-+91-9937148622 |

prerana_bgr@rediffmail.com |

  Tuesday 16th June 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା    (15-Jun-2026)       ||      ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   (15-Jun-2026)       ||      ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ    (15-Jun-2026)       ||      *କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   (15-Jun-2026)       ||      ଏସ୍. ଏନ୍. କ୍ଲାସେସ୍ ର ଗ୍ରୀଷ୍ମକାଳୀନ ଉଜ୍ଜାପନି ଉତ୍ସବ ପାଳିତ   (15-Jun-2026)       ||      ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ   (15-Jun-2026)       ||      ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   (15-Jun-2026)       ||      ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ    (15-Jun-2026)       ||      ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   (15-Jun-2026)       ||      ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   (15-Jun-2026)       ||      ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   (15-Jun-2026)       ||      ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ    (15-Jun-2026)       ||      ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି   (15-Jun-2026)       ||      ଗତିରାଉତପାଟଣାରେ ବହୁମୁଖୀ ଷ୍ଟାଡିୟମର ଶିଳାନ୍ୟାସ|   (15-Jun-2026)       ||      ଏକ ମାସ ହେଲା ଠିକାଦାର ରାସ୍ତା ମଝିରେ ଖୋଳି ଛାଡ଼ି ଛୁ, ସାଧାରଣ ଲୋକ ଖାଲରେ ପଡି ମଲେକେତେ ଗଲେ କେତେ ଗେଲ୍ ଇଣ୍ଡିଆର ଯାଏ ଆସେ କଣ ।   (15-Jun-2026)       ||      ମାହେଶ୍ୱରୀ ସଂଗଠନର ବାର୍ଷିକ ଉତ୍ସବ   (15-Jun-2026)       ||      *କନ୍ୟାଶ୍ରମ ନିକଟରେ ୨ବାଇକ ଧକା ଜଣେ ଗୁରୂତର ୪ଆହତ*   (15-Jun-2026)       ||      ବାରପାଳି ୨୨ ମୌଜାର ଇଷ୍ଟଦେବତା ଶ୍ରୀ ଶ୍ରୀ ବୁଢାରାଜାଙ୍କ ମନ୍ଦିରର ମୁଖ୍ୟ ପୂଜକ ଭାବେ ଅଭିଷିକ୍ତ ହେଲେ ଶ୍ରୀଯୁକ୍ତ ହେରାମ୍ବ ସିଂ ପୁଝାରୀ   (15-Jun-2026)       ||      ଚାଉଳିଆଗଞ୍ଜ ଖେଳ ପଡ଼ିଆରେ ରଜ ମହୋତ୍ସବ ଉଦ୍‌ଘାଟିତ |   (15-Jun-2026)       ||      ୱାଇ.ସି. ଡି.ଏ ଦ୍ଵାରା ଆଠଗାଁ ଗ୍ରାମ ରେ ଶିଶୁ ସ୍ବାସ୍ଥ୍ୟ ମେଳା ଏବଂ ରଜ ଉତ୍ସବ,   (14-Jun-2026)       ||     

HOME   ଜିଲ୍ଲା

ଶବଦାହ ପାଇଁ କାଠ ଯୋଗଇଦେବା ଦାବିରେ ନିଷ୍ଠା ପରିବାର ତରଫ ରୁ ବନ ବିଭାଗ ଅଧିକାରୀ ଙ୍କ କାର୍ଯ୍ୟାଳୟ ଘେରାଉ

18-Nov-2021



ବରଗଡ଼ (ମୁକୁନ୍ଦ ଦାସ (ଅଜଣା ଶବ ସତ୍କାର ହେଉ କି ବରଗଡ଼ ର କୌଣସି ମୃତକ ଙ୍କ ଶବଦାହ ପାଇଁ କାଠ ର ଆବଶ୍ୟକତା ଅଛି।କିନ୍ତୁ ଦୁଃଖର କଥା ଆମେ ଅନେକ ଥର ଏ ବିଷୟ ନେଇ ଜିଲ୍ଲା ପ୍ରଶାସନ ର ଦୃଷ୍ଟି ଆକର୍ଷଣ କରିବା ସହ ଚିଠି ମଧ୍ୟ ଦେଇ ଥିଲୁ,ଫଳ କିନ୍ତୁ ଶୁନ।ବନ ବିଭାଗ ପକ୍ଷ ରୁ ରେଲୱେ ଷ୍ଟେସନ ରେ ଗୋଟିଏ କାଠ ଗୋଦମ୍ ଅଛି। ସେଠାରେ ବହୁତ ବଡ଼ ବଡ଼ କାଠ ଅଛି ଯାହାକି ଜାଳେଣି

