-+91-9937148622 |
prerana_bgr@rediffmail.com |
Thursday 5th March 2026 |
R.N.I. Regd No. ODIODI/2010/46693
Breaking News
18-Nov-2021
କଟକ(ପ୍ରେରଣା ଖବର ବ୍ୟୁରୋ ): ମମିତା ମେହେର ହତ୍ୟାକାଣ୍ଡକୁ ନେଇ ରାଜନୀତି ତୀବ୍ର ହେଉଥିବା ବେଳେ ଏହି ମାମଲାରେ ତଦନ୍ତକୁ ନେଇ ସରକାରଙ୍କୁ ଷ୍ଟାଟସ୍ ରିପୋର୍ଟ ମାଗିଛନ୍ତି ହାଇକୋର୍ଟ । ତଦନ୍ତ କେତେ ଦୂର ଆଗେଇଛି, ସେନେଇ ହାଇକୋର୍ଟ ରିପୋର୍ଟ ମାଗିଛନ୍ତି । ଡିସେମ୍ବର ୩ରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଧାର୍ଯ୍ୟ କରାଯାଇଛି । ତ୍ୱରିତ ଶୁଣାଣି ଓ ଫାଷ୍ଟଟ୍ରାକ୍ ବିଚାର ପାଇଁ ମମିତାଙ୍କ ପରିବାର ପକ୍ଷରୁ ଅପିଲ କରାଯାଇଥିଲା ।