-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଧାରୁଆ ଅସ୍ତ୍ରରେ ଆକ୍ରମଣ କରି ବ୍ୟବସାୟୀଙ୍କ ଠାରୁ ୩.୫ ଲକ୍ଷ ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ

17-Nov-2021



ବିନିକା(ହିମାଂଶୁ ଶେଖର ପୁଟେଲ) କେତେବେଳେ ରାସ୍ତାରେ ବନ୍ଧୁକ,ଭୁଜାଲି ଦେଖାଇ ଲୁଟ ତ ଆଉ କେତେବେଳେ ଡିକି ଭାଙ୍ଗି ଲୁଟ ହେଉଥିବାରୁ ଲୋକେ ଭୟଭୀତ ହୋଇପଡିଲେନି l ଯିବା ଆସିବା ନେଇ ମଧ୍ୟ ନିଜକୁ ସୁରକ୍ଷିତ ମନୁ ନାହାନ୍ତି l ଲୁଟେରାଙ୍କ କବଜାରେ ସୁବର୍ଣ୍ଣପୁର-ବିନିକା-ଏସ ରାମପୁର ରାଜପଥ ଏବେ ସମସ୍ତଙ୍କ ପାଇଁ ଅସୁରକ୍ଷିତ ହୋଇପଡ଼ିଛି l ଗତ ଏକ ମାସ ତଳେ ରାମପୁର ରାସ୍ତାର ବିଶାଳପାଲି ଛକ ଠାରେ ସନ୍ଧ୍ୟା ସମୟରେ ଦୁର୍ବୃତ୍ତ ମାନେ ବନ୍ଧୁକ ଦେଖାଇ ସୁନାହାର ଓ ଟଙ୍କା ଲୁଟି ନେଇଥିଲେ l ପୁଣି ତାର କିଛିଦିନ ପରେ ଜନଗହଳିପୂର୍ଣ୍ଣ ବିନିକା ବସଷ୍ଟାଣ୍ଡ ଛକ କଦଳୀ ଦୋକାନ ସମ୍ଭୁଖରେ ଅଟକି ଥିବା କାରର କବାଟ ଖୋଲି ବ୍ୟାଗରେ ଥିବା

ସୁନା, ରୂପା ଓ ନଗଦ ଟଙ୍କା ଆଖି ପିଛୁଲାକେ ଦୁର୍ବୃତ୍ତ ମାନେ ନେଇ ଯାଇଥିଲେ l ଏହିଭଲି ଘଟଣା ପ୍ରାୟ ଦିନ ମାନଙ୍କରେ ଘଟୁ ଥିବାବେଳେ ଲୁଟ ସାମଗ୍ରୀ ମିଳିବା ତ ଦୂରର କଥା ଲୁଟେରା ମାନେ ମଧ୍ୟ ଧରା ନ ପଡ଼ିବା ପୋଲିସର କାର୍ଯ୍ୟଦକ୍ଷତାକୁ ନେଇ ସାଧାରଣରେ ଚର୍ଚ୍ଚା ହେଉଛି l ଏହି ଘଟଣା ବିନିକା ଅଞ୍ଚଳର ଜନସାଧାରଣଙ୍କ ମନରୁ ଲିଭି ନଥିବା ବେଳେ ଗତକାଲି ବିଳମ୍ବିତ ରାତିରେ ପୁଣି ବିନିକା-ଏସ ରାମପୁର ରାସ୍ତା ଦେଇ ଯାଉଥବା ଏକ କାରକୁ ଵିଶାଲପାଲି ନିକଟରେ କେତେକ ଦୁର୍ବୃତ୍ତ ଅଟକାଇ ଉଭୟଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ କରି ତାଙ୍କଠାରୁ ୩.୫୦ ଲକ୍ଷ ଟଙ୍କା ଲୁଟି ଫେରାର ହୋଇଯିବା ଘଟଣା ଯାଆ ଆସ କରୁଥିବା ଲୋକଙ୍କ ଜୀବନ ପ୍ରତି ରାସ୍ତା ସମ୍ପୁର୍ଣ୍ଣ ଅସୁରକ୍ଷିତ ହୋଇ ପଡ଼ିଥିବା ବେଳେ ପୋଲିସକୁ ଚ୍ୟାଲେଞ୍ଜ କରି ନିଜର କାର୍ଯ୍ୟକୁ ସଫଳ କରୁଥିବା ଦୁର୍ବୃତ୍ତ ମାନଙ୍କ ପତିଆରାକୁ ନେଇ ସାଧାରଣ ଲୋକେ ଭୟଭୀତ ହୋଇ ପଡିଲେଣି l ଘଟଣାରୁ ପ୍ରକାଶ ଯେ ଗତକାଲି ରାତିରେ ଆସ୍କାରୁ ଏକ ମେକସ ପିକପ ଯୋଗେ ଦୁଇଜଣ

ବରଗଡ଼ ଯାଉଥିବା ବେଳେ ବିନିକା ରାମପୁର ରାସ୍ତାର ବିଶାଳପାଲି ଛକ ନିକଟରେ ୬ଜଣ ଦୁର୍ବୃତ୍ତ ବାଇକ ଯୋଗେ ଆସି ଗାଡ଼ିକୁ ଅଟକାଇ ଡ୍ରାଇଭର ଓ ଗାଡି ମାଲିକଙ୍କୁ ମରଣାତ୍ମକ ଆକ୍ରମଣ କରି ତାଙ୍କ ପାଖରେ ଥିବା ୩.୫୦ଲକ୍ଷ ଟଙ୍କା ଓ ମୋବାଇଲ ଲୁଟି ନେଇଥିଲେ l କୌଣସି ମତେ ଉଭୟେ ଉଦ୍ଧାର ପାଇ ବିନିକା ଥାନାକୁ ଆସି ଅଭିଯୋଗ କରିବା ପରେ ପୋଲିସ ଘଟଣାସ୍ଥଳକୁ ପହଞ୍ଚି ତଦନ୍ତ ଆରମ୍ଭ କରିଛି l ତେବେ ମେକସ ପିକଅପ ଗାଡ଼ିର ମାଲିକ ବରଗଡ଼ର ସୁରେଶ ଠାକୁର ଓ ଡ୍ରାଇଭର ଜୟପାଳ ମହାନନ୍ଦ ବୋଲି ଜଣାପଡିଛି l ଦୁର୍ବୃତ୍ତ ମାନେ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଥିବାରୁ ଉଭୟଙ୍କ ବେକ,ହାତ,ଗୋଡ଼ କ୍ଷତ ହୋଇଛି l ଫଳରେ ଉଭୟେ ବିନିକା ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା ଜଣାପଡିଛି l


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like