ଯୋଗ୍ୟ ନୁହେଁ, ତାହା ପୁଣି ନଗଦ ଟଙ୍କା ଦେଇ ନେବାକୁ ହେବ। ତେଣୁ ଆଜି ନିଷ୍ଠା ପରିବାର ତରଫ ରୁ ଏକ ଅଜଣା ଶବ କୁ ନେଇ ବରଗଡ଼ ବନ ବିଭାଗ ଅଧିକାରୀ ଙ୍କ କାର୍ଯ୍ୟାଳୟ ଘେରାଉ କରାଯାଇଥିଲା। ବନ ବିଭାଗ କର୍ମଚାରୀ ଙ୍କ କହିବା ଅନୁସାରେ ଶବଦାହ ପାଇଁ ଜାଳେଣୀ କାଠ ଦେବା ଦାୟିତ୍ଵ ତାଙ୍କର ନୁହେଁ।ଦୀର୍ଘ ପାଞ୍ଚ ଘଣ୍ଟା ଶବ ପଡ଼ି ରହିବା ପରେ ଶେଷ ରେ ବରଗଡ଼ ପୌର ପରିଷଦ ର କାର୍ଯ୍ୟ ନିର୍ବାହୀ ଅଧିକାରୀ ନାରେନ ଡନସନା ଲିଖିତ ପ୍ରତିଶ୍ରୁତି ଦେଲେ ଯେ ଆଗାମୀ ଦିନରେ ପୌର ପରିଷଦ ତରଫ ରୁ ସେ କାଠ ଯୋଗେଇ ଦେବେ। ଶେଷ ରେ ଆନ୍ଦୋଳନ କୁ ବନ୍ଦ କରି ନିଷ୍ଠା ପରିବାର ତରଫ ରୁ ସଦର ଥାନା ଅଧିକାରୀ ଙ୍କ ଉପସ୍ଥିତି ରେ ସସମ୍ମାନେ

ଶବଦାହ କରାଯାଇଥିଲା। ଆଜି ର ଏହି କାର୍ଯ୍ୟକ୍ରମ ରେ ବରଗଡ଼ ର ସଂକଳ୍ପ ପରିବାର ସମର୍ଥନ କରି ଶେଷ ପର୍ଯ୍ୟନ୍ତ ଆମ ସହ ରହି ସହଯୋଗ କରିଥିଲେ। ନିଷ୍ଠା ର ସମ୍ପାଦକ ଅଶ୍ୱିନୀ ତ୍ରିପାଠୀ, କୋଷାଧ୍ୟକ୍ଷ ଶ୍ୟାମ ସୁନ୍ଦର ସାହୁ, ବିଦ୍ୟାଧର ଭୋଇ, ଜୟନ୍ତ ପ୍ରଧାନ, ଚିତ୍ର ପ୍ରଧାନ, ମହିଳା ଶାଖା ର ମୁଖ୍ୟ ତ୍ରିପୁରା ଶୁହୁଲା ଙ୍କ ସମେତ ଅନ୍ୟ ସଦସ୍ୟ ସଦସ୍ୟା ମାନେ ଅଂଶ ଗ୍ରହଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା   15-Jun-2026
  ଜିଲ୍ଲା  
ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   15-Jun-2026
  ଜିଲ୍ଲା  
ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ   15-Jun-2026
  ଜିଲ୍ଲା  
*କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   15-Jun-2026
  ଜିଲ୍ଲା  
ଏସ୍. ଏନ୍. କ୍ଲାସେସ୍ ର ଗ୍ରୀଷ୍ମକାଳୀନ ଉଜ୍ଜାପନି ଉତ୍ସବ ପାଳିତ   15-Jun-2026
  ଜିଲ୍ଲା  
ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ   15-Jun-2026
  ଜିଲ୍ଲା  
ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   15-Jun-2026
  ଜିଲ୍ଲା  
ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ   15-Jun-2026
  ଜିଲ୍ଲା  
ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   15-Jun-2026
  ଜିଲ୍ଲା  
ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   15-Jun-2026
  ଜିଲ୍ଲା  
ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   15-Jun-2026
  ଜିଲ୍ଲା  
ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ   15-Jun-2026

You Might Also Like