-+91-9937148622 |

prerana_bgr@rediffmail.com |

  Monday 15th June 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ   (15-Jun-2026)       ||      ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   (15-Jun-2026)       ||      ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ    (15-Jun-2026)       ||      ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   (15-Jun-2026)       ||      ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   (15-Jun-2026)       ||      ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   (15-Jun-2026)       ||      ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ    (15-Jun-2026)       ||      ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି   (15-Jun-2026)       ||      ଗତିରାଉତପାଟଣାରେ ବହୁମୁଖୀ ଷ୍ଟାଡିୟମର ଶିଳାନ୍ୟାସ|   (15-Jun-2026)       ||      ଏକ ମାସ ହେଲା ଠିକାଦାର ରାସ୍ତା ମଝିରେ ଖୋଳି ଛାଡ଼ି ଛୁ, ସାଧାରଣ ଲୋକ ଖାଲରେ ପଡି ମଲେକେତେ ଗଲେ କେତେ ଗେଲ୍ ଇଣ୍ଡିଆର ଯାଏ ଆସେ କଣ ।   (15-Jun-2026)       ||      ମାହେଶ୍ୱରୀ ସଂଗଠନର ବାର୍ଷିକ ଉତ୍ସବ   (15-Jun-2026)       ||      *କନ୍ୟାଶ୍ରମ ନିକଟରେ ୨ବାଇକ ଧକା ଜଣେ ଗୁରୂତର ୪ଆହତ*   (15-Jun-2026)       ||      ବାରପାଳି ୨୨ ମୌଜାର ଇଷ୍ଟଦେବତା ଶ୍ରୀ ଶ୍ରୀ ବୁଢାରାଜାଙ୍କ ମନ୍ଦିରର ମୁଖ୍ୟ ପୂଜକ ଭାବେ ଅଭିଷିକ୍ତ ହେଲେ ଶ୍ରୀଯୁକ୍ତ ହେରାମ୍ବ ସିଂ ପୁଝାରୀ   (15-Jun-2026)       ||      ଚାଉଳିଆଗଞ୍ଜ ଖେଳ ପଡ଼ିଆରେ ରଜ ମହୋତ୍ସବ ଉଦ୍‌ଘାଟିତ |   (15-Jun-2026)       ||      ୱାଇ.ସି. ଡି.ଏ ଦ୍ଵାରା ଆଠଗାଁ ଗ୍ରାମ ରେ ଶିଶୁ ସ୍ବାସ୍ଥ୍ୟ ମେଳା ଏବଂ ରଜ ଉତ୍ସବ,   (14-Jun-2026)       ||      କଚେରୀ ଛକରେ ଟ୍ରାଫିକ ଷ୍ଟାଣ୍ଡିଂ ସେଡ୍‌ର ଶୁଭ ଉଦଘାଟନ, ଆଗାମୀ ଦିନରେ ସମସ୍ତ ସିଗନାଲରେ ନିର୍ମାଣ ହେବ ସେଡ୍   (14-Jun-2026)       ||      କଚେରୀ ଛକରେ ଟ୍ରାଫିକ ଷ୍ଟାଣ୍ଡିଂ ସେଡ୍‌ର ଶୁଭ ଉଦଘାଟନ, ଆଗାମୀ ଦିନରେ ସମସ୍ତ ସିଗନାଲରେ ନିର୍ମାଣ ହେବ ସେଡ୍   (14-Jun-2026)       ||      *ସୋନପୁର ଷ୍ଟେଟବ୍ୟାଙ୍କ ପକ୍ଷରୁ ରକ୍ତଦାନ ଶିବିର*-;   (14-Jun-2026)       ||      ତାଳଦଣ୍ଡା କେନାଲ୍ ପାଚେରି ନିର୍ମାଣରେ ସାଙ୍ଘାତିକ ଦୁର୍ନୀତି । କାମ ସରିନି ୨ କୋଟି ଟଙ୍କା ଖର୍ଚ୍ଚ ହେଲା କିପରି ।ଆଉ ୧୫ ଦିନ ପରେ ଚାକିରିରୁ ଅବସର ନେବେ ।ଭିଜିଲାନ୍ସ ତଦନ୍ତ ପାଇଁ ଦାବି ।   (14-Jun-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ବିଶ୍ୱ ରକ୍ତ ଦାତା ଦିବସ ଓ ରକ୍ତ ଦାନ ଶିବିର ଅନୁଷ୍ଠିତ*   (14-Jun-2026)       ||     

