-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

କର୍ଲାମୁଣ୍ଡା କପ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ଟକର୍ଲା କୁ ପରାସ୍ତ କରି ଚିଚର୍ଲା ଚାମ୍ପିଅନ

16-Nov-2021



କର୍ଲାମୁଣ୍ଡା(ପ୍ରଦିପ କୁମାର ସାହୁ): କଳାହାଣ୍ଡି ଜିଲ୍ଲା  କର୍ଲାମୁଣ୍ଡା ବ୍ଲକ ପୁଟିଗାଁ ସ୍ଥିତ ଚିନାବାଡ଼ି ପଡିଆ ଠାରେ  କର୍ଲାମୁଣ୍ଡା ଫୁଟବଲ ଟିମ ପକ୍ଷରୁ କର୍ଲ।ମୁଣ୍ଡା କପଫୁଟବଲ ଟୁର୍ଣ୍ଣାମେଣ୍ଟର  ଫାଇନାଲ ମ୍ୟାଚ ଚିଚର୍ଲା ଏବଂ ଟକର୍ଲା ମଧ୍ୟରେ ଅନୁଷ୍ଠିତ ହୋଇଥିଲା।ତେବେ ଚିଚର୍ଲା ଦଳ ଓ ଟକର୍ଲା  ଦଳକୁ ୨-୦ ଗୋଲ ଦେଇ ବିଜୟୀ ହୋଇ ଚାମ୍ପିଅନ ହୋଇଥିଲେ । ଆୟୋଜିତ ପୁରସ୍କାର ବିତରଣ ଉତ୍ସବରେ ମୁଖ୍ୟ ଅତିଥି ଭାବେ କଳାହାଣ୍ଡି ଜିଲ୍ଲା ଯୁବ ବିଜେଡ଼ି ସଭାପତି ଆଦିତ୍ୟ ନନ୍ଦ, ସମ୍ମାନିତ ଅତିଥି ରୂପେ ଜିଲ୍ଲାଯୁବ ବିଜେଡ଼ି ସମ୍ପାଦକ ବିଶ୍ଵଦିପକ୍ ପାତ୍ର, କର୍ଲାମୁଣ୍ଡା ବିଜେଡ଼ି ସଭାପତି ସୁରେନ୍ଦ୍ର ସାହୁ, ଛାତ୍ର ବିଜେଡ଼ି ସଭାପତି ଅଜିତ କୁମାର ସାହୁ, ବ୍ଲକ ଯୁବ ବିଜେଡ଼ି ସଭାପତି ସଙ୍ଗୀତ ଭୋଇ, ଛାତ୍ର ସଭାପତି ସଲିମ ଶେଖର ରଣା,  ଯୁବନେତା ଚିନ୍ମୟ ମିଶ୍ର, ଯୋଗ ଦେଇ ଥିଲେ

ଆୟୋଜନ କମିଟିର ସଭାପତି ନନ୍ଦିକିଶୋର ଭୋଇ,ସମ୍ପାଦକ ଡୋଲାମଣି ଭୋଇ ପ୍ରମୁଖ ଅତିଥି ଭାବେ ଯୋଗ ଦେଇ ଖେଳାଳି ମାନଙ୍କୁ ଉତ୍ସାହିତ କରିବାସହ ବିଜେତା ଓ ଉପବିଯେତା ଦଳକୁ ଟ୍ରଫି ସହ ପୁରସ୍କୃତ କରିଥିଲେ। ଖେଳ ପରିଚାଳନାରେ ରେଫରି ଭାବେ ଲଳିତ ସାହୁ, ଲଳିତ ଗଉଡ଼, ବିନୋଦ ହେର୍ନା ,ପିଙ୍କୁ ନନ୍ଦ ଖେଳ ପରିଚାଳନା କରିଥିବା ବେଳେ ଲୋକେଶ ଗହୀର ଧାରାବିବାରଣୀ ପ୍ରଦାନ କରିଥିଲେ।  ପୁରସ୍କାର ବିତରଣ ସଭାରେ 
ପ୍ରେସ କ୍ଳଵ ସଭାପତି ତଥା ବରିଷ୍ଠ ସାମ୍ବାଦିକ
 ନରୋତ୍ତମ ସେଲମା ସଂଯୋଜନା କରିଥିଲେ । ଏଥିରେ ଅଗ୍ନିସମ କର୍ମଚାରୀ ତପନ ଛତ୍ରିଆ ଓ ଦୂଲ୍ଲଭ୍ ମେହେର ସମେତ ଖେଳ ପରିଚାଳନା କରିଥିବା ରେଫରି ମାନଙ୍କୁ ଉପଢୋକନ ଦେଇ ସମ୍ମାନିତ କରାଯାଇଥିଲା ।   ଫୁଟବଲ ଟିମ  ସଦସ୍ୟ -ନିଲଭୋଇ, ବିରେନସାହୁ,ଅନିଲସାହୁ, ମୁକେଶ କୁମାର ସାହୁ, ସଲଟିି ବଗର୍ତ୍ତି, ସୀତୁ ସାହୁ, ବିରୁ ସାହୁ, ବବଲୁସାହୁ, ଜିତସାହୁ, ବିପିନ ସାହୁ, ମଣି ମେହେର, କର୍ଣ ଭୋଇ, ନମିତ ସୁନା,କଳ୍ପ ସାହୁ,ଭୀଷ୍ମ ବାଗ ସହଯୋଗ କରିଥିଲେ।,


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like