-+91-9937148622 |

prerana_bgr@rediffmail.com |

  Friday 6th March 2026 |

| | | |

R.N.I. Regd No. ODIODI/2010/46693

Breaking News

ମୀନକେତନ ଦାଶ ଚାକିରିରୁ ଅବସର ନେଲେ: ମାୟାବର୍ହା ଓ ପୈତୃକ ଗ୍ରାମ ଖଲିଆପାଲି ଉତ୍ସବ ମୁଖର   (06-Mar-2026)       ||      ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   (06-Mar-2026)       ||      ମାଲକାନଗିରି ଜିଲ୍ଲା ବିଜେଡି ତରଫରୁ ବିଜୁବାବୁଙ୍କ ବାବୁଙ୍କ ଜୟନ୍ତୀ ପାଳନ    (05-Mar-2026)       ||      *ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ*-   (05-Mar-2026)       ||      *ଡାବୁଗାଁ ନିର୍ବାଚନମଣ୍ଡଳୀ ସ୍ତରୀୟ ୧୧୦ ତମ ବିଜୁ ଜୟନ୍ତୀ ପାଳିତ*   (05-Mar-2026)       ||      ନା ମିଳୁଛି ପାଣି ନା ହେଉଛି କେନାଲ ମରାମତି   (05-Mar-2026)       ||      ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   (05-Mar-2026)       ||      ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   (05-Mar-2026)       ||      ହରିହର ଭେଟ ସମ୍ପନ୍ନ   (05-Mar-2026)       ||      ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   (05-Mar-2026)       ||      ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   (05-Mar-2026)       ||      ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ    (05-Mar-2026)       ||      ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   (05-Mar-2026)       ||      ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   (05-Mar-2026)       ||      ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   (05-Mar-2026)       ||      ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   (05-Mar-2026)       ||      *ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   (05-Mar-2026)       ||      ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ    (05-Mar-2026)       ||      ବଲାଙ୍ଗୀର : କିଛି ଔଷଧ ବିତରକ ସଂସ୍ଥାରେ ନିମ୍ନମାନର ଏବଂ ସ୍ୱଳ୍ପ ଅବଧି ଥିବା ଔଷଧ ମହଜୁଦ    (04-Mar-2026)       ||      ରାଜାରାଜୁଡା ଅମଳର ଜଳାଶୟ ରାଣୀ ବନ୍ଧର ସୁରକ୍ଷା ଓ ପୁନଃରୁଦ୍ଧାର ପାଇଁ ବ୍ୟାପକ ଅଭିଯାନ, ସରକାରୀ ଅନୁଦାନର ସଠିକ ବିନିଯୋଗ ନହଲେ ଆନ୍ଦୋଳନ ପାଇଁ ଚେତାବନୀ ଦେଲା ରାଣୀ ବନ୍ଧ ସୁରକ୍ଷା କମିଟି   (04-Mar-2026)       ||     

HOME   ଜିଲ୍ଲା

ଢେଙ୍କାନାଳ ସଚେତନ ନାଗରିକ ଫୋରମ୍ ତରଫରୁ ତଲବରକୋଟ ପଞ୍ଚାୟତରେ ଶିଶୁମାନଙ୍କୁ ଇଂରାଜୀ କିଟ୍ ବଣ୍ଟନ

18-Nov-2021



ଢେଙ୍କାନାଳ (ତାପସ ଦାସ) : ଢେଙ୍କାନାଳ ସଦର ବ୍ଲକ୍ ଶାଖା ତରଫରୁ ତାଳବରକୋଟ ଜି.ପି. ର ସିଆରିଆ ଗ୍ରାମରେ ଇଂରାଜୀ କିଟ୍ ବଣ୍ଟନ କାର୍ଯ୍ୟକ୍ରମ ହୋଇଯାଇଅଛି । କାର୍ଯ୍ୟକ୍ରମର ସଭାପତି ବୈକୁଣ୍ଠ ରାଉତଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଗ୍ରାମର ମୁଖ୍ୟ ସଞ୍ଜୟ ପରିଡ଼ା, ଫୋରମର ସଦର ବ୍ଲକ୍ ସମ୍ପାଦକ ମିଟୁନା ବେହେରା, ତଳବରକୋଟ ସଭାପତି ଚିନ୍ତାମଣି ମହାନ୍ତି , ଦିଦି ଅଙ୍କିତା ବେହେରା, ଶୈଳବାଳା ରାଉତ ଆଦି ଉପସ୍ଥିତ ରହି

କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ । ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଫୋରମର ଜିଲ୍ଲା ସମ୍ପାଦକ ଭରତ କୁମାର ଦାସ ସଂଗଠନ ଦ୍ଵାରା ହେଉଥିବା ବିଭିନ୍ନ ସେବା କାର୍ଯ୍ୟର ବିବରଣୀ ଦେବା ସହିତ ଚଳିତ ବର୍ଷକୁ ଶିକ୍ଷା ବର୍ଷ ରୂପେ ପାଳନ କରି ଫୋରମର କିଟ୍ ବଣ୍ଟନ କାର୍ଯ୍ୟକ୍ରମକୁ ହାତକୁ ନେଇଥିବାର ସୂଚନା ଦେଇଥିଲେ । ଅନ୍ୟାନ୍ୟ ପଞ୍ଚାୟତରେ ସେବାକାର୍ଯ୍ୟ କରିବା ପାଇଁ ଆଗ୍ରହୀ ଯୁବକମାନେ ଆଗ୍ରହ ପ୍ରକାଶ କଲେ ସେ ସବୁ ପଞ୍ଚାୟତରେ ମଧ୍ୟ କିଟ୍ ବାଣ୍ଟିବା ବ୍ୟବସ୍ଥା କରାଯିବ । ଅନ୍ୟମାନଙ୍କ ମଧ୍ୟରେ ପ୍ରଭାତ ଦେହୁରୀ , ସସ୍ମିତା ଦେହୁରୀ, ଭଜମନ ଜେନା , ନମିତା ନାଏକ, ସସ୍ମିତା ନାଏକ, ଦାନେଇ ସାମନ୍ତରାୟ, ବୀଣାପାଣି ବେହେରା ଆଦି ଉପସ୍ଥିତ ଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ମୀନକେତନ ଦାଶ ଚାକିରିରୁ ଅବସର ନେଲେ: ମାୟାବର୍ହା ଓ ପୈତୃକ ଗ୍ରାମ ଖଲିଆପାଲି ଉତ୍ସବ ମୁଖର   06-Mar-2026
  ଜିଲ୍ଲା  
ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   06-Mar-2026
  ଜିଲ୍ଲା  
ମାଲକାନଗିରି ଜିଲ୍ଲା ବିଜେଡି ତରଫରୁ ବିଜୁବାବୁଙ୍କ ବାବୁଙ୍କ ଜୟନ୍ତୀ ପାଳନ   05-Mar-2026
  ଜିଲ୍ଲା  
*ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ*-   05-Mar-2026
  ଜିଲ୍ଲା  
*ଡାବୁଗାଁ ନିର୍ବାଚନମଣ୍ଡଳୀ ସ୍ତରୀୟ ୧୧୦ ତମ ବିଜୁ ଜୟନ୍ତୀ ପାଳିତ*   05-Mar-2026
  ଜିଲ୍ଲା  
ନା ମିଳୁଛି ପାଣି ନା ହେଉଛି କେନାଲ ମରାମତି   05-Mar-2026
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   05-Mar-2026
  ଜିଲ୍ଲା  
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   05-Mar-2026
  ଜିଲ୍ଲା  
ହରିହର ଭେଟ ସମ୍ପନ୍ନ   05-Mar-2026
  ଜିଲ୍ଲା  
ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   05-Mar-2026
  ଜିଲ୍ଲା  
ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   05-Mar-2026
  ଜିଲ୍ଲା  
ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ   05-Mar-2026

You Might Also Like