HOME   ଜିଲ୍ଲା

ତୁର୍ଲାମାଲ ଗ୍ରାମରେ କାର୍ତ୍ତିକ ପଞ୍ଚୁକ ପାଳିତ

18-Nov-2021



ପାଟଣାଗଡ ( ପୁର୍ଣ୍ଣ ଶଶୀ ଶେଖର ରାଓ) ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ବ୍ଳକ ସାଲେପାଲି ପଞ୍ଚାୟତ ତୁର୍ଲାମାଲ ଗ୍ରାମ ରେ କାର୍ତ୍ତିକ ପଞ୍ଚୁକ ପାଳିତ ଅନୁଷ୍ଠିତ ହୋଇଯାଇଛି  ହୋଇଯାଇଛି । କାର୍ତ୍ତିକ ମାସ ସାରା ତଥା  ଶୁକ୍ଳ ପକ୍ଷ ଦିନ ରୁ ଅଳାଁ ନବମୀ ଦିନ ଠାରୁ ଆରମ୍ଭ ହୋଇ ପଞ୍ଚୁକ ବୁଡ ପକାଥାନ୍ତି ।  ପ୍ରଭାତ ୪ ଟା ରେ 

 ଉଠି ପୋଖରୀକୁ ଯାଇ ସ୍ନାନ ପରେ  ପୋଖରୀ କୁଳରେ ବାଳି ରେ ବାଲୁକା ଲିଙ୍ଗ ସ୍ଥାପନ କରି ପୂଜାର୍ଚ୍ଚନା ସହ ସାମୁହିକ ପ୍ରାର୍ଥନା କରିଥାନ୍ତି । ଏଥିରେ ପାର୍ଶ୍ଵ ଦେବତା ଭାବେ ରାଇ ଦାମୋଦର, ବରୁଣ କୁବେର କାର୍ତ୍ତିକ କୈୟ ,ଶିବ ପାର୍ବତୀ , ବରଗଛ,ଧାତ୍ରି ବୃକ୍ଷ ,ପଲାସ ବୃକ୍ଷ , ପାଣି ଢ଼ାଳିଲି ଥାନ୍ତି। ପରେ ଗ୍ରାମ କୁ ଆସି ପୂଜା ମଣ୍ଡପ ରେ ଭଗବାନ ଶିବ ପାର୍ବତୀ ରାଧାଦାମୋଦର , ସ୍ଥାପନ କରି ପୂଜାର୍ଚ୍ଚନା ସହ ପୁରାଣ ଆରମ୍ଭ ହୋଇଥାଏ । ପ୍ରତ୍ୟେକ ଦିନ ସନ୍ଧ୍ୟା ପର୍ଯ୍ୟନ୍ତ ପୁରାଣ ପାଠ ସହିତ ଭଜନ କୀର୍ତ୍ତନ କରିଥାନ୍ତି । ପୂଜା କର୍ତ୍ତା ଭାବରେ ଲିଙ୍ଗରାଜ ଭୋଇ ଓ ତାଙ୍କ ଧର୍ମପତ୍ନୀ ଦ୍ରୈପଦୀ ଭୋଇ ଦାୟିତ୍ଵ ନିର୍ବାହ କରିଥିବା ବେଳେ ଗୋରେଖନାଥ ବରିହା ପୁରାଣ ପାଠ କରିଥିଲେ  ।ଶିବ ଥପା , ଗିରିଧାରୀ ଭୋଇ , ମକରନ୍ଦ ଭୋଇ, ପରମାନନ୍ଦ ଭୋଇ , ଖଗେ ମଲିକ,ବିଟୁ ମଲ୍ଲିକ,କୈାଲାଶ ଭୋଇ ,ଧର୍ମୁ ଭୋଇ ,ଡୋଲାମଣି ମେହେର ,ଧୂବଲେଶ୍ଵର ଭୋଇ , ଶେଷ ଦେବ ଦୀପ , ପୂର୍ଣ୍ଣ ଚନ୍ଦ୍ର ଥପା ,କହ୍ନୈଇ ଭୋଇ ,ବୁଡୁ ବରିହା ,ପରଦେଶି ବରିହା , ଲୋକନାଥ ବୁଡେକ,ଆରତୀ

