-+91-9937148622 |

prerana_bgr@rediffmail.com |

  Friday 10th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତ ବିକାଶ ପରିଷଦ, ସୋନପୁର ଶାଖାର ବୃକ୍ଷରୋପଣ କାର୍ଯ୍ୟକ୍ରମ   (10-Jul-2026)       ||      *ବିଲୁପ୍ତ ହେବାକୁ ବସିଲାଣି ଲାଲ ଟୁକୁ ଟୁକୁ ସାଧବ ବୋହୂ*   (10-Jul-2026)       ||      ଅବସରକାଳୀନ ସମ୍ବର୍ଦ୍ଧନା   (10-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ଭୁଏ ଙ୍କ ବିୟୋଗ   (10-Jul-2026)       ||      ତାଳଜୁରୀ ଗ୍ରାମରେ ବିଦ୍ୟୁତ ବିଭାଗ ର ଖାମଖିଆଲି କାମ, ଦୁର୍ଘଟଣା ର ଶିକାର ହେଉଛନ୍ତି ସାଧାରଣ ଜନତା    (10-Jul-2026)       ||      ବିଜେଡି ହାତରେ ବନ୍ଧା ପଡିଥିବା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘକୁ ମୁକୁଲାଇ ବାକୁ ପଡିବ: ସାଂସଦ ପ୍ରଦୀପ ପୁରୋହିତ   (09-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ବାଗଙ୍କ ବିୟୋଗ   (09-Jul-2026)       ||      ଆମେରିକାରେ ଚକ୍ରଧର ମଲ୍ଲିକ ଫାଉଣ୍ଡେସନ ତରଫରୁ ପିଠା ପ୍ରତିଯୋଗିତା   (09-Jul-2026)       ||      ୧୦ ଜୁଲାଇରୁ ସାମୁହିକ ଛୁଟିରେ ରହିବେ ଯୋଗାଣ ସହାୟକ .ନିଷ୍ଠା ଓ ପରିଶ୍ରମର ଫଳ ହେଲା ବିଫଳ .ଶୁଣିଲେନି ସରକାର . ଦାବି ଗୁଡ଼ିକର ହୋଇଛି ଅଣଦେଖା   (09-Jul-2026)       ||      ଜୁନାଗଡ଼ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ   (09-Jul-2026)       ||      ଚୁଡାପାଲି ଠାରେ ବିଭିନ୍ନ ପଞ୍ଚାୟତର ସମସ୍ୟା ଶୁଣିଲେ ନରସିଂହ♦️ ଜିରାଟମାଲ ପିଇବାପାଣି ପ୍ରକଳ୍ପ ଉଦ୍‌ଘାଟନ ସତ୍ୱେ ପାଣି ପାଇ ନାହାନ୍ତି ଗାଁ ଲୋକେ   (09-Jul-2026)       ||      ବିଶିଷ୍ଟ ବ୍ୟବସାୟୀ ଚନ୍ଦ୍ରଶେଖର ଅଗ୍ର୍‌ୱାଲଙ୍କ ପରଲୋକ   (09-Jul-2026)       ||      ବେଥାନୀ କନଭେଣ୍ଟ୍ ସ୍କୁଲ ରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (09-Jul-2026)       ||      ପାଣିମୋରା ଇଥାନଲ ଫ୍ୟାକ୍ଟ୍ରି ରେ ପୁଣି ଦୁର୍ଘଟଣା   (09-Jul-2026)       ||      *ଡାବୁଗାଁ ବ୍ଳକରେ ୪ ବର୍ଷ ନାବାଳିକାକୁ ଦୁଷ୍କର୍ମ, ନାବାଳକ ଗିରଫ l*   (09-Jul-2026)       ||      ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   (08-Jul-2026)       ||      ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   (08-Jul-2026)       ||      ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୋଲକାତା ଗସ୍ତ   (08-Jul-2026)       ||      ସାଇବର ଆର୍ଥିକ ଠକେଇ ମାମଲାର ତ୍ୱରିତ ପଞ୍ଜୀକରଣ ପାଇଁ ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ   (08-Jul-2026)       ||      ପରିବେଶ ସୁରକ୍ଷାର ଶପଥ ସହ ବନ ମହୋତ୍ସବ ପାଳିଲା ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ    (08-Jul-2026)       ||     

