-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||     

HOME   ଜିଲ୍ଲା

ଗୋଲାମୁଣ୍ଡା ଠାରେ ରାଜ୍ୟବ୍ୟାପୀ ଗୁଞ୍ଜରଣ ଶିକ୍ଷା ଯାତ୍ରା ର ଶୁଭାରମ୍ଭ

17-Nov-2021



କଳାହାଣ୍ଡି,ଗୋଲାମୁଣ୍ଡା(ତ୍ରିନାଥ ବେଶ୍ରା ): କାେଭିଡ ମହାମାରୀ ଯାେଗୁଁ ଦେଶ ତଥା ସାରା ଓଡିଶା ରାଜ୍ୟରେ ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ  ହୋଇ ପଡିଛି। ସ୍କୁଲ ଯାଉଥିବା ଛାତ୍ରଛାତ୍ରୀ ମାନେ ପାଠ ପଢିବାର ସୁଯୋଗ ପାଇ ନ ପାରି ପାଠ ପଢାରୁ ବଞ୍ଚିତ ହୋଇଛନ୍ତି।ଏହାକୁ ଦୃଷ୍ଟିରେ ରଖି ଆତ୍ମଶକ୍ତି ଟ୍ରଷ୍ଟ  ଇଣ୍ତିଆ, ମହିଳା ଶ୍ରମଜୀବୀ ମଞ୍ଚ ଓଡିଶା, ଓଡିଶା ଶ୍ରମଜୀବୀ ମଞ୍ଚ ଓଡିଶା ଓ ନାଗରିକ ବିକାଶ  ସଂଗଠନ କଳାହାଣ୍ଡିଙ୍କ ଦ୍ବାରା ଗତ ଜୁଲାଇ ୨୦୨୦ ବର୍ଷ ମିଶନ ୩,୫,୮, କାର୍ଯ୍ୟକ୍ରମ ଆରମ୍ଭ କରାଯାଇଥିଲା । ପରବର୍ତ୍ତୀ ସମୟରେ ଫେବ୍ରୁଆରି ୨୦୨୧ ରେ କଳାହାଣ୍ଡି  ଜିଲ୍ଲାର  ଗୋଲାମୁଣ୍ଡା  ବ୍ଲକର ବିଭିନ୍ନ ଗ୍ରାମରେ Remidial Class ଖୋଲାଯାଇ ସ୍ବେଚ୍ଛାସେବୀ ମାନଙ୍କ ଦ୍ବାରା ଶିକ୍ଷାଦାନର ବ୍ୟବସ୍ଥା କରାଯାଇଥିଲା ଓ ପରେ ଛାତ୍ରଛାତ୍ରୀ ମାନଙ୍କ ଶିକ୍ଷାର ଗୁରୁତ୍ବକୁ ଉପଲବଧି କରି ମିଶନ ୧  ଲକ୍ଷ୍ୟ ଭଲି ଏକ ବଳିଷ୍ଠ ପଦକ୍ଷେପ ନିଆଯାଇଥିଲା।

ପ୍ରତି ଗ୍ରାମରେ ସ୍ବେଚ୍ଛାସେବୀ ମାନଙ୍କ ମାଧ୍ୟମରେ ଓଡିଶାରେ ଏକ ଲକ୍ଷ ଛାତ୍ରଛାତ୍ରୀଙ୍କୁ ଶିକ୍ଷାଦାନର ବ୍ୟବସ୍ଥା  କରାଯାଇଥିଲା ମୋ ଚାଟଶାଳୀ ଅଧିନରେ।
ବର୍ତ୍ତମାନର ଆବଶ୍ୟକତାକୁ ଲକ୍ଷ୍ୟ କରି ସାରା ରାଜ୍ୟରେ ୫ ଲକ୍ଷ ଛାତ୍ରଛାତ୍ରୀଙ୍କୁ   ମିଶନ ଚାଟଶାଳୀ ମାଧ୍ୟମରେ ଶିକ୍ଷା ପ୍ରଦାନ କରାଯିବାର ଯୋଜନାର ଶୁଭାରମ୍ଭ ସାମ୍ବାଦିକ ସମ୍ମିଳନୀ ମାଧ୍ୟମରେ  କରାଯାଇଛି ।  ଏହି ଯୋଜନାର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ଦୁଇ ବର୍ଷ ବିଦ୍ୟାଳୟ ବନ୍ଦ ଥିବାରୁ ଶିକ୍ଷାର ଶିକ୍ଷଣ ସ୍ତର କମିଯାଇଛି ସେହି ଶିକ୍ଷାର ଅଭାବ ପୂରଣ ନିମନ୍ତେ ନାଗରିକ ବିକାଶ ସଂଗଠନ କଳାହାଣ୍ଡି ମିଶନ ଚାଟଶାଳୀ ଆରମ୍ଭ କରିଛନ୍ତି। ବର୍ତ୍ତମାନ ରାଜ୍ୟ  ସରକାର ଆଂଶିକ ବିଦ୍ୟାଳୟ ଖୋଲିବା ନିମନ୍ତେ ଅନୁମତି ଦେଇଛନ୍ତି l ତେବେ ଶିକ୍ଷାର ଅଭାବ ପୂରଣ କରିବା ନିମନ୍ତେ   ବିକଳ୍ପ ଭାବେ ପ୍ରତିକାର ଶିକ୍ଷା କାର୍ଯ୍ୟକ୍ରମ ଭାବରେ  ମିଶନ ଚାଟଶାଳୀକୁ ସମର୍ଥନ କରିପାରିବେ। ଏହି  ସାମ୍ବାଦିକ ସମ୍ମିଳନୀରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ଚହକା   ଗ୍ରାମ ପଞ୍ଚାୟତର ନାଏବ୍   ସରପଞ୍ଚ ଶ୍ରୀଯୁକ୍ତ ଉମେଶ ବାରିକ , ୱାର୍ଡ  ସଭ୍ୟ    ଶ୍ରୀଯୁକ୍ତ ତୁଳସୀ ସିକ୍କା, ସ୍ଵେଛାସେବୀ ପ୍ରସନ୍ନ କୁମାର ସାହୁ, କେଶବ ପୂଜାରୀ, କୁନ୍ତି ବାଗ, ସନାତନ ନାଏକ, ମମତା ସିକା, ଲିଲି ଜାଲ, ସଂଗଠନ ସଭାନେତ୍ରୀ ଅହଳ୍ୟା ବେଶ୍ରା,ସମ୍ପାଦିକା ଧିରା ବାଗ,ସଭ୍ୟା ଲବଣୀ ନାଏକଙ୍କ ସମେତ ସାମ୍ବାଦିକ ମାନମସ୍ତେ ନେ ଯୋଗ ଦେଇଥିଲେ  । ଉକ୍ତ କାର୍ଯ୍ୟକ୍ରମକୁ  ନାଗରିକ ବିକାଶ ସଂଗଠନ କଳାହାଣ୍ଡି କର୍ମକର୍ତ୍ତା ମାନେ ଯଥା ବ୍ଳକ ସଂଯୋଜକ ଗୌରବ  ସୁନାନୀ, ଜନସାଥୀ ଝସ୍କେତନ ସାଗର, ଜୟକୁମାର ସୁନାନୀ, ଆଶ୍ରିତା କର, ଅକ୍ଷୟ କୁମାର, ପବିତ୍ର ବେଶ୍ରା, କୁଳମନି ହରିଜନ ଯୋଗ ଦେଇ କାର୍ଯ୍ୟକ୍ରମକୁ ପରିଚାଳନା  କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026

You Might Also Like