ଵୁଡେକ , ରତ୍ନୀ ଭୋଇ , ଚନ୍ଦ୍ରମା ଥପା, ଗୀତା ମଲ୍ଲିକ ,ଗଞ୍ଜା ବନଗୁଲା ,ହେମ ମାଝୀ,ହେମ ମଲ୍ଲିକ ,ଧୂବଲପଡେନ , ପୁଷ୍ପାଞ୍ଜଳି ମଲିକ , ବୁଦ୍ଧ ଭୋଇ , କୁମାରୀ ମଲିକ , ମାଳା ଭୋଇ ,ଧନମତୀ ଭୋଇ , ଚନ୍ଦ୍ରମା ଥପା, ପଦ୍ମିନୀ ଥପା,ପ୍ରେମ୍ ଭୋଇ , କୁନ୍ତୀ ମାଝୀ , ପୂର୍ଣ୍ଣିମୀ ଛପା,ରେଖାବନଛୋର, ପରଦେଶୀ ବରିହା ,ତାରାବତୀ ବରିହା , ବିଷ୍ଣୁ ଥପା,ଭାଲଡୁଙ୍ଗୁରେନ, ମନ୍ଦୋଦରୀ ଭୋଇ,ବୁଇବାଗ, ସପୁର ଭୋଇ , ବିଶାଖା ମିର୍ଦ୍ଧା ,  ପ୍ରମୁଖ ସହ ଅନ୍ୟ ଭକ୍ତ ମାନେ ସାମିଲ ଥିଲେ । ପ୍ରତ୍ୟେକ ଦିନ ପ୍ରସାଦ ସେବନ ର ବ୍ୟବସ୍ଥା କରାଯାଇଥିଲା ଏବଂ ଆଜି ଆଡ଼ମ୍ବର ସହକାରେ କିର୍ତନ୍ୟ କରି ଅଏଁଲା ନବମୀ ପାଳନ କରାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ   15-Jun-2026
  ଜିଲ୍ଲା  
ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   15-Jun-2026
  ଜିଲ୍ଲା  
ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ   15-Jun-2026
  ଜିଲ୍ଲା  
ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   15-Jun-2026
  ଜିଲ୍ଲା  
ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   15-Jun-2026
  ଜିଲ୍ଲା  
ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   15-Jun-2026
  ଜିଲ୍ଲା  
ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ   15-Jun-2026
  ଜିଲ୍ଲା  
ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି   15-Jun-2026
  ଜିଲ୍ଲା  
ଗତିରାଉତପାଟଣାରେ ବହୁମୁଖୀ ଷ୍ଟାଡିୟମର ଶିଳାନ୍ୟାସ|   15-Jun-2026
  ଜିଲ୍ଲା  
ଏକ ମାସ ହେଲା ଠିକାଦାର ରାସ୍ତା ମଝିରେ ଖୋଳି ଛାଡ଼ି ଛୁ, ସାଧାରଣ ଲୋକ ଖାଲରେ ପଡି ମଲେକେତେ ଗଲେ କେତେ ଗେଲ୍ ଇଣ୍ଡିଆର ଯାଏ ଆସେ କଣ ।   15-Jun-2026
  ଜିଲ୍ଲା  
ମାହେଶ୍ୱରୀ ସଂଗଠନର ବାର୍ଷିକ ଉତ୍ସବ   15-Jun-2026
  ଜିଲ୍ଲା  
*କନ୍ୟାଶ୍ରମ ନିକଟରେ ୨ବାଇକ ଧକା ଜଣେ ଗୁରୂତର ୪ଆହତ*   15-Jun-2026

You Might Also Like