-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଜାତୀୟ ପ୍ରେସ୍‌ ଦିବସ ପାଳିତ

16-Nov-2021



ବଲାଙ୍ଗିର,  ସ୍ଥାନୀୟ ଜିଲ୍ଲା ସାମ୍ବାଦିକ ଭବନ ପରିସରରେ ବଲାଙ୍ଗିର ଜିଲ୍ଲା ପ୍ରଶାସନ ଏବଂ ଜିଲ୍ଲା ସାମ୍ବାଦିକ ସଂଘର ମିଳିତ ଆନୁକୂଲ୍ୟରେ ଜାତୀୟ ପ୍ରେସ୍‌ ଦିବସ ପାଳିତ ହୋଇଯାଇଛି ।1966ମସିହା ଆଜିର ଦିନରେ ଭାରତୀୟ ପ୍ରେସ କାଉନସିଲ ର ଗଠନ ହୋଇଥିଲା ଏହା ଗଣତନ୍ତ୍ର ପାଇଁ " ସାମ୍ବାଦିକ ମାନେ ହିଁ ଗଣତନ୍ତ୍ର ର ଜଗ୍ରତ ପ୍ରହରି " । "ସାମ୍ବାଦିକ ମାନେ ଚାପ ଓ ପ୍ରଭାବ ରୁ ମୁକ୍ତ ହୋଇ ନିରପେକ୍ଷ ହୋଇ ସମ୍ଵାଦ ପରିଵେଷଣ କଲେ  ଦେଶରେ ଗଣତନ୍ତ୍ର ଶକ୍ତ ସୁଦୃଢ ଓ ମଜଭୁତ ହେବ" । ଏହି କାର୍ଯ୍ୟକ୍ରମରେ ସାମ୍ବାଦିକ ସଂଘର         ଉପ ସଭାପତି ଆନନ୍ଦ ଚନ୍ଦ୍ର ସାହୁ ସଭାପତିତ୍ୱ କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପାଳ ଚଞ୍ଚଳ ରାଣା, ସମ୍ମାନିତ ଅତିଥି ଆରକ୍ଷୀ ଅଧିକ୍ଷକ ନିତିନ କୁଶଳକର ଡାଗୁଡୁ, ଅତିରିକ୍ତ ଜିଲ୍ଲାପାଳ ଅନନ୍ତ ନାରାୟଣ ସିଂ ଲାଗୁରି ଓ ଭାରପ୍ରାପ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡ. କୁବେର ଚନ୍ଦ୍ର ମହନ୍ତ ଯୋଗଦାନ କରିଥିଲେ । ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘର ସାଧାରଣ ସମ୍ପାଦକ ବଳରାମ ମିଶ୍ର  ଅଭିଭାଷଣ ପ୍ରଦାନ କରିଥିବା ବେଳେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଜୟଦେବ ପାଣିଗ୍ରାହୀ ସଭା ପରିଚାଳନା କରିଥିଲେ । କରୋନା ସଂକ୍ରମଣ ସମୟରେ ଗଣମାଧ୍ୟମ ଏକ ଗୁରୁ ଦାୟିତ୍ୱ ବହନ କରିଥିଲା, ଯାହାକି ଲୋକଙ୍କୁ ସଚେତନ କରାଇବା ତଥା ସଂକ୍ରମଣକୁ ରୋକିବା ଦିଗରେ ବେଶ୍‌ ସହାୟକ ହୋଇଥିଲା ବୋଲି ମୁଖ୍ୟଅତିଥି ଜିଲ୍ଲାପାଳ ଶ୍ରୀ ଚନ୍ଚଳ  ରାଣା ଓ ଏସପି ନିତିନ କୁଶଳକର ଡାଗୁଡୁ ନିଜ ନିଜର  ମତପ୍ରକାଶ କରିଥିବା ବେଳେ ଗଣମାଧ୍ୟମ ପକ୍ଷରୁ ସର୍ବଦା ସହଯୋଗ କାମନା କରୁଛୁ ଵୋଲି କହିଛନ୍ତି ।।

ଚଳିତ ବର୍ଷ ପ୍ରେସ୍‌ କାଉନସିଲ ଅଫ୍‌ ଇଣ୍ଡିଆ ଜାତୀୟ ପ୍ରେସ୍‌ ଦିବସ ପାଳନ ପାଇଁ ‘କରୋନା ସମୟରେ ଗଣମାଧ୍ୟମ : ଏକ ନୂତନ ଆହ୍ୱାନ’ ଶୀର୍ଷକ ବିଷୟବସ୍ତୁ ନିର୍ଦ୍ଧାରଣ କରିଥିବା ବେଳେ, ସାମ୍ବାଦିକ ପୂର୍ଣ୍ଣ ଚନ୍ଦ୍ର ପଣ୍ଡା,ରଘନନ୍ଦନ ସିଂ,ଚିତ୍ତରଞ୍ଜନ ମିଶ୍ର ଗୋପବନ୍ଧୁ ଶତପଥି, ସୁଧିର କୁମାର ମିଶ୍ର, ଦୀପକ ପୁରୋହିତ,  ବିଭୂ କଲ୍ୟାଣ ଗଡତ୍ୟା,  ତରୁଣ ସାହୁ, ଶ୍ରୀବାସ ନାଏକ, ଅଭିଳାଷ ହୋତା ପ୍ରମୁଖ ନିଜ ନିଜର ମତାମତ ପ୍ରକାଶ କରିଥିଲେ । ସାମ୍ବାଦିକମାନଙ୍କ ଆଲୋଚନାରେ ସାମ୍ବାଦିକଙ୍କ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରଣୟନ ହୋଇଥିବା ସ୍ୱାସ୍ଥ୍ୟ ବୀମା ରାଶି ୨ ଲକ୍ଷ ଟଙ୍କାରୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯିବା ପାଇଁ ବିଭୂ ପ୍ରସାଦ ଗଡ଼ତିୟା ଦୃଢେକ୍ତି  

ସହ ପ୍ରକାଶ କରିଥିଲେ।   । ଏହି ସଭାରେ ସାଂଗଠାନିକ ସମ୍ପାଦକ ଶରତ ଚନ୍ଦ୍ର ମିଶ୍ର, କୋଷାଧ୍ୟକ୍ଷ ସୁନିଲ ମହାନ୍ତି, ପ୍ରଭାକର ମିଶ୍ର, ବିକ୍ରମାନନ୍ଦ ବହିଦାର, ନବୀନ ପଶାୟତ, ଶରତ ମହାକୁର, ବିରେନ୍ଦ୍ର ଝାଙ୍କର, ସନ୍ଦୀପ କୁମାର କୁଅଁର, ଦେବାଶିଷ ମିଶ୍ର, ନୂତନ ମିଶ୍ର, ଶେଖ୍‌ ମହମ୍ମଦ ୱାହିଦ, ବିଜୟ ପ୍ରଧାନ, ସଚିତାନନ୍ଦ ବଗର୍ତ୍ତୀ, ଅନ୍ତର୍ୟାମି ସାହୁ ମହେନ୍ଦ୍ର ପଧାନ , , ବିକ୍ରମ ପାତ୍ର, ମୁନା ଗୌଡ, ଗୁପ୍ତେଶ୍ୱର ପୁଷ୍ଟି ପ୍ରମୁଖ ଉପସ୍ଥିତ ଥିଲେ ।

(ବଲାଙ୍ଗୀର ଜିଲ୍ଲାରୁ ଅନ୍ତର୍ୟାମୀ ସାହୁଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like