-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||     

HOME   ଜିଲ୍ଲା

ଅଜଣା ଗାଡ଼ି ଧକ୍କାରେ ,୨ ଗୁରୁତର

17-Nov-2021



କଣ୍ଟାବାଞ୍ଜି(ଆନନ୍ଦ ମୋଟେ) : ମଙ୍ଗଳବାର ସନ୍ଧ୍ୟାରେ କଣ୍ଟାବାଞ୍ଜି ଖାଟୁ ଶ୍ୟାମ ମନ୍ଦିର ପଖରେ ଏକ ଚାରିଚକିଆ ଗାଡ଼ି ଧକ୍କାରେ ଉଭୟ ଗୁରୁତର ଆହତ ହୋଇଛନ୍ତି। ଉଭୟ ନୂଆପଡ଼ା ଜିଲ୍ଲା ରାଜ ଖରିଆରର ୨ ଜଣ ଦାଦନ ଯିବାକୁ ଅଗ୍ରିମ ଟଙ୍କା ନେବାକୁ ଆସିଥିବା ବେଳେ ଦୁର୍ଘଟଣାର ଶିକାର ହୋଇଛନ୍ତି। ।ମଙ୍ଗଳବାର ରାଜ ଖରିଆର ବ୍ରାହ୍ମଣପଡ଼ାର ସଦାଶିବ  ନିଆଲ ଓ ବନ୍ଧପଡ଼ାର ସନ୍ତୋଷ ଶବର ଏକ ବାଇକ୍‌ରେ କଣ୍ଟାବାଞ୍ଜିର ଜଣେ ଦାଦନ ସର୍ଦ୍ଦାର ନିକଟକୁ ଅଗ୍ରିମ ଟଙ୍କା ନେବାକୁ ଆସିଥିଲେ। କିନ୍ତୁ ଦାଦନ ସର୍ଦ୍ଦାର ସେମାନଙ୍କୁ ଅଗ୍ରୀମ ଟଙ୍କା ଦେଇ ନଥିଲେ । ଫଳରେ ଉଭୟ ସଂଧ୍ୟାରେ ଘରକୁ ଫେରୁଥିବା ବେଳେ କଣ୍ଟାବାଞ୍ଜି ନିକଟସ୍ଥ ଖାଟୁ ଶ୍ୟାମ ମନ୍ଦିର ନିକଟରେ ବଙ୍ଗୋମୁଣ୍ଡା ପଟୁ ଆସୁଥିବା ଏକ ଅଜଣା ଚାରି ଚକିଆ ଗାଡ଼ି ଧକ୍କା ଦେଇ ଫେରାର୍ ହୋଇଯାଇଥିଲା। ସ୍ଥାନୀୟ ଲୋକ ଉଭୟଙ୍କୁ ଉଦ୍ଧାର କରି କଣ୍ଟାବାଞ୍ଜି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ ସେଠାରେ ପ୍ରାଥମିକ ଚିକିତ୍ସା ପରେ ଉଭୟଙ୍କୁ ବଲାଙ୍ଗୀର ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026

You Might Also Like