-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ସର୍ବଭାରତୀୟ ଗବେଷଣାତ୍ମକ ନିବନ୍ଧରେ ବରଗଡ଼ ଛାତ୍ର ଶ୍ରୀ ସନ୍ତୋଷ ସୈାରଭ ସାହୁ

18-Nov-2021



ବରଗଡ/ପଦ୍ମପୁର (ନିରଞ୍ଜନ ତ୍ରିପାଠୀ) : :-ବରଗଡ ର ଛାତ୍ର ଶ୍ରୀ ସନ୍ତୋଷ ସୈାରଭ ସାହୁ ରାଷ୍ଟ୍ରୀୟ ବିଜ୍ଞାନ ଶିକ୍ଷା ଓ ଅନୁସନ୍ଧାନ ସଂସ୍ଥାନରେ ଅଧ୍ୟୟନରତ ମଧ୍ୟରେ ଭାରତ ସରକାରଙ୍କ ପରମାଣୁ ଶକ୍ତି ବିଭାଗ ପକ୍ଷରୁ ଆୟୋଜିତ କୋଭିଡ ନିୟନ୍ତ୍ରଣ ରେ ପ୍ଳାଜମା ଓ ଲେଜର୍ ର ପ୍ରୟୋଗ ଶୀର୍ଷକ ଗବେଷଣାତ୍ମକ ନିବନ୍ଧ ପ୍ରତିଯୋଗିତାରେ ଶ୍ରେଷ୍ଠ ୧୦ ଜଣଙ୍କ ମଧ୍ୟରେ ସ୍ଥାନୀତ ହୋଇ ବରଗଡ ଜିଲ୍ଲା ପାଇଁ ଗୋୖରବ ଆଣିବାରେ ସହାୟ ହୋଇ ପାରିଛନ୍ତି  l ତାଙ୍କ ସଫଳତା ପଛରେ ମାଆବାପା, ଗୁରୁଜନଙ୍କ ଆଶ୍ରିର୍ବାଦ ରହିଛି l  ପ୍ରତିଯୋଗିତାରେ ଅଂଶଗ୍ରହଣ କରି   ରାଷ୍ଟ୍ରୀୟ ବିଜ୍ଞାନ ଶିକ୍ଷା ଓ ଅନୁସନ୍ଧାନ ସ°ସ୍ଥାନ ଏଥିପାଇଁ ତାଙ୍କୁ ପରମାଣୁ ଶକ୍ତି ବିଭାଗ ତରଫରୁ ଦଶ ହଜାର ଟଙ୍କା ପୁରସ୍କାର ସ୍ଵରୂପ ପ୍ରଦାନ କରିବେ।ତାଙ୍କର ଉକ୍ତ ସଫଳତା ପାଇଁ ନାଇଜର ର କୁଳପତି ଡକ୍ଟର ଅଭୟ କୁମାର ନାୟକ, ନିର୍ଦ୍ଦେଶକ ଡକ୍ଟର ସୁଧାକର ପଣ୍ଡା,ଡିନ୍ ଡକ୍ଟର ପ୍ରଣୟ ସ୍ଵାଇଁ ଓ ମାର୍ଗ ଦର୍ଶକ ଡକ୍ଟର ଶୁଭଙ୍କର ବେଦାନ୍ତ ତଥା ଅନ୍ୟ ଅଧ୍ୟାପକ ବୃନ୍ଦ ଅଭିନନ୍ଦନ ଜ୍ଞାପନ କରିଛନ୍ତି। ସୂଚନାଯୋଗ୍ୟ ଯେ ଶ୍ରୀମାନ ସାହୁ ପୂର୍ବରୁ ପ୍ରଧାନମନ୍ତ୍ରୀ ଙ୍କ ପ୍ରମାଣ ପତ୍ର ସହ କେତେକ ଜାତୀୟ ସ୍ତରୀୟ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ଅନେକ ଥର ପୁରସ୍କୃତ ହୋଇଛନ୍ତି। ଶ୍ରୀ ସାହୁ ବରଗଡ଼ ନିବାସୀ  ଶିଶୁ ସାହିତ୍ୟିକ ଡକ୍ଟର ରବିନାରାୟଣ ସାହୁ ଓ ଜର୍ଜ ହାଇସ୍କୁଲ ର ଶିକ୍ଷୟିତ୍ରୀ ବୀଣାପାଣି ସାହୁଙ୍କ ଏକମାତ୍ର ପୁତ୍ର l


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like