-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ପରିବାର ମଧ୍ୟରେ ହିଁ ଶିଶୁ ର ସାମଗ୍ରିକ ବିକାଶ ସମ୍ଭବ । ୱା ସି ଡି ଏ ବଲାଙ୍ଗୀର ଶାଖା ତରଫରୁ ଶିଶୁ ର ପରିବାରରେ ରହିବାର ଆନନ୍ଦ ଉତ୍ସବ

18-Nov-2021



ବଲାଙ୍ଗୀର ( ପ୍ରେରଣା ଖବର) : ଶିଶୁ ପରିବାର ଠାରୁ ଦୂରରେ ରହିଲେ ତାର ବିକାଶ ପ୍ରକ୍ରିୟା ରେ ବାଧା ପହଞ୍ଚେ।ଶିଶୁ ଯତ୍ନ ଅନୁଷ୍ଠାନାଦି ମାଧ୍ୟମରେ ଶିଶୁ ର ଯତ୍ନ କରାଯାଉଥିଲେ ମଧ୍ୟ ପରିବାର ଭିତରେ ହିଁ ତାର ପ୍ରକୃତ ବିକାଶ ସମ୍ଭବ ହୋଇଥାଏ।ଅଭାବ ଅସୁବିଧା ଭିତରେ ତାର ବ୍ୟକ୍ତିତ୍ବ ର ପ୍ରକୃତ ପରିସ୍ଫୁଟନ ହୋଇଥାଏ । ଏଣୁ ଶିଶୁ ପାଇଁ ଉତ୍ତମ ପରିବାର ଓ ଅଭିଭାବକ ଜରୁରୀ ବୋଲି ମତ ଦେଇଛନ୍ତି ୱା ସି ଡି ଏ ବଲାଙ୍ଗୀର ଶାଖା ତରଫରୁ ଜଲିଆ ନିକଟରେ ଥିବା ଏ 3 ୱାର୍ଲ୍ଡ ପରିସରରେ ଶିଶୁ ର ପରିବାରରେ ରହିବାର ଆନନ୍ଦ ଉତ୍ସବ ର ଅତିଥି ମାନେ।

୧୦୦ ରୁ ଅଧିକ ଶିଶୁ,ସେମାନଙ୍କ ଅଭିଭାବକ, ଶିଶୁ ମଙ୍ଗଳ ସମିତି ର କର୍ମକର୍ତ୍ତା ଶିଶୁ ସୁରକ୍ଷା ୟୁନିଟ ର କର୍ମକର୍ତ୍ତା, ଗଣମାଧ୍ୟମ ପ୍ରତିନିଧି,ଶିକ୍ଷାବିତ୍ ,ସାମାଜିକ ଅନୁଷ୍ଠାନ ର କର୍ମକର୍ତ୍ତା ମାନଙ୍କୁ ନେଇ ଶିଶୁ ଅଧିକାର ସପ୍ତାହ ପାଳନ ଅବସରରେ ଏହି ମତ ପ୍ରକାଶ ପାଇଛି ।ୱା ସି ଡି ଏ ବଲାଙ୍ଗୀର ର ସୁବ୍ରତା ଜେନା , ସୁରେଶ ପ୍ରଧାନ, ଅରୁଣ ପ୍ରଧାନଙ୍କ ପରିଚାଳନା ରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଶିଶୁ ମାନଙ୍କୁ ଆନନ୍ଦ ସହ ଶିକ୍ଷା ପାଇଁ

ମ୍ୟାଜିକ ସୋ, ଚିତ୍ରାଙ୍କନ,ନାଚ ଗୀତ ସହ ଉତ୍ତମ ପରିବାର ସହ ଉତ୍ତମ ଅଭିଭାବକ,ମାତା ପିତା ଙ୍କ ଦାୟିତ୍ବ ତଥା କର୍ତ୍ତବ୍ୟ ସଂପର୍କରେ ଏକ ଆଲୋଚନା କରାଯାଇଥିଲା । ଜିଲ୍ଲା ଶିଶୁ ମଙ୍ଗଳ ସମିତି ର ଅଧ୍ୟକ୍ଷ ଯୋଗେଶ୍ବର ମହାନ୍ତି, ସଦସ୍ୟ ଡାକ୍ତର ଗୋଦାବରୀଶ ରଥ,ବିରଞ୍ଚି ନାରାୟଣ ବହିଦାର, ସୁନୀତା ତ୍ରିପାଠୀ, ନନ୍ଦିକିଶୋର ସାଣ୍ଢ, ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଡି ସି ପି ଓ ଲକ୍ଷ୍ମୀ ସିଂ,ଶିକ୍ଷାବିତ୍ ସନାତନ ଠାକୁର,ପୋଷ୍ଟର ମଦର ବିଦ୍ୟୁତ ଖମାରୀ,କେୟାର ଲିଭର ଶିବଶଂକର ପୃଷ୍ଟି, ୱା ସି ଡି ଏ ର ଅରୁଣ ପ୍ରଧାନ ଆଲୋଚନା ରେ ଅଂଶଗ୍ରହଣ କରିଥିଲେ । ଶେଷରେ ଆନନ୍ଦିନୀ ରଥ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like