-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଯୁବ ନେତା ସ୍ବର୍ଗତ ପରିକ୍ଷିତ ଛତର ଙ୍କ ବିୟୋଗରେ ବିଜେପି ବରଗଡ଼ ଜିଲ୍ଳା ତରଫରୁ ଶ୍ରଦ୍ଧାଞ୍ଜଳି ସଭା

18-Nov-2021



ବରଗଡ(ନିରଞ୍ଜନ ତ୍ରିପାଠୀ) : ବିଜେପି ଯୁବମୋର୍ଚ୍ଚା ଜିଲ୍ଲା ସାଧାରଣ ସମ୍ପାଦକ ତଥା  ରାଜ୍ୟ ଅନୁସୂଚିତ  ଜାତି ମୋର୍ଚ୍ଚା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ  ସ୍ବର୍ଗତ  ପରିକ୍ଷିତ ଛତରଙ୍କ  ବିୟୋଗରେ  ଆଜି ବିଜେପି ବରଗଡ ଜିଲ୍ଲା ତରଫରୁ ଏକ ଶ୍ରଦ୍ଧାଞ୍ଜଳୀ ସଭା  ଜିଲ୍ଳା ସଭାପତି ଅଶ୍ୱିନୀ ଷଡ଼ଙ୍ଗୀ ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ହୋଇଯାଇଛି l ପ୍ରାରମ୍ଭରେ ସ୍ବର୍ଗତ

ଛତର ଙ୍କ ଆତ୍ମାର ସତଗତି  କାମନାକରି  ଦୁଇ ମିନିଟ ନିରବ  ପ୍ରାର୍ଥନା କରାଯାଇଥିଲା l ଜିଲ୍ଲା ସଭାପତି ଏହି ଅବସରରେ  ଗଭୀର  ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା  ସହିତ ସ୍ବର୍ଗତ  ପରିକ୍ଷିତ ଛତର ଙ୍କ ବିୟୋଗରେ  ଦଳର ଅପୂରଣୀୟ କ୍ଷତି  ହେବା ସହିତ  ଦଳ ଜଣେ ନିଷ୍ଠାପର କାର୍ଯ୍ୟକର୍ତ୍ତା ଙ୍କୁ ହରାଇଲା  ବୋଲି ଅଭିହିତ  କରିଥିଲେ l ବରଗଡ  ସାଂସଦ ଶ୍ରୀଯୁକ୍ତ ସୁରେଶ  ପୁଜାରୀ  ଏହି ଅବସରରେ ସ୍ବର୍ଗତ ପରୀକ୍ଷିତ ଛତର ଙ୍କ  ସୃତି ଚାରଣ କରି ସ୍ବର୍ଗତ  ପରିକ୍ଷିତ ଛତରଙ୍କୁ  ଦଳର  ଜଣେ  ଦାଇତ୍ୱବାନ କାର୍ଯ୍ୟକର୍ତ୍ତା ତଥା ଉଦୟମାନ ଯୁବନେତାଙ୍କୁ ହରାଇଲା ବୋଲି ପ୍ରକାଶ କରିଥିଲେ l ପରିକ୍ଷିତ ଛତର ଙ୍କ ଅସମୟରେ  ବିୟୋଗ ଯୋଗୁଁ ବ୍ୟକ୍ତ ଗତ  ଭାବେ ବହୁତ ଦୁଃଖିତ ବୋଲି ପ୍ରକାଶ କରିବାସହିତ  ବରଗଡ଼  ଜିଲ୍ଳା

ଜଣେ ଯୁବ ସମାଜସେବୀ ଙ୍କୁ ହରାଇଲା  ବୋଲି ମତବ୍ୟକ୍ତ  କରିଥିଲେ l ଅନ୍ୟମାନଙ୍କ ମଧ୍ୟରେ ରାଷ୍ଟ୍ରୀୟ ଓବିସି ମୋର୍ଚ୍ଚା ର କାର୍ଯ୍ୟକାରିଣୀ ସଦସ୍ୟା ତଥା  ଜିଲ୍ଳା ପରିଷଦ  ଅଧ୍ୟକ୍ଷା ଶ୍ରୀମତୀ ମୁକ୍ତା ସାହୁ, ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ମଦନ ଦୀପ,ବରିଷ୍ଠ ବିଜେପି ନେତୃବୃନ୍ଦ ସର୍ବଶ୍ରୀ ସୁରେଶ୍ୱର ଶତପଥୀ, ସୌରୀ ଚରଣ  ବାରିକ, ଡ. ଅରୂପାନନ୍ଦ  ସାହୁ, ରବି ନାରାୟଣ ଦାଶ, ଅଶୋକ  ପଣ୍ଡା,ସୁଶାନ୍ତ ମିଶ୍ର, ପ୍ରିତେଶ ବହିଦାର, କୁଶ କୁମ୍ଭାର, ସରୋଜ ପାଣିଗ୍ରାହୀ,ଅକୁର  ମଲ୍ଲିକ, ଅବନୀକାନ୍ତ ପଣ୍ଡା, ଅମିତ କୁମାର ପଣ୍ଡା,ସବିତା  ସାହୁ,ସୁନନ୍ଦା ମେହେର,ଈଶ୍ୱର  ବାଗ,ଉରକୁଲୁ ତାଣ୍ଡି, ପ୍ରମୋଦ ଛତର,ବିପିନ ଭୋସାଗର,ଗୁଡ଼େଶ ଦାଶ, ଶାନ୍ତନୁ ସାହୁ, ସୁବ୍ରତ ହୋତା, ସୀମା  ସିଂ, ମମତା  ଅଗ୍ରୱାଲ, ଯୁଧିଷ୍ଠିର ମେହେର , ଅର୍ଚ୍ଚନା ବାଗ, ଘନଶ୍ୟାମ ସାହୁ, କୁଶ ସାହୁ , ବ୍ରଜ ନାଏକ , ସୁଜିତ ସରାଫ, ସୁନୀଲ ପଧାନ , ନିରୋଜ ବାରିକ, ଅର୍ଜୁନ ବାଗ ଗୀତାଞ୍ଜଳି ମେହେର, ମଣ୍ଟୁ ପାଣ୍ଡେ, ଲକ୍ଷ୍ମୀକାନ୍ତ ବରିହା ତଥା  ଅନ୍ୟାନ୍ୟ ବହୁ ନେତା ସୃତିଚାରଣ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like