-+91-9937148622 |

prerana_bgr@rediffmail.com |

  Friday 19th June 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତ    (19-Jun-2026)       ||      ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||      ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||      ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ    (18-Jun-2026)       ||      ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   (18-Jun-2026)       ||      ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ    (18-Jun-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ସାଇବର୍ ଆଇନ ସମ୍ପର୍କିତ ଆଲୋଚନାଚକ୍ର ୨୧ ରେ    (18-Jun-2026)       ||      ବ୍ରାହ୍ମଣୀ ଗ୍ରାମରେ ମାଇକ୍ରୋ ଟୁରିଜିମ୍‌ ପ୍ରକଳ୍ପର ପରିଦର୍ଶନ କଲେ ପ୍ରଶାସନିକ ଦଳ    (18-Jun-2026)       ||      ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ ନେଇ ପ୍ରସ୍ତୁତି ବୈଠକ   (18-Jun-2026)       ||      ଶିଶୁ ମଙ୍ଗଳ କମିଟି କୋର୍ଟ କ୍ୟାମ୍ପ: ବ୍ଲକ ସ୍ତରୀୟ ପିତୃ-ମାତୃହୀନ ଶିଶୁଙ୍କ ଉପସ୍ଥାପନା ଓ ପରାମର୍ଶ ଶିବିର   (18-Jun-2026)       ||      ମା ଜାଗୁଳାଇ ରାମଲୀଳା ସମିତି ପକ୍ଷରୁ ଦୁଇଦିନିଆ ରାମଲୀଳା ଉତ୍ସବ    (18-Jun-2026)       ||      ଆଗଲପୁର ବ୍ଲକ୍ ରେ ବିକାଶ ର ଧାରା ଓଡ଼ିଶା ସାରା କାର୍ଯକ୍ରମ   (17-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରାର ତୃତୀୟ ଦିବସ, ଭୈରବ ବାବାଙ୍କ ଗୁଆଗୁଣ୍ଡା ନିଉତା ସମ୍ପନ୍ନ   (17-Jun-2026)       ||     

HOME   ଜିଲ୍ଲା

ବଲାଙ୍ଗିର : ସାମ୍ବାଦିକ ସୁଶୀଲ ପଣ୍ଡା ଆଉ ନାହାନ୍ତି

17-Nov-2021



ବଲାଙ୍ଗିର (ପ୍ରେରଣା ଖବର) : ବଲାଙ୍ଗିର ରୁ ପ୍ରକାଶିତ ସାପ୍ତାହିକ ପତ୍ରିକା 'ଅତଏବ' ର ସମ୍ପାଦକ ତଥା ବଲାଙ୍ଗିର ଜିଲା ସାମ୍ବାଦିକ ସଂଘ ର ପୂର୍ବତନ ପରିଚାଲନା ସମ୍ପାଦକ ସୁଶୀଲ କୁମାର ପଣ୍ଡା(୫୫) ଙ୍କ ଆଜି ଦିନ୧୧ ଟା ସମୟରେ ଚେନ୍ନାଇ ସ୍ଥିତ ଆପୋଲୋ ହସ୍ପିଟାଲ ରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଯାଇଛି l ଗତ କିଛିଦିନ ତଳେ ଶ୍ରୀ ପଣ୍ଡା ଚେନ୍ନାଇ   ଠାରେ ଏକ ସଡକ ଦୁର୍ଘଟଣାରେ ଗୁରୁତର ଆହତ ହୋଇ ସେଠାରେ ହସ୍ପିଟାଲ ରେ ଭର୍ତି ହୋଇଥିଲେ l ପରେ ତାଙ୍କ ଅବସ୍ଥା ସାଂଘାତିକ ହୋଇ କୋମା କୁ ଚାଲି ଯାଇଥିଲେ l ଦୁଇଦିନ ଧରି ଶ୍ରୀ ଭେଣ୍ଟିଲେଟର ରେ ରହିଥିବା ବେଳେ ଆଜି
ଡାକ୍ତର ମାନଙ୍କ ସମସ୍ତ ପ୍ରଚେଷ୍ଟା ସତ୍ତ୍ୱେ ଭେଣ୍ଟିଲେଟର କାମ

ଦେଇ ନ ଥିଲା l ଶ୍ରୀ ପଣ୍ଡା ଙ୍କ ମୃତ୍ୟୁ ଖବର  ପ୍ରଚାରିତ ହେବା ପରେ  ବଲାଙ୍ଗିର ରେ ଶୋକର ଛାୟା ଖେଳିଯାଇଛି l  ଶ୍ରୀ ପଣ୍ଡା ଜଣେ ସଂଗଠକ ଭବରେ ରାଜ୍ୟ କ୍ଷୁଦ୍ର ଓ ମଧ୍ୟମ ଖବର କାଗଜ ସଂଘ ର ଜିଲ୍ଲା ସମ୍ପାଦକ ଦାୟିତ୍ଵ ତୁଲାଇ ଆସୁଥିଲେ l

ନିଜ ସମ୍ପାଦନା ରେ ପ୍ରକାଶିତ ଅତଏବ ଖବର କାଗଜରେ ସେ ବଲାଙ୍ଗିର ରେ ଘଟୁଥିବା ପ୍ରଶାସନିକ ଦୁର୍ନୀତି କୁ ଲୋକଲୋଚନକୁ ଆଣିବାରେ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ l ରୋକଠୋକ୍ କଥା କହିବା ଓ ଲେଖିବାରେ ଶ୍ରୀ ପଣ୍ଡା ଧୂରନ୍ଧର ଥିଲେ l ସାମ୍ବାଦିକ ଶ୍ରୀ ପଣ୍ଡାଙ୍କ ଅକାଳ ବିୟୋଗରେ ବଲାଙ୍ଗିର ଜିଲା ସାମ୍ବାଦିକ ସଂଘ ଓ ବଲାଙ୍ଗିର ପ୍ରେସ କ୍ଲବ ତରଫରୁ ଗଭୀର ଶୋକ ପ୍ରକାଶ ପାଇଛି l 

ସାମ୍ବାଦିକ ଶ୍ରୀ ପଣ୍ଡା ଙ୍କ ଅବର୍ତ୍ତମାନ ରେ ପ୍ରେରଣା ପରିବାର ତରଫରୁ  ଶୋକ ପ୍ରକାଶ କରାଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତ   19-Jun-2026
  ଅପରାଧ  
ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   19-Jun-2026
  ଜିଲ୍ଲା  
ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ   19-Jun-2026
  ଜିଲ୍ଲା  
ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ   18-Jun-2026
  ଜିଲ୍ଲା  
ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   18-Jun-2026
  ଜିଲ୍ଲା  
ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   18-Jun-2026
  ଜିଲ୍ଲା  
*ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   18-Jun-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   18-Jun-2026
  ଜିଲ୍ଲା  
ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   18-Jun-2026
  ଜିଲ୍ଲା  
ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   18-Jun-2026
  ଜିଲ୍ଲା  
ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ   18-Jun-2026
  ଜିଲ୍ଲା  
ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   18-Jun-2026

You Might Also Like