-+91-9937148622 |
prerana_bgr@rediffmail.com |
Tuesday 15th September 2026 |
R.N.I. Regd No. ODIODI/2010/46693
Breaking News
06-Nov-2020
ଭୁବନେଶ୍ବର (ପ୍ରେରଣା ଖବର) - ବାଣୀବିହାର କ୍ୟାମ୍ପସରେ ଜଣେ ଶ୍ରମିକଙ୍କୁ ହତ୍ୟା କରାଯାଇଥିବା ସୂଚନା ମିଳିଛି। ମୃତ ଶ୍ରମିକଙ୍କ ନାଁ ବୁଧୁରାମ ସିଂ। ଗତକାଲି ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି॥ ବୁଧୁରାମଙ୍କୁ ଛୁରୀ ଭୁସି କେହି ହତ୍ୟା କରିଥିବା ସନ୍ଦେହ କରାଯାଉଛି। ଘଟଣାସ୍ଥଳରେ ମୃତଦେହ ପଡ଼ି ରହିଥିବାବେଳେ ହତ୍ୟାକାରୀ ଘଟଣାସ୍ଥଳରୁ ଫେରାର ହୋଇଯାଇଛି। ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଛି!!