-+91-9937148622 |

prerana_bgr@rediffmail.com |

  Tuesday 16th June 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ଦାଶ ସ୍ମୃତି କମିଟୀର ସାଧାରଣ ବୈଠକ*   (16-Jun-2026)       ||      କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା    (15-Jun-2026)       ||      ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   (15-Jun-2026)       ||      ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ    (15-Jun-2026)       ||      *କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   (15-Jun-2026)       ||      ଏସ୍. ଏନ୍. କ୍ଲାସେସ୍ ର ଗ୍ରୀଷ୍ମକାଳୀନ ଉଜ୍ଜାପନି ଉତ୍ସବ ପାଳିତ   (15-Jun-2026)       ||      ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ   (15-Jun-2026)       ||      ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   (15-Jun-2026)       ||      ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ    (15-Jun-2026)       ||      ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   (15-Jun-2026)       ||      ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   (15-Jun-2026)       ||      ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   (15-Jun-2026)       ||      ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ    (15-Jun-2026)       ||      ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି   (15-Jun-2026)       ||      ଗତିରାଉତପାଟଣାରେ ବହୁମୁଖୀ ଷ୍ଟାଡିୟମର ଶିଳାନ୍ୟାସ|   (15-Jun-2026)       ||      ଏକ ମାସ ହେଲା ଠିକାଦାର ରାସ୍ତା ମଝିରେ ଖୋଳି ଛାଡ଼ି ଛୁ, ସାଧାରଣ ଲୋକ ଖାଲରେ ପଡି ମଲେକେତେ ଗଲେ କେତେ ଗେଲ୍ ଇଣ୍ଡିଆର ଯାଏ ଆସେ କଣ ।   (15-Jun-2026)       ||      ମାହେଶ୍ୱରୀ ସଂଗଠନର ବାର୍ଷିକ ଉତ୍ସବ   (15-Jun-2026)       ||      *କନ୍ୟାଶ୍ରମ ନିକଟରେ ୨ବାଇକ ଧକା ଜଣେ ଗୁରୂତର ୪ଆହତ*   (15-Jun-2026)       ||      ବାରପାଳି ୨୨ ମୌଜାର ଇଷ୍ଟଦେବତା ଶ୍ରୀ ଶ୍ରୀ ବୁଢାରାଜାଙ୍କ ମନ୍ଦିରର ମୁଖ୍ୟ ପୂଜକ ଭାବେ ଅଭିଷିକ୍ତ ହେଲେ ଶ୍ରୀଯୁକ୍ତ ହେରାମ୍ବ ସିଂ ପୁଝାରୀ   (15-Jun-2026)       ||      ଚାଉଳିଆଗଞ୍ଜ ଖେଳ ପଡ଼ିଆରେ ରଜ ମହୋତ୍ସବ ଉଦ୍‌ଘାଟିତ |   (15-Jun-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଲ’କଲେଜରେ ପ୍ରବେଶ ଉତ୍ସବ

18-Nov-2021



ବଲାଙ୍ଗିର(ପ୍ରେରଣା ଖବର): ସ୍ଥାନୀୟ ବଲାଙ୍ଗିର ଆଇନ ମହାବିଦ୍ୟାଳୟର ସମ୍ମିଳନୀ କକ୍ଷ ଠାରେ ମହାବିଦ୍ୟାଳୟର ପ୍ରଥମ ବର୍ଷର ଛାତ୍ରଛାତ୍ରୀମାନଙ୍କ ପାଇଁ ଛାତ୍ର ସଂସଦ ପକ୍ଷରୁ ପ୍ରବେଶ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । 
  କାର୍ଯ୍ୟକ୍ରମ ପ୍ରାରମ୍ଭରେ ପ୍ରଥମ କରି କଲେଜକୁ ପାଦ ଦେଇଥିବା ଛାତ୍ରଛାତ୍ରୀମାନଙ୍କୁ ବରିଷ୍ଠ ଶ୍ରେଣୀର ଛାତ୍ରଛାତ୍ରୀମାନେ ପୁଷ୍ପଗୁଚ୍ଛ ଓ ସିନ୍ଦୁର ଲଗେଇ ସ୍ୱାଗତ କରିଥିଲେ । ପ୍ରବେଶ ଉତ୍ସବ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମହାବିଦ୍ୟାଳୟର ଅଧ୍ୟକ୍ଷ ସଂଜୀବ ପ୍ରଧାନ,ସମ୍ମାନିତ ଅତିଥି ଭାବେ ବରିଷ୍ଠ ଅଧ୍ୟାପକ କ୍ରୀଷ୍ଣ କିଶୋର ଆଚାର୍ଯ୍ୟ ଓ ଅନିମେଶ ପଣ୍ଡା,ବରିଷ୍ଠ ବିଭାଗର ଛାତ୍ର ପ୍ରତିନିଧି ମନୋରଂଜନ ସାହୁ ମଞ୍ଚାସିନ

