-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ମୋ ଅସୁବିଧା ସମୟ ରେ ମୋ ପାଖରେ ଛିଡା ହୋଇଥିବାରୁ ମହେନ୍ଦ୍ର ବଢ଼େଇ ସାର ଙ୍କ ଠାରେ ଚିର ଋଣୀ- ସୁରେନ୍ଦ୍ର କୁମ୍ଭାର

18-Nov-2021



ପଦ୍ମପୁର(ନିରଞ୍ଜନ ତ୍ରିପାଠୀ) :-ଏଇ କିଛିଦିନ ତଳେ ବିଭିନ୍ନ ଗଣମାଧ୍ୟମ,ପ୍ରିଣ୍ଟ ମିଡିଆ ତଥା ବିଭିନ୍ନ ପ୍ରୋଟାର୍ଲ ରେ ପ୍ରସାରିତ ଖବର ଆମ ଅଞ୍ଚଳ ର ଶ୍ରୀମାନ ମହେନ୍ଦ୍ର ବଢ଼େଇ ଯେ,କି ଭୂବନେଶ୍ୱର ରେ ପ୍ରଶାସନିକ ଅଧିକାରୀ ଭାବେ କାର୍ଯ୍ୟରତ,ତାଙ୍କ ଦୃଷ୍ଟି ଆକର୍ଷଣ ହେବାପରେ ସେ ସଙ୍ଗେ ସଙ୍ଗେ ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ପାଇକମାଲ ବ୍ଳକ ଅଧିନସ୍ଥ ପଲସଦା ଗ୍ରାମପଞ୍ଚାୟତ ରେ ଯାଉଥିବା ବୋଡାସମ୍ବର ଗ୍ରାମର ସୁରେନ୍ଦ୍ର କୁମ୍ଭାର ଙ୍କ ଦୁଃଖଦ ପରିସ୍ଥିତି କୁ ଅନୁଧ୍ୟାନ ପାଇଁ ଏକ ସ୍ୱେଚ୍ଛାସେବୀ ଦଳ କୁ ପଠାଇଥିଲେ lଶ୍ରୀ ସୁରେନ୍ଦ୍ର କୁମ୍ଭାର ର ଦୁଃଖଦ ପରିସ୍ଥିତି ଅନୁଧ୍ୟାନ ରେ ଜଣାଗଲା ଯେ, ସୁରେନ୍ଦ୍ର କୁମ୍ଭାର ଯାହାଙ୍କ ବୟସ ୨୫ବର୍ଷ,ଦିର୍ଘ ୮ ବର୍ଷ

ହେଲା ତାଙ୍କର ଗୋଡ଼ ଦୁଇଟି ପକ୍ଷାଘାତ ହୋଇ ଏକପ୍ରକାର ର ଶଯ୍ୟାଶାୟୀ ଅବସ୍ଥା ରେ ପଡିରହିଛନ୍ତି lଅନେକ ଦିନ ହେଲା ତାଙ୍କର ଦୁଇ ଦୁଇଟି ବଡ଼ବଡ଼ ଅପରେସନ ମଧ୍ୟ ହୋଇସାରିଛି lଯୈାବନ ଅବସ୍ଥାରେ ତାଙ୍କର ବୃଦ୍ଧା ଏକ ମାତ୍ର ସାହାରା lଏ ପର୍ଯ୍ୟନ୍ତ ସରକାର ଙ୍କ ସାହାଯ୍ୟ ସହଯୋଗ ଭାବେ ତାଙ୍କର ବିକଳାଙ୍ଗ ଭତ୍ତା ତ ଦୂରର କଥା ମୁଣ୍ଡ ଗୁଞ୍ଜିବାକୁ ସରକାରୀ ବାସଗୃହ (ଇନ୍ଦିରା ଆବାସ)ଟିଏ ମଧ୍ୟ ପାଇପାରିନାହାନ୍ତି lଏ ସବୁ ଜାଣିଲା ପରେ ଶ୍ରୀମାନ ବଢେଇ ଏକ ହୁଇଲ୍ ଚେୟାର, ଜରୁରୀ ରାସନ୍ ସାମଗ୍ରୀ ଏବଂ ଓୈାଷଧ ଖର୍ଚ୍ଚ ବାବଦ କୁ ନଗଦ

୨୦୦୦ ଟଙ୍କା ଅର୍ଥ ରାଶି ର ସହାୟତା ଶ୍ରୀମାନ ବଢେଇ ଙ୍କ ନିର୍ଦ୍ଦେଶ କ୍ରମେ ସର୍ବଶ୍ରୀ:-ସଞ୍ଜୟ ବଢେଇ, ସୁନିଲ ପ୍ରଧାନ, ଡମ୍ବରୁ ପ୍ରଧାନ, ପ୍ରେମାନନ୍ଦ ବାରିକ ବୋଡାସମ୍ବର ଗ୍ରାମକୁ ଯାଇ ସ୍ୱେଚ୍ଛାସେବୀ ପଙ୍କଜ ସାହୁ,ମୁରଲୀ ସାହୁ,ବବୁଲୁ ପଣ୍ଡା ଏବଂ ଗ୍ରାମବାସୀଙ୍କ ଉପସ୍ଥିତିରେ ଉପରୋକ୍ତ ସହାୟତା ପ୍ରଦାନ କରିଥିଲେ lଏ ମହତ କାର୍ଯ୍ୟ ପାଇଁ ସବୁଦିନ ମୋ ହୃଦୟ ରେ ଶ୍ରୀମାନ ମହେନ୍ଦ୍ର ବଢ଼େଇ ସ୍ଥାନୀୟ ହୋଇ ରହିଲେ ବୋଲି ସୁରେନ୍ଦ୍ର କୁମ୍ଭାର ପରିପ୍ରକାଶ କରିଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like