-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ନୂଆପଡ଼ା ଜିଲ୍ଲାସ୍ତରୀୟ ଜାତୀୟ ପ୍ରେସ ଦିବସ ପାଳିତ

16-Nov-2021



ନୂଆପଡା(ନିରଞ୍ଜନ ତ୍ରିପାଠୀ) : ନୂଆପଡା ଜିଲ୍ଲା ସଦର ସ୍ଥିତ ସଦଭାବନା ସଭାଗୃହ ପରିସରରେ ନୂଆପଡ଼ା ଜିଲ୍ଲା ସ୍ତରୀୟ ଜାତୀୟ ପ୍ରେସ ଦିବସ ପାଳିତ ହୋଇଛି lମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀମାନ ଅଗସ୍ତି ପ୍ରଧାନ ଯୋଗଦେଇଥିବାବେଳେ, ସମ୍ମାନିତ ଅତିଥି ଭାବେ ନୂଆପଡ଼ା ଉପଜିଲ୍ଲାପାଳ ଶ୍ରୀମାନ ତରଣୀସେନ ନାଏକ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀମାନ ଅଜୟ ପଟ୍ଟନାୟକ, ଜିଲ୍ଲା ସ୍ୱଳ୍ପ ସଞ୍ଚୟ ଅଧିକାରୀ ଶ୍ରୀମାନ ବିବେକାନନ୍ଦ ମହାନନ୍ଦ, ନୂଆପଡ଼ା ଜିଲ୍ଲା ସାମ୍ବାଦିକ ସଂଘ ର ସଭାପତି ଲୋକନାଥ ମହାପାତ୍ର,ଜାନ ର ସଭାପତି ଶ୍ରୀମାନ ସୁଶାନ୍ତ କର ଯୋଗଦେଇ ମହାମାରୀ କରୋନା ସମୟରେ ସାମ୍ବାଦିକ ମାନେ ତାଙ୍କ ଜୀବନ କୁ ବାଜିଲଗାଇ ଯେଉଁଭଳି ଭାବେ ଗ୍ରାମାଞ୍ଚଳ ଠାରୁ ସହରାଞ୍ଚଳ ପର୍ଯ୍ୟନ୍ତ ଖବରପରିବେଶଣ କରି ଚାଲିଥିଲେ ତାଙ୍କ ଭୂମିକା ଅତ୍ୟନ୍ତ ପ୍ରଶଂସନୀୟ ବୋଲି ମତବ୍ୟକ୍ତ

କରିଥିଲେ lଏ ଅବସରରେ ଖଡ଼ିଆଳ ପୂର୍ତ୍ତବିଭାଗ ଡ଼ାକବଙ୍ଗଳା ଠାରେ ଜିଲ୍ଲା ର ତିନୋଟି ସାମ୍ବାଦିକ ସଂଘ ର ପ୍ରତିନିଧି ମାନେ ଏକତ୍ରିତ ହୋଇ ଏହି ମହାନ ଦିବସ କୁ ପାଳନ କରିଥିଲେ lଏଠାରେ ବରିଷ୍ଠ ସାମ୍ବାଦିକ ଶ୍ରୀମାନ ଅଜିତ ପଣ୍ଡା ଙ୍କ ସଭାପତିତ୍ୱ ସଭାକାର୍ଯ୍ୟ ଅନୁଷ୍ଠିତ ହୋଇଥିଲା lସାମ୍ବାଦିକ ମାନଙ୍କ ପ୍ରତି ହୋଇଥିବା ଅନ୍ୟାୟ ପ୍ରତି ଦୃଢ ନିନ୍ଦା କରିଥିଲେ lସେହିପରି ତିନିଗୋଟି ସାମ୍ବାଦିକ ସଂଘ କୁ ନେଇ ଏକ ହ୍ୱାଟସଆପ୍ ଗୃପ କରିବାପାଇଁ ନିଷ୍ପତ୍ତି ହୋଇଥିଲା l"ଆମ ସାମ୍ବାଦିକ ପରିବାର"ନାମରେ ଗୃପ ର ନାମ ନାମିତ କରାଯାଇଛି lଶେଷରେ ଧନ୍ୟବାଦ ସହ ସଭାକାର୍ଯ୍ୟ ସାଙ୍ଗ ହୋଇଥିଲା


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like