HOME   ଜିଲ୍ଲା

ସାମାଜିକ ସଂଙ୍ଗଠନ ମାରୁତି ସେନା ପକ୍ଷରୁ ବୃକ୍ଷରୋପଣ

06-Nov-2020



ଭଦ୍ରକ (ଦୀପକ କୁମାର ଷଡଙ୍ଗୀ ଙ୍କ ରିପୋର୍ଟ): ଭଣ୍ଡାରିପୋଖରୀ ବ୍ଲକ ଭାଗିବିନ୍ଧାସ୍ଥିତ ଅଙ୍ଗନବାଡି କେନ୍ଦ୍ରରେ ସାମାଜିକ ସଂଗଠନ ମାରୁତି ସେନା ପକ୍ଷରୁ ବ୍ଲକ୍ ସ୍ତରୀୟ ମେଗା ବୃକ୍ଷ ରୋପଣ କାର୍ଯ୍ୟକ୍ରମ ସଙ୍ଗଠନର ସଭାପତି ଆଲୋକ ରାଉତଙ୍କ ସଞ୍ଚାଳନରେ ଅନୁଷ୍ଠିତ ହୋଇଯାଇଛି। ଏହି ଅଙ୍ଗନବାଡି ପରିସରରେ ପାଖାପାଖି ୫୦ରୁ ୬୦ ଟି ନଡ଼ିଆ ଗଛ, ବଉଳ ଗଛ, ଦେବଦାରୁ ଓ ଆକାଶି ବୃକ୍ଷ ରୋପଣ କରାଯାଇଥିଲା ।ଏହି କାର୍ଯ୍ୟକ୍ରମରେ ସଂଗଠନର ଉପଦେଷ୍ଟା ସୁକାନ୍ତି ବାରିକ, ସାବିତ୍ରୀ ରାୟ ,ପ୍ରେମାନନ୍ଦ ଜେନା ଓ ଦୀପକ ଜେନାଙ୍କ ସହ ସ୍ଥାନୀୟ ଗ୍ରାମବାସୀ ମିଳିମିଶି ବୃକ୍ଷ ରୋପଣ କରିବା ସହିତ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।ଆଗାମୀ ଦିନରେ ମାରୁତି ସେନା ପକ୍ଷରୁ ବିଭିନ୍ନ ସ୍ଥାନରେ ଏହି ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଚାଲୁ ରହିବ ବୋଲି ସଂଗଠନ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଏଥି ପୂର୍ବରୁ ବିଭିନ୍ନ ସ୍ଥାନରେ ଅସହାୟଙ୍କ ପେଟରେ ଦାନା ଦେବା , ଅଗ୍ନି ବିପନ୍ନଙ୍କୁ ଆର୍ଥିକ ସାହାଯ୍ୟ କରିବା ଓ ରକ୍ତଦାନ ଭଳି ମହାନ କରି ଖୁବ କମ ଦିନରେ ଜିଲ୍ଲାରେ ପ୍ରଶଂସା ସାଉଁଟିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତ ବିକାଶ ପରିଷଦ, ସୋନପୁର ଶାଖାର ବୃକ୍ଷରୋପଣ କାର୍ଯ୍ୟକ୍ରମ   10-Jul-2026
  ଜିଲ୍ଲା  
*ବିଲୁପ୍ତ ହେବାକୁ ବସିଲାଣି ଲାଲ ଟୁକୁ ଟୁକୁ ସାଧବ ବୋହୂ*   10-Jul-2026
  ଜିଲ୍ଲା  
ଅବସରକାଳୀନ ସମ୍ବର୍ଦ୍ଧନା   10-Jul-2026
  ଜିଲ୍ଲା  
କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ଭୁଏ ଙ୍କ ବିୟୋଗ   10-Jul-2026
  ଜିଲ୍ଲା  
ତାଳଜୁରୀ ଗ୍ରାମରେ ବିଦ୍ୟୁତ ବିଭାଗ ର ଖାମଖିଆଲି କାମ, ଦୁର୍ଘଟଣା ର ଶିକାର ହେଉଛନ୍ତି ସାଧାରଣ ଜନତା   10-Jul-2026
  ଜିଲ୍ଲା  
ବିଜେଡି ହାତରେ ବନ୍ଧା ପଡିଥିବା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘକୁ ମୁକୁଲାଇ ବାକୁ ପଡିବ: ସାଂସଦ ପ୍ରଦୀପ ପୁରୋହିତ   09-Jul-2026
  ଜିଲ୍ଲା  
କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ବାଗଙ୍କ ବିୟୋଗ   09-Jul-2026
  ଜିଲ୍ଲା  
ଆମେରିକାରେ ଚକ୍ରଧର ମଲ୍ଲିକ ଫାଉଣ୍ଡେସନ ତରଫରୁ ପିଠା ପ୍ରତିଯୋଗିତା   09-Jul-2026
  ଜିଲ୍ଲା  
୧୦ ଜୁଲାଇରୁ ସାମୁହିକ ଛୁଟିରେ ରହିବେ ଯୋଗାଣ ସହାୟକ .ନିଷ୍ଠା ଓ ପରିଶ୍ରମର ଫଳ ହେଲା ବିଫଳ .ଶୁଣିଲେନି ସରକାର . ଦାବି ଗୁଡ଼ିକର ହୋଇଛି ଅଣଦେଖା   09-Jul-2026
  ଜିଲ୍ଲା  
ଜୁନାଗଡ଼ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ   09-Jul-2026
  ଜିଲ୍ଲା  
ଚୁଡାପାଲି ଠାରେ ବିଭିନ୍ନ ପଞ୍ଚାୟତର ସମସ୍ୟା ଶୁଣିଲେ ନରସିଂହ♦️ ଜିରାଟମାଲ ପିଇବାପାଣି ପ୍ରକଳ୍ପ ଉଦ୍‌ଘାଟନ ସତ୍ୱେ ପାଣି ପାଇ ନାହାନ୍ତି ଗାଁ ଲୋକେ   09-Jul-2026
  ଜିଲ୍ଲା  
ବିଶିଷ୍ଟ ବ୍ୟବସାୟୀ ଚନ୍ଦ୍ରଶେଖର ଅଗ୍ର୍‌ୱାଲଙ୍କ ପରଲୋକ   09-Jul-2026

You Might Also Like