-+91-9937148622 |

prerana_bgr@rediffmail.com |

  Wednesday 17th June 2026 |

| | | |

R.N.I. Regd No. ODIODI/2010/46693

Breaking News

+୨ପରୀକ୍ଷାରେ ୫ଠଠରୁ ଅଧିକ ନମ୍ବର ରଖିଥିବା ଛାତ୍ରଛାତ୍ରୀ ମାନଙ୍କୁ ସମ୍ବର୍ଦ୍ଧିତ କଲା  ଡିଏନ୍‌ଏ ହାୟର ସେକେଣ୍ଡେରୀ ସ୍କୁଲ   (17-Jun-2026)       ||      ଦୀର୍ଘଦିନ ଧରି ୱାଟକୋ ପାଣି ପାଇପ୍ ଫାଟି କଟକ-ପାରାଦୀପ ରାସ୍ତା ଭାସୁଛି।ମାସେହେଲାଣି ଅଭିଯୋଗ ।ପଚାରିଲେ କୁହନ୍ତି କେଉଁଠି ପାଣି ବାହାରୁଛି ଆମେ ଜାଣିପାରୁନୁ।   (17-Jun-2026)       ||      ବକଟି ପଂଚାୟତ ରେ ପଂଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (16-Jun-2026)       ||      ଶିଶୁ ଶ୍ରମିକ ନିରାକରଣ ସଚେତନତା ପଦଯାତ୍ରା ଅନୁଷ୍ଠିତ   (16-Jun-2026)       ||      ବରପାଲି ଶିବବିବାହତ୍ସବରେ କନ୍ୟା ଆନ୍ବେଷଣ ପର୍ବ ପତର ପେଣ୍ଡୀ ସମାପନ   (16-Jun-2026)       ||      *ଆନ୍ତର୍ଜାତୀୟ ଶିଶୁ ଶ୍ରମ ନିରୋଧ ଦିବସ ଅବସରରେ ସଚେତନତା ରଥ ଉଦଘାଟିତ*   (16-Jun-2026)       ||      ଜାତୀୟ ସ୍ତରରେ ନିଷ୍ପା ପରିବାର ସମ୍ବର୍ଦ୍ଧିତ, ରକ୍ତ ସଞ୍ଚାର ସେବା ଯୋଗୁଁ ଅହମଦାବାଦ ରେ ସମ୍ବର୍ଦ୍ଧିତ    (16-Jun-2026)       ||      ଶୀତଳଷଷ୍ଠୀ ଯାତ୍ରା ପାଇଁ କୋଷାଗାର ରୁ ବାହାରିଲେ ୧୦୮ ତୋଳା ର ସୁନା ନାଗ ମୁର୍ତ୍ତୀ   (16-Jun-2026)       ||      ଏସ୍.ଏନ.କ୍ଲାସେସ ର ବର୍ଣ୍ଣାଢ଼୍ୟ ଉତ୍ସବ ପାଳିତ    (16-Jun-2026)       ||      ବରଗଡ଼ ଜିଲ୍ଲା ଅଟୋ ରିକ୍ସା ମାଲିକ ସଂଘର ୨୭ତମ ବାର୍ଷିକ ଉତ୍ସବ ବିଭିନ୍ନ ବର୍ଗର ବ୍ୟକ୍ତି ବିଶେଷଙ୍କୁ ସମ୍ମାନିତ କରାଯିବ    (16-Jun-2026)       ||      ଜାଇକା ପାଇପ୍ ଫାଟି ଘୁଅ,ମୁତ ମଇଳା ପାଣି ମିଶୁଛି ତାଳଦଣ୍ଡା କେନାଲରେ    (16-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ବ୍ଲକ ସ୍ତରୀୟ ଜାତି ଓ ଜନଜାତି ସମ୍ବାଦ ବୈଠକ ଅନୁଷ୍ଠିତ    (16-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ମହୋତ୍ସବର ଶୁଭାରମ୍ଭ, ପାର୍ବତୀ ମଣ୍ଡପକୁ ନଟରାଜ ଦେବଙ୍କ ଆନୟନ,   (16-Jun-2026)       ||      ନିଷ୍ଠା ପରିବାରର ୧୭ତମ ପ୍ରତିଷ୍ଠା ଦିବସ ଓ ବିଶ୍ୱ ରକ୍ତଦାତା ଦିବସ ଅବସରରେ ୬୨ ୟୁନିଟ୍ ରକ୍ତ ସଂଗୃହୀତ   (16-Jun-2026)       ||      *ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ଦାଶ ସ୍ମୃତି କମିଟୀର ସାଧାରଣ ବୈଠକ*   (16-Jun-2026)       ||      କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା    (15-Jun-2026)       ||      ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   (15-Jun-2026)       ||      ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ    (15-Jun-2026)       ||      *କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   (15-Jun-2026)       ||      ଏସ୍. ଏନ୍. କ୍ଲାସେସ୍ ର ଗ୍ରୀଷ୍ମକାଳୀନ ଉଜ୍ଜାପନି ଉତ୍ସବ ପାଳିତ   (15-Jun-2026)       ||     

