-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

I ବନ୍ଧୁକ ମୁନରେ ଲୁଟ

17-Nov-2021



କେନ୍ଦ୍ରାପଡ଼ା (ମାନସୀ ମିଶ୍ର) : ଡେରାବିଶ ବ୍ଲକ ଚାନ୍ଦୋଳ ରେ ଆଜି ରାତି ସାଢେ ଆଠ ଟ ସମୟରେ କିଛି ଦୁର୍ବୁତ୍ତ ଷ୍ଟେଟ ବ୍ୟାଙ୍କ ନିକଟ ଜନସେବା କେନ୍ଦ୍ର ରୁ ପାଖାପାଖି ଏକ ଲକ୍ଷ୍ୟ ଟଙ୍କା ବନ୍ଧୁକ ମୁନରେ ଲୁଟ କରିଛନ୍ତି. ଉକ୍ତ ଜନସେବା କେନ୍ଦ୍ର ରେ ଦୁଇ ଜଣ କାର୍ଯ୍ୟରତ ମହିଳା କୁ ଚାରିଜଣ ଯୁବକ ବନ୍ଧୁକ ଦେଖାଇ ଧମକ ଦେଇ ଟଙ୍କା ଲୁଟିଛନ୍ତି. ଘଟଣା ସ୍ଥଳରୁ ଦୁର୍ବୁତ୍ତ ମାନେ ଟଙ୍କା ନେଇ ଫେରାର ହେଇଛନ୍ତି.
   କିଛି ସମୟ ପରେ କେନ୍ଦ୍ରାପଡ଼ା ସଦର ଥାନା iic ପବିତ୍ର ମହାରଣା ଖବର ପାଇ ନିଜ ଟିମ ମାଧ୍ୟମରେ ଘଟଣା ସ୍ଥଳରେ ପହଂଚି ତଦନ୍ତ ଆରମ୍ଭ କରିଛନ୍ତି. କେନ୍ଦ୍ରାପଡ଼ା sdpo ରାଜୀବ ଲୋଚନ ପଣ୍ଡା ଙ୍କ ସମେତ ପୁରା ସ୍ୱାର୍ଡ ପହଂଚି ତଦନ୍ତ କୁ ଅତି ଗୁରୁତ୍ୱର ସହ କାରେ ନେଇଛନ୍ତି.

ଚାନ୍ଦୋଳ ବଜାର ଏକ ଜନ ଗହଳି ସମ୍ପର୍ଣ ବଜାର ହୋଇଥିବା ବେଳେ ବଜାରରେ ମଧ୍ୟ ଅଂଚଳରେ କିଭଳି ଦୁର୍ବୁତ୍ତ ମାନେ ପଶି ଏଭଳି ଦୌରାତ୍ମ୍ୟ କାର୍ଯ୍ୟ କଲେ ଏନେଇ ପ୍ରଶ୍ନ ଉଠିଛି.
  ବଜାର ରେ ପୂର୍ବ ମାସରେ 25 ଟି ନୂତନ ସିସିଟିଭି ଲାଗିଥିଲେ ବି ଦୁର୍ବୁତ୍ତ ମାନେ ନିର୍ଭୟ ରେ ଏଭଳି କାମ କରିବା ଏକ ଭୟର ବାତାବରଣ ତିଆରି କରିଛି.


News Comment




Photo in News

Advertisment
Lastest News
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like