-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||     

HOME   ଜିଲ୍ଲା

ବିଜେପୁର ବିଧାୟିକା ସୁଜିଆ ସାପ୍ତାହିକ ବଜାର ଉଦଘାଟନ କଲେ

17-Nov-2021



ବିଜେପୁର(ନିରଞ୍ଜନ ତ୍ରିପାଠୀ) :ଭଟିଗାଁ ଗ୍ରାମପଞ୍ଚାୟତ ଅନ୍ତର୍ଗତ ସୁଜିଆ ତଥା ଆଖପାଖ ଅଞ୍ଚଳ ର ଲୋକେ ଏକ ସାପ୍ତାହିକ ବଜାର ବସାଇବା ସକାଶେ ବହୁ ଦିନରୁ ଆଶା ବାନ୍ଧିଥିଲେ lଲୋକଙ୍କ ଆଶା ଓ ଆକାଂକ୍ଷା କୁ ପାଥେୟ କରି ବିଜେପୁର ନିର୍ବାଚନ ମଣ୍ଡଳୀ ର ଲୋକପ୍ରିୟ ବିଧାୟିକା ରୀତା ସାହୁ ଆଜି ସୁଜିଆ ଗ୍ରାମ ର ଜନସାଧାରଣ ଙ୍କ ଉପସ୍ଥିତି ରେ ମାଁ ଗ୍ରାମପଦୀ ସାପ୍ତାହିକ ବଜାର ନାମକରଣ ଅନୁସାରେ ସ୍ୱହସ୍ତରେ ଉଦଘାଟନ କରିଛନ୍ତି

lଏ ଶୁଭ କାର୍ଯ୍ୟକ୍ରମ ରେ ଓଡ଼ିଶା ମୋ ପରିବାର ର ସଦସ୍ୟ ତଥା ବରଗଡ ଜିଲ୍ଲା ଜୀବନ ବିନ୍ଦୁ ର ମୁଖିଆ ଶ୍ରୀମାନ ଗୈାରହରି ମିଶ୍ର,ତିନିକାନି ଗ୍ରାମପଞ୍ଚାୟତ ର ସମିତି ସଭ୍ୟ ତଥା ବରପାଲି ବ୍ଳକ ଅଞ୍ଚଳ ର ଲୋକଙ୍କ ସୁଖଦୁଃଖ ର ସାଥି ସମାଜସେବୀ ଶ୍ରୀମାନ ମଧୁ ପ୍ରଧାନ, ବରିଷ୍ଠ ବିଜୁଜନତା ଦଳ ନେତା ଟିକାୟତ ମହତ୍ତମ୍ ଙ୍କ ସଙ୍ଗେ ସଙ୍ଗେ ଅଞ୍ଚଳ ର ଅନେକ ସମାଜସେବୀ ଙ୍କ ସମେତ ବହୁ ବିଜେଡି ଦଳର ସଦସ୍ୟ ଯୋଗଦାନ କରି  ଏ କାର୍ଯ୍ୟକ୍ରମ କୁ ସାଫଲ୍ୟ ମଣ୍ଡିତ କରିଥିଲେ ବୋଲି ବରପାଲି ବ୍ଳକ ବିଜେଡି ଦଳ ର ଡିଜିଟାଲ ସେକ୍ରେଟାରୀ ସୁଜିତ ଗଡତିଆ ଆମ ପ୍ରତିନିଧି ଙ୍କୁ ସୁଚନା ଦେଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026

You Might Also Like