-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||     

HOME   ରାଜ୍ୟ

ପୁରୀ: ଡାକ୍ତରଖାନା ଛକ ଠାରୁ ବାଟଗାଁ ପର୍ଯ୍ୟନ୍ତ ରାସ୍ତା ସଂପ୍ରସାରଣ ସମ୍ପର୍କିତ ଜନଶୁଣାଣି

17-Nov-2021



ପୁରୀ(ସମୀର ରଞ୍ଜନ ନାୟକ )::ଡାକ୍ତରଖାନା ଛକ ଠାରୁ ବାଟଗାଁ ପର୍ଯ୍ୟନ୍ତ ରାସ୍ତା ସଂପ୍ରସାରଣ ସଂପର୍କରେ ଆଜି ପୂର୍ବାହ୍ନରେ କାଶିହରିପୁର, ସିରେଇକୋଣ ପାଟଣା, ଭାରଥିପୁର, କଦଳୀବାରୀ ପାଟଣା, ଆଳିକିଆ ଓ ଚକ୍ରବର୍ତ୍ତୀ ଗ୍ରାମ ପାଇଁ ମା' ବସନ୍ତେଇ ମନ୍ଦିର ନିକଟରେ ଏବଂ  ଅପରାହ୍ନ ସମୟରେ ବାଟଗାଁ ନିମନ୍ତେ ହରେକୃଷ୍ଣପୁର ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଜନଶୁଣାଣି ଅନୁଷ୍ଠିତ ହୋଇଛି । ଏହି ପ୍ରକଳ୍ପ ନିମନ୍ତେ ପୁରୀ ତହସିଲ ଅନ୍ତର୍ଗତ ତିନୋଟି ପଞ୍ଚାୟତର ୧୧ଟି ଗ୍ରାମରୁ ୬.୪୭୬୫ ଏକର ଜମି ଅଧିଗ୍ରହଣ କରାଯିବ । ସେଥିମଧ୍ୟରେ ୧.୧୦୯ ଏକର ସରକାରୀ ଜମି ଓ ୬୨୮ଟି ପରିବାରର ୫.୩୬୭୫ ଏକର ବ୍ୟକ୍ତିଗତ ଜମି ରହିଛି । ଉକ୍ତ ପ୍ରକଳ୍ପ ନିମନ୍ତେ ଆଜି ଦ୍ବିତୀୟ ତଥା ଶେଷ ଦିନ ଶିଣାଣିରେ ମୋଟ ୩ ଏକର ୩୦ ଡିସିମିଲି ଜମି ନିମନ୍ତେ ଜନଶୁଣାଣି ଅନୁଷ୍ଠିତ ହୋଇଛି । କାଶିହରିପୁରର ୨ ଏକର ୬୦ ଡିସିମିଲି ଏବଂ ବାଟଗାଁ ନିମନ୍ତେ ୭୦ ଡିସିମିଲି ଜମି ପାଇଁ ଜନଶୁଣାଣି

ଅନୁଷ୍ଠିତ ହୋଇଛି । ରାସ୍ତା ସଂପ୍ରସାରଣକୁ ସଂପୃକ୍ତ ଅଞ୍ଚଳ ବାସିନ୍ଦା ମାନେ ସମର୍ଥନ କରିଥିଲେ । ଆବଶ୍ୟକୀୟ କ୍ଷତି ପୂରଣ ପ୍ରଦାନ ନିମନ୍ତେ ଜମି ମାଲିକ ମାନେ ଦାବି ଜଣାଇଥିଲେ । ଏହି ପ୍ରକଳ୍ପଟି ଅବଢା ଯୋଜନାର ଅନ୍ତର୍ଭୁକ୍ତ ଓ ଉକ୍ତ ରାସ୍ତାଟି ରଥଯାତ୍ରା, ବଡଦନ ଛୁଟି, କାର୍ତ୍ତିକ ମାସ ଭଳି ପର୍ବପର୍ବାଣି ସମୟରେ ସର୍ବାଧିକ ବ୍ୟବହାର ହୋଇଥାଏ । ଯାନବାହାନର ଗହଳିକୁ ଦୃଷ୍ଟିରେ ରଖି ଉକ୍ତ ରାସ୍ତାକୁ ୪ ଲେନ ବିଶିଷ୍ଟ କରିବାକୁ ୨୦୧୭-୧୮ ମସିହାରେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା । ଭୁବନେଶ୍ବରସ୍ଥିତ ଜୟଦେବ ଇନଷ୍ଟିଚ୍ୟୁଟ ଅଫ ସୋସିଆଲ ସାଇନ୍ସ ଆଣ୍ତ ରିସର୍ଚ ପକ୍ଷରୁ ଉକ୍ତ ପ୍ରକଳ୍ପର ସାମାଜିକ ପ୍ରଭାବ ଆକଳନ ଅଧ୍ୟୟନ କରାଯାଇଥିଲା । ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ରହି ବିଭିନ୍ନ ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ । ଏହି ଜନଶୁଣାଣି ଅବସରରେ  ଉପ ଜିଲ୍ଲାପାଳ ଶ୍ରୀ ଭବତାରଣ ସାହୁ,ଅର୍ଜନ ସ୍ବତନ୍ତ୍ର ଅଧିକାରୀ ଶ୍ରୀ କୈଳାଶ ଚନ୍ଦ୍ର ନାୟକ,ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନର ଉପ ପ୍ରଶାସକ ଶ୍ରୀ ସନ୍ତୋଷ ଷତପଥୀ, ତହସିଲଦାର ଶ୍ରୀ ରବିନ୍ଦ୍ର ପ୍ରଧାନ, ଭୂଅର୍ଜନ ଅଧିକାରୀ ଶ୍ରୀ ପ୍ରଶାନ୍ତ କୁମାର ଜେନା, ବୀରହରେକୃଷ୍ଣପୁର ସରପଞ୍ଚ ଶ୍ରୀ ରାଜକିଶୋର ପଣ୍ତା, କାଶିହରିପୁର ସରପଞ୍ଚ ଶ୍ରୀମତୀ ପୁଷ୍ପଲତା ଭୋଇ,  ଅଂଶିଦାର ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026

You Might Also Like