HOME   ଜିଲ୍ଲା

ସୋନପୁର : ବିଜୁ ଜନତା ଦଳ ର କର୍ମୀଙ୍କ ଦ୍ୱାରା ଛାତ୍ର କଂଗ୍ରେସ କର୍ମୀ ଙ୍କ ଉପରେ ଆକ୍ରମଣ ଘଟଣାରେ ସୁବର୍ଣ୍ଣପୁର ଜିଲ୍ଲା ଛାତ୍ର କଂଗ୍ରେସ ପକ୍ଷରୁ ପ୍ରତିବାଦ

17-Nov-2021



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ) : ଓଡ଼ିଶାର ଛାତ୍ର କଂଗ୍ରେସ ପକ୍ଷରୁ ଗଣତାନ୍ତ୍ରିକ ପଦ୍ଧତିରେ ଓଡିଶାର ବିଭିନ୍ନ ସ୍ଥାନ ମାନଙ୍କରେ ମନ୍ତ୍ରୀ ମାନଙ୍କୁ ବିରୋଧ ପ୍ରଦର୍ଶନ କରାଯାଉଛି l ମମିତାଙ୍କୁ ନ୍ୟାୟ ପାଇଁ ସାରା ରାଜ୍ୟରେ କଂଗ୍ରେସ ପକ୍ଷରୁ ଗଣତାନ୍ତ୍ରିକ ପଦ୍ଧତିରେ ବିକ୍ଷୋଭ ପ୍ରଦର୍ଶନ କରାଯାଉଛି l ମାତ୍ର ରାଜ୍ୟ ପୋଲିସ ଶାସକ ବିଜୁ ଜନତା ଦଳର ହାତବାରିସୀ ସାଜି କଂଗ୍ରେସ କର୍ମକର୍ତ୍ତାଙ୍କୁ ଗିରଫ କରୁଛି, ମାଡ଼ ମଧ୍ୟ ମାରୁଛି l ରାଜ୍ୟ ଗୃହ ମନ୍ତ୍ରୀ କ୍ୟାପଟେନ ଦିବ୍ୟ ଶଙ୍କର ମିଶ୍ରଙ୍କୁ ଆଜି ପର୍ଯ୍ୟନ୍ତ ତଦନ୍ତ ପରିସରଭୁକ୍ତ କରି ନାହିଁ କି ଗିରଫ ମଧ୍ୟ କରି ନାହିଁ l ବିଜୁ ଜନତା ଦଳର କର୍ମୀ ମାନେ ବରଗଡ଼ ଜିଲ୍ଲା ଛାତ୍ର କଂଗ୍ରେସ ସଭାପତିଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ l ବରଗଡ଼ ଜିଲ୍ଲା ଅତାବିରା ଠାରେ କଂଗ୍ରେସ କର୍ମୀଙ୍କୁ  ପ୍ରାକ୍ତନ ମନ୍ତ୍ରୀ ସ୍ନେହାଙ୍ଗିନୀ ଛୁରିଆଙ୍କ ପିଏସଓ ସମସ୍ତଙ୍କ ସାମ୍ନାରେ ବନ୍ଧୁକ ଦେଖାଇ ଦେଖାଇ ଧମକ ଦେବା ସହ ଝାରସୁଗୁଡା ଜିଲ୍ଲା ଛାତ୍ର କଂଗ୍ରେସ ସଭାନେତ୍ରୀ ନବନୀତ କୌରଙ୍କୁ ପୋଲିସ ଅଗଣତାନ୍ତ୍ରିକ ପଦ୍ଧତିରେ  ଉଠାଇ ନେଇ ଥିଲେ l ଏହାର ପ୍ରତିବାଦରେ ଆଜି ସୁବର୍ଣ୍ଣପୁର ଜିଲ୍ଲା ଛାତ୍ର କଂଗ୍ରେସ ପକ୍ଷରୁ   ଏକ ଦାବିପତ୍ର  ଆରକ୍ଷୀ ଅଧିକ୍ଷକଙ୍କ ଜରିଆରେ ଓଡିଶାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯାଇଛି l ରାଜ୍ୟ ଛାତ୍ର କଂଗ୍ରେସ ସାଧାରଣ ସମ୍ପାଦକ ଗୋବିନ୍ଦ  ଝାଙ୍କରଙ୍କ ନେତୃତ୍ୱରେ ଜିଲ୍ଲା କଂଗ୍ରେସ କମିଟି ସଭାପତି ଗୌରୀଶ୍ୟାମ ପଣ୍ଡା, ଟିକୁ ହୋତା, ଗଣେଶ ଗୁରୁ, ଶ୍ରୀତମ, ପ୍ରଶାନ୍ତ ପଣ୍ଡା, ଟିଟୁ ନାୟକ, ରାଜେଶ ମିଶ୍ର, ବିଜୟ ଭୋଇ, ରାମଗୋପାଳ ହୋତା, ସୁମିତ ମେହେର ପ୍ରମୁଖ ଯୋଗ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