ହୋଇଥିଲେ । ଅତିଥିଗଣ ଏହି ଅବସରରେ ଛାତ୍ରଛାତ୍ରୀମାନଙ୍କୁ ଆଇନ ପାଠ, ଶିକ୍ଷା ଓ ଏଥିରେ ରହିଥିବା ଭବିଷ୍ୟତ ସମ୍ପର୍କରେ ଆଲୋକପାତ କରିଥିଲେ । ଛାତ୍ର ରିତେଶ କୁମାର ସାହୁ ସମସ୍ତଙ୍କୁ ସ୍ୱାଗତ କରିବା ସହ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ । ଛାତ୍ରୀ ଖୁସବୁ ଜୈନ କବିତା ପାଠ କରି ଆଗାମି ତିନି ବର୍ଷ ପାଇଁ କଲେଜ କ୍ୟାମ୍ପସରେ ଦାୟିତ୍ୱ ଓ କର୍ତ୍ତବ୍ୟ ସମାପନ କରିବାକୁ ଆହ୍ୱାନ ଦେଇଥିଲେ । ନୂତନ ଛାତ୍ରଛାତ୍ରୀମାନେ ପ୍ରବେଶ ଉତ୍ସବରେ ନିଜ ଭିତରେ ଥିବା ପ୍ରତିଭା ପ୍ରଦର୍ଶନ କରିଥିବା ବେଳେ ପରିଚୟର ଆଦାନ ପ୍ରଦାନ କରିଥିଲେ । କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ସୌମ୍ୟ ରଂଜନ ପାଢୀ, ରଶ୍ମିତା ବାଗ, ଜାଗୃତି ସାହୁ, ସ୍ୱାଗତିକା ପଧାନ, ସୁପ୍ରମା ବହିଦାର,ବିକ୍ରମ ଷଡଙ୍ଗୀ,ସନ୍ତୋଷ ଠାକୁର,ସୁଧାଂଶୁ ଶ୍ରୀମୋହନ ପଧାନ ପ୍ରମୁଖ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ଦାଶ ସ୍ମୃତି କମିଟୀର ସାଧାରଣ ବୈଠକ*   16-Jun-2026
  ଜିଲ୍ଲା  
କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା   15-Jun-2026
  ଜିଲ୍ଲା  
ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   15-Jun-2026
  ଜିଲ୍ଲା  
ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ   15-Jun-2026
  ଜିଲ୍ଲା  
*କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   15-Jun-2026
  ଜିଲ୍ଲା  
ଏସ୍. ଏନ୍. କ୍ଲାସେସ୍ ର ଗ୍ରୀଷ୍ମକାଳୀନ ଉଜ୍ଜାପନି ଉତ୍ସବ ପାଳିତ   15-Jun-2026
  ଜିଲ୍ଲା  
ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ   15-Jun-2026
  ଜିଲ୍ଲା  
ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   15-Jun-2026
  ଜିଲ୍ଲା  
ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ   15-Jun-2026
  ଜିଲ୍ଲା  
ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   15-Jun-2026
  ଜିଲ୍ଲା  
ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   15-Jun-2026
  ଜିଲ୍ଲା  
ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   15-Jun-2026

You Might Also Like