-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଅପରାଧ

ଖପ୍ରାଖୋଲ ପୋଲିସ ଦ୍ବାରା ବସ୍ ରୁ ୧୨ ଜଣ ଦାଦନ ଶ୍ରମିକ ଉଦ୍ଧାର

18-Nov-2021



ପାଟଣାଗଡ଼ (ପୁର୍ଣ୍ଣ ଶଶୀ ଶେଖର ରାଓ) ପାଟଣାଗଡ଼ ଉପଖଣ୍ଡ ଖପ୍ରାଖୋଲ ଥାନା ପୋଲିସ ଦ୍ୱାରା ୧୨ ଜଣ ଦାଦନ ଶ୍ରମିକ ଉଦ୍ଧାର ହୋଇଥିବା ଜଣାପଡିଛି। ସୂଚନାଯୋଗ୍ୟ ଯେ ବୌଦ୍ଧ ଜିଲ୍ଲା ର ୧୨ ଜଣ ଦାଦନ ଶ୍ରମିକ ବରଗଡ଼ ଜିଲ୍ଲା ର ନିଜ ସମ୍ପର୍କୀୟ ଙ୍କ ପ୍ରଲୋଭନ ରେ ପଡ଼ି ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଳକ ସାନଉଡେନ ଗାଁ ର ଦାଦନ ଦଲାଲ୍ କେଶବ ଦିପ୍ ପାଖକୁ ବୁଧବାର ଦିନ ବସ୍ ଯୋଗେ ଆସୁଥିଲେ କୌଣସି ସୂତ୍ରରୁ ଖପ୍ରାଖୋଲ ଥାନା ସବ୍ଇନସ୍ପେକ୍ଟର ଜୟଶଙ୍କର ଆଚାର୍ଯ୍ୟ ଖବର ପାଇ ସମୟ ୧୨:୩୦ ଟାରେ ହରିଶଙ୍କର ଛକ ଠାରେ ବସ୍ କୁ ଅଟକାଇ ପଚରାଉଚରା କରିଥିଲେ ଏବଂ  ପୋଲିସ ଷ୍ଟେସନ କୁ ଆଣି ତଦନ୍ତ କରିଥିଲେ। ଦାଦନ ଶ୍ରମିକ ମଧ୍ୟରେ ୩ ଜଣ ପୁରୁଷ, ୪ ଜଣ ମହିଳା ଓ ୫ ଜଣ ଶିଶୁ ଶ୍ରମିକ ଥିବା ବେଳେ ଥାନାରେ କେଶ ନମ୍ବର ୧୯୮/୨୧ ମାମଲା ରୁଜୁ କରି ତଦନ୍ତ ଚଳାଇଥିବା ତଦନ୍ତ କାରୀ ଅଫିସର ଜି,କେ କୁମରା ସୂଚନା ଦେଇଛନ୍ତି।ଯେଉଁ ଦିନ ଠାରୁ ଖପ୍ରାଖୋଲ ଥାନା ଅଧିକାରୀ ଭାବେ ରମାକାନ୍ତ ସାହୁ ଯୋଗଦେଲେ ସେହି ଦିନଠାରୁ ଅଞ୍ଚଳରେ ହେଉଥିବା ଅନେକ ଅପରାଧ ଓ ବେଆଇନ କାରବାର କିଛି ମାତ୍ରାରେ କମିବାରେ ଲାଗିଥିବାରୁ ଅଞ୍ଚଳବାସୀ ବହୁ ଖୁସି ମନେ କରୁଛନ୍ତି। କିନ୍ତୁ ପ୍ରତିଦିନ ହଜାର ହଜାର ବେଆଇନ ଦାଦନ ଶ୍ରମିକ ଟ୍ରେନ ଯୋଗେ ଚାଲାଣ ହେଉଥିବାରୁ ଲାଠୋର ରେଲୱେ ଷ୍ଟେସନ ରେ ଲାଠୋର ପୋଲିସ ଧରୁଛି ନାଁ ଜି ଆର ପି ପୋଲିସ ଧରୁଛି। ଆଜି ପର୍ଯ୍ୟନ୍ତ ଦାଦନ ଉଦ୍ଧାର କରୁନାହାନ୍ତି କି ଦଲାଲ୍ ମାନଙ୍କୁ ଗିରଫ କରୁନାହାନ୍ତି କାହିଁକି ବୋଲି ଜନସାଧାରଣରେ ଚର୍ଚ୍ଚା ହେଉଛି। ଏପଟେ ବେଲପଡା ପୋଲିସ କେବେ କେବେ ଦାଦନ ଧରନ୍ତି କି ନାହିଁ ଯେ ଗଣମାଧ୍ୟମ ପ୍ରତିନିଧି ମାନଙ୍କୁ ସୂଚନା ଦିଅନ୍ତି ନାହିଁ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like