+୨ପରୀକ୍ଷାରେ ୫ଠଠରୁ ଅଧିକ ନମ୍ବର ରଖିଥିବା ଛାତ୍ରଛାତ୍ରୀ ମାନଙ୍କୁ ସମ୍ବର୍ଦ୍ଧିତ କଲା  ଡିଏନ୍‌ଏ ହାୟର ସେକେଣ୍ଡେରୀ ସ୍କୁଲ   17-Jun-2026
  ଜିଲ୍ଲା  
ଦୀର୍ଘଦିନ ଧରି ୱାଟକୋ ପାଣି ପାଇପ୍ ଫାଟି କଟକ-ପାରାଦୀପ ରାସ୍ତା ଭାସୁଛି।ମାସେହେଲାଣି ଅଭିଯୋଗ ।ପଚାରିଲେ କୁହନ୍ତି କେଉଁଠି ପାଣି ବାହାରୁଛି ଆମେ ଜାଣିପାରୁନୁ।   17-Jun-2026
  ଜିଲ୍ଲା  
ବକଟି ପଂଚାୟତ ରେ ପଂଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   16-Jun-2026
  ଜିଲ୍ଲା  
ଶିଶୁ ଶ୍ରମିକ ନିରାକରଣ ସଚେତନତା ପଦଯାତ୍ରା ଅନୁଷ୍ଠିତ   16-Jun-2026
  ଜିଲ୍ଲା  
ବରପାଲି ଶିବବିବାହତ୍ସବରେ କନ୍ୟା ଆନ୍ବେଷଣ ପର୍ବ ପତର ପେଣ୍ଡୀ ସମାପନ   16-Jun-2026
  ଜିଲ୍ଲା  
*ଆନ୍ତର୍ଜାତୀୟ ଶିଶୁ ଶ୍ରମ ନିରୋଧ ଦିବସ ଅବସରରେ ସଚେତନତା ରଥ ଉଦଘାଟିତ*   16-Jun-2026
  ବିଶେଷ  
ଜାତୀୟ ସ୍ତରରେ ନିଷ୍ପା ପରିବାର ସମ୍ବର୍ଦ୍ଧିତ, ରକ୍ତ ସଞ୍ଚାର ସେବା ଯୋଗୁଁ ଅହମଦାବାଦ ରେ ସମ୍ବର୍ଦ୍ଧିତ   16-Jun-2026
  ଜିଲ୍ଲା  
ଶୀତଳଷଷ୍ଠୀ ଯାତ୍ରା ପାଇଁ କୋଷାଗାର ରୁ ବାହାରିଲେ ୧୦୮ ତୋଳା ର ସୁନା ନାଗ ମୁର୍ତ୍ତୀ   16-Jun-2026
  ଜିଲ୍ଲା  
ଏସ୍.ଏନ.କ୍ଲାସେସ ର ବର୍ଣ୍ଣାଢ଼୍ୟ ଉତ୍ସବ ପାଳିତ   16-Jun-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଅଟୋ ରିକ୍ସା ମାଲିକ ସଂଘର ୨୭ତମ ବାର୍ଷିକ ଉତ୍ସବ ବିଭିନ୍ନ ବର୍ଗର ବ୍ୟକ୍ତି ବିଶେଷଙ୍କୁ ସମ୍ମାନିତ କରାଯିବ   16-Jun-2026
  ଜିଲ୍ଲା  
ଜାଇକା ପାଇପ୍ ଫାଟି ଘୁଅ,ମୁତ ମଇଳା ପାଣି ମିଶୁଛି ତାଳଦଣ୍ଡା କେନାଲରେ   16-Jun-2026
  ଜିଲ୍ଲା  
ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ବ୍ଲକ ସ୍ତରୀୟ ଜାତି ଓ ଜନଜାତି ସମ୍ବାଦ ବୈଠକ ଅନୁଷ୍ଠିତ   16-Jun-2026

You Might Also Like