-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

କଳାହାଣ୍ଡି ୱେବ୍ ମିଡିଆ ସଂଗଠନ ତରଫରୁ ଜାତୀୟ ପ୍ରେସ ଦିବସ ପାଳିତ*।

16-Nov-2021



ଧର୍ମଗଡ଼ (ଜ୍ୟୋତିରଂଜନ ବେମାଲ )
କଳାହାଣ୍ଡି ଜିଲ୍ଲା ସଦର ବ୍ଲକ ଅନ୍ତର୍ଗତ  କୁଟୃଖମାର୍ ଗ୍ରାମ ପଞ୍ଚାୟତ ସଭାଗୃହ ଠାରେ  ଡିଜିଟାଲ ଓ ୱେବ୍ ମିଡିଆ  କଳାହାଣ୍ଡି  ସଂଗଠନ ପକ୍ଷରୁ ଜାତୀୟ ପ୍ରେସ୍ ଦିବସ ପାଳିତ ହୋଇଯାଇଛି । ସଂଗଠନର ସଭାପତି ଶ୍ରୀ ଆଦିତ୍ୟ ପ୍ରସାଦ ମହାନ୍ତିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ମାନ୍ୟବର ସିତିକଣ୍ଠ ପ୍ରଧାନ, ମାନ୍ୟବର ସଚିବ, କଳାହାଣ୍ଡି ଜିଲ୍ଲା ଆଇନ ସେବା ପ୍ରାଧିକାରଣ, ସମ୍ମାନିତ ଅତିଥି ଭାବରେ ଶ୍ରୀଧର ପଣ୍ଡା ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ଭବାନୀପାଟଣା, ଅନ୍ୟତମ ସମ୍ମାନିତ ଅତିଥି ଶ୍ରୀ  ହୃଷିକେଶ ନାଏକ ବ୍ଳକ ସହଶିକ୍ଷା ଅଧିକାରୀ, ସଂଗ୍ରାମ କେଶରୀ ପାତ୍ର ସାଧାରଣ ସମ୍ପାଦକ, ତୁଳମଣି ନାଗ କାର୍ଯ୍ୟକାରୀ ସଭାପତି ପ୍ରମୁଖ ମଞ୍ଚାସିନ ହୋଇ ନିଜ ନିଜ ବକ୍ତବ୍ୟରେ କଳାହାଣ୍ଡି ଜିଲ୍ଲାର ବିକାଶରେ ସାମ୍ବାଦିକ ମାନଙ୍କ ଭୂମିକା,  ଓ୍ବେବ୍ ମିଡିଆକୁ ଗଣ ମାଧ୍ୟମର ମର୍ଯ୍ୟାଦା ପ୍ରଦାନ କରିବା, ସାମ୍ବାଦିକ ବୀମା ପ୍ରଦାନ ରେ ସମସ୍ତ ଓ୍ବେବ୍ ମିଡିଆ କୁ ସାମିଲ୍ କରିବା , ସାମ୍ବାଦିକ ମାନଙ୍କୁ ସ୍ବତନ୍ତ୍ର ସୁବିଧା ସୁଯୋଗ ଦେବା ଆଦି ବିଷୟରେ ମତବ୍ୟକ୍ତ କରିଥିଲେ ।  

ଏହି ସଭାରେ ବରିଷ୍ଠ ସାମ୍ବାଦିକ ଶ୍ରୀ  ଖଗେଶ୍ବର ଧଙ୍ଗଡାମାଝୀ ସଭା ପରିଚାଳନା କରିଥିଲେ । ସୋଭିତ୍ ଗାନ୍ଧୀ, ବ୍ୟୋମକେଶ ପୁରୋହିତ, ସୁବାଷ ବାଗ, ମଧୁସୂଦନ ମହାପାତ୍ର,  ବଳବନ୍ତ ନାୟକ,  ଦିଲିପ ଦୁରିଆ ,ଚିତ୍ତରଞ୍ଜନ ନାଏକ ସେତୁରାମ୍ ଭକ୍ତ ,ରଘୁ ମଣି ପୁଝାରୀ ଜୁନାଗଡ ବ୍ଳକ କମିଟି ସଭାପତି,  ଶିବ ପ୍ରସାଦ ମହାରଣା କଲମପୁର ବ୍ଳକ ସଭାପତି, ରାମ କୁମାର ସେନାପତି ଗୋଲାମୁଣ୍ଡା ବ୍ଳକ ସଭାପତି, ସୁଧିର ଗୋପାଳ ଧର୍ମଗଡ ବ୍ଳକ କମିଟି ସଭାପତି ପ୍ରମୁଖ ଜିଲ୍ଲାର କୋଣ ଅନୁକୋଣ ରୁ ଅନେକ ସାମ୍ବାଦିକ ଭାଇମାନେ  ଯୋଗଦାନ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like