-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଓଡ଼ିଶା ସାମ୍ବାଦିକ ସଂଘ ସୁବର୍ଣ୍ଣପୁର ଜିଲ୍ଲା ଶାଖା ପକ୍ଷରୁ ୫୬ ତମ ଜାତୀୟ ପ୍ରେସ ଦିବସ ପାଳିତ- କୋଭିଡ ବେଳେ ପ୍ରଶାସନ ଓ ପବ୍ଲିକ କୁ ଗଣମାଧ୍ୟମ ର ସହଯୋଗ ପ୍ରଶଂସନୀୟ: ଅତିରିକ୍ତ ଜ଼ିଲ୍ଲାପାଳ ନିଶି ପୁନମ

16-Nov-2021



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ) : ଆଜି ସୋନପୁର କଲେଜ ସଭାଗୃହ ଠାରେ ଓଡିଶା ସାମ୍ବାଦିକ ସଂଘ ସୁବର୍ଣ୍ଣପୁର ଶାଖା ପକ୍ଷରୁ ୫୬ ତମ ଜାତୀୟ ପ୍ରେସ ଦିବସ ପାଳିତ ହୋଇ ଯାଇଛି l ଏହି ଅବସରରେ ମୁଖ୍ୟ ଅତିଥି ଭାବେ ସୁବର୍ଣ୍ଣପୁର ଅତିରିକ୍ତ  ଜ଼ିଲ୍ଲାପାଳ (ଜେନେରାଲ )  ନିଶି ପୁନମ ମିଞ୍ଜ  ଯୋଗ ଦେଇ  କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ  ଏବଂ ସାମ୍ବାଦିକ ମାନେ  ଆମ  ସମାଜର ଦର୍ପଣ   ବୋଲି ମତ ରଖି  କରୋନା  ମହାମାରୀ ବେଳେ ସୁବର୍ଣ୍ଣପୁର  ପବ୍ଲିକ  ଓ ପ୍ରଶାସନ ପାଈଁ  ଗଣମାଧ୍ୟମ ର ନିଷ୍ଠା  ଓ ଉସ୍ସର୍ଗୀକୃତ ସେବା  ପ୍ରଶଂସନୀୟ  ବୋଲି  ଶ୍ରୀମତୀ ମିଞ୍ଜ  ମତ ରଖିଥିଲେ l ଓଡିଶା ସାମ୍ବାଦିକ ସଂଘ ସୁବର୍ଣ୍ଣପୁର ଜିଲ୍ଲା ଶାଖା ତରଫରୁ ଜ଼ିଲ୍ଲା ର ବରିଷ୍ଠ ସାମ୍ବାଦିକ ବିନୟ ରଂଜନ ପ୍ରଧାନଙ୍କୁ  ଏ ମାସ ର ମାସିକ ପେନସନ ପ୍ରଦାନ କରାଯାଇଛି l ସମ୍ମାନିତ ଅତିଥି ଭାବରେ ସୋନପୁର ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ରାଜୀବ ଲୋଚନ ଆଚାର୍ଯ୍ୟ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇ, ଅଧ୍ୟାପକ ଉମାକାନ୍ତ ନାଗ,  ଏନ ସି ସିର ଲେଫ୍ଟନାଣ୍ଟ କର୍ଣ୍ଣେଲ ତଥା ସୂଚନା ପ୍ରଯୁକ୍ତି ବିଦ୍ୟା ବିଭାଗ ର ମୁଖ୍ୟ ଆଶିଷ କୁମାର ଅଗ୍ରୱାଲ,ଓଡିଶା ସାମ୍ବାଦିକ ସଂଘ ସୁବର୍ଣ୍ଣପୁର ଜିଲ୍ଲା ଶାଖା ର ସଭାପତି ମନୋରଞ୍ଜନ ତ୍ରିପାଠୀ, ବରିଷ୍ଟ ସାମ୍ବାଦିକ ଦିଲୀପ ପାତ୍ର, ଜାତୀୟ କାର୍ଯ୍ୟକାରିଣୀ ସଦସ୍ୟ ନୀଳକମଳ ମିଶ୍ର, ଜିଲ୍ଲା ସମ୍ପାଦକ ମହାଦେବ ମଲ୍ଲିକ ଯୋଗ ଦେଇ  ପ୍ରେସ ଦିବସ ର  ଲକ୍ଷ୍ୟ ଓ ଉଦ୍ଦେଶ୍ୟ ଉପରେ  ମତ ରଖିଥିଲେ l  ମୁଖ୍ୟ ବକ୍ତା ଭାବେ ଡ. ଜ୍ୟୋତି ରଞ୍ଜନ ବହିଦାର  ଯୋଗ ଦେଇ  ସାମ୍ବାଦିକ ଏକ ଅଦୃଶ୍ୟ ଶକ୍ତି, ଅଭୟା ଠୁ ମମିତା  ଦୁଷ୍କର୍ମ  ଯାଏ  ପ୍ରତ୍ୟକ ସମ୍ବେଦନଶୀଳ ଘଟଣା ର ପର୍ଦାଫାଶ କରି ସମାଜ ରେ ଗ୍ରହଣୀୟ  ହୋଇ ପାରିଛି  ବୋଲି ମତ ରଖିଥିଲେ l  ଏବଂ କଳ୍ପନା ବଦଳି ଯାଇ ଥାଏ ହେଲେ ଇତିହାସ କେବେ ବଦଳି ନ

ଥାଏ , ଆଉ  ଗୋଟାଏ ଜାତି ର ସମାଜ ର  ଇତିହାସ ସୃଷ୍ଟି କରେ ଏଇ ଗଣମାଧ୍ୟମ  ବୋଲି  ଡ. ବହିଦାର ମତ ରଖିଥିଲେ l ଏଠାରେ ସାମ୍ବାଦିକ ବିବେକା ନନ୍ଦ ମିଶ୍ର, ରାଜକିଶୋର ତ୍ରିପାଠୀ, ଆର୍ତ୍ତତ୍ରାଣ ପାଣିଗ୍ରାହୀ, ଉଗ୍ରସେନ କର୍ମୀ, ତରଣୀ କୁମାର ମେହେର, ମୁରଲୀ ଧର ସାହୁ, ଧ୍ରୁବରାଜ ମିଶ୍ର, ଶ୍ରୀନିବାସ ଚାନ୍ଦ , ସୁଶାନ୍ତ ପଣ୍ଡା  ପ୍ରମୁଖଙ୍କ ସମେତ ସହର ର ଅନେକ ବୁଦ୍ଧିଜୀବୀ ଓ ମହାବିଦ୍ୟାଳୟ  ର  ଅଧାପକ, ଅଧ୍ୟାପିକା  ଓ ଏନ ସି ସି  ଛାତ୍ର ଛାତ୍ରୀ ମାନେ ମଧ୍ୟ ଯୋଗ ଦେଇଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like