାତ୍ର, ଶଙ୍କର ପୃଷ୍ଟି, ସୁଶାନ୍ତ ନାଗ,ତପନ କୁମାର ବିଶ୍ବାଳ,ଅନିଲ କୁମାର ପୃଷ୍ଟି, ସରୋଜ କୁମାର ସାହୁ, ସରତ ପ୍ରଧାନଙ୍କ ସମେତ ଡ. ଭାଗିରଥି ବିଶ୍ୱାଳ, ସମାଜସେବୀ ତଥା ସମ୍ବଲପୁର ସାଂସଦଙ୍କ ରେଢାଖୋଲ ପ୍ରତିନିଧି ଶିବ ରାମ ସାହୁ , ଜ୍ୟୋତୀ  ଭଉଣୀ ପ୍ରମୁଖ ଯୋଗ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like