-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା ସ୍ତରୀୟ ବାଞ୍ଜିତଳିଏନ କ୍ରିକେଟ କପ୍ ଉଦଘାଟିତ

17-Nov-2021



ପାଟଣାଗଡ଼(ପୂର୍ଣ୍ଣ ଶଶୀ ଶେଖର ରାଓ) ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ବ୍ଲକ ବାଲିପଟା ଗ୍ରା:ପ:ଅନ୍ତର୍ଗତ ଖଳିଆ ଗାଁ ର କ୍ରିକେଟ ଖେଳ ପଡ଼ିଆ ଠାରେ ବାଞ୍ଜିତଳିଏନ କ୍ରିକେଟ ଏସୋସିଏସନ ତରଫରୁ ଜିଲ୍ଲା ସ୍ତରୀୟ କ୍ରିକେଟ ପ୍ରତିଯୋଗିତାର ଆଜି ଉଦଘାଟନୀ ଉତ୍ସବ । ଉଦଘାଟନୀ ଉତ୍ସବ ରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ ର ସମ୍ପାଦକ ଶ୍ରୀ ଗିରିରାଜ ଭୋଇ, ସମ୍ମାନିତ ଅତିଥି ଭାବରେ ଶ୍ରୀ ମନୋଜ ସାହୁ, ଅନ୍ୟତମ ସମ୍ମାନିତ ଅତିଥି ଭାବରେ ସାଲେପାଲି ଗ୍ରା:ପ:ସରପଞ୍ଚ ଶ୍ରୀ ସରୋଜ ଭୋଇ ଯୋଗଦେଇ ପ୍ରଥମେ ଲାଲ ଫିତା କାଟି ଉଦ୍ଘାଟନ କରିଥିଲେ । ମୁଖ୍ୟ ଅତିଥି ଆଜିର ଉଦ୍ଘାଟନ ଉତ୍ସବ ର ଉଭୟ ଦଳକୁ ଭାତୃତ୍ୱ ଭାବ ରଖି ଶାନ୍ତି ଶୃଙ୍ଖଳା ରକ୍ଷା ସହ ଆକ୍ରୋସ ମନୋଭାବ ନରଖି ଖେଳିବାକୁ ଆହ୍ୱାନ କରିବା ସହ ଜିତିଗଲେ ବେଶୀ ଉତ୍ସାହିତ ନହୋଇ ଆହୁରି ଭଲ ଖେଳ ପ୍ରଦର୍ଶନ କରିବାକୁ ଓ ପରାଜିତ ହୋଇଗଲେ ମନ କଷ୍ଟ ନକରି ଆହୁରି କଠିନ ପରିଶ୍ରମ କରି ଭଲ ପ୍ରଦର୍ଶନ କରିବାକୁ କହିଥିଲେ । ଆଜିର ମ୍ୟାଚ ଚୂଲାଦରହ ଓ ମୁଣ୍ଡଦର୍ହ ମଧ୍ୟରେ ଖେଳ ଅନୁଷ୍ଠିତ ହୋଇଥିଲା ପ୍ରଥମେ ଚୂଲାଦରହ ଟସ ଜିଣି ବେଟିଂ ନିଷ୍ପତ୍ତି

ନେଇଥିଲେ । ଛଅ ଓଭର ର ଖେଳ ରେ ୪ ଉଇକେଟ ବିନିମୟରେ ୬୬ରନ ସଂଗ୍ରହ କରିବାରେ ସମର୍ଥ ହୋଇଥିଲେ ପ୍ରତିଯବାବ ରେ ମୁଣ୍ଡଦର୍ହ ଦଳ ୧ଉଇକେଟ ବିନିମୟରେ ବିଜୟୀ ହୋଇଥିଲା ।ଶଙ୍କର ସାହୁ, ପାନ ନାଏକ, ଲୋକନାଥ ସାହୁ, ତୁଳରାମ ନାଏକ,ମିନିକେତନ ସିଂ, ସୁବାସ ସିଂ, ଜପିନ୍ଦ୍ର ସୁନା, ନିରାକାର ସାହୁ, ଭୁବନେଶ୍ୱର ବନଛୋର, ଭାସ୍କର ସାହୁ, ମନୋଜ ଲୁହା, କସ୍ତୁଭ ସାହୁ ପ୍ରମୁଖ ଉପସ୍ଥିତ ରହି ଖେଳାଳି ମାନଙ୍କୁ ଉତ୍ସାହିତ କରିଥିଲେ । ଅରୁଣ ନାଏକ କମେଣ୍ଟ୍ରି କରିଥିବା ବେଳେ ଅଭିଳାଷ ଲୁହା ସ୍କୋରର ଦାୟିତ୍ୱ ତୁଲାଇ ଥିଲେ ।ଏହି ପ୍ରତିଯୋଗିତାରେ ସମୁଦାୟ ୩୨ ଗୋଟି ଦଳ ଅଂଶଗ୍ରହଣ କରିଥିବା ବେଳେ ଆଗାମୀ ୨୧ ତାରିଖ ଦିନ ଏହାର ଉଦଯାପିତ ହେବ ବୋଲି କ୍ରିକେଟ ଏସୋସିଏସନ ର ସଭାପତି ଶ୍ରୀ ବିପିନ ନାଏକ ସୂଚନା ଦେଇଛନ୍ତି ।


News Comment




Photo in News

Advertisment
Lastest News
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026

You Might Also Like