-+91-9937148622 |

prerana_bgr@rediffmail.com |

  Tuesday 16th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ଶୀତଳ ଷଷ୍ଠୀ ମହୋତ୍ସବର ଶୁଭାରମ୍ଭ, ପାର୍ବତୀ ମଣ୍ଡପକୁ ନଟରାଜ ଦେବଙ୍କ ଆନୟନ,   (16-Jun-2026)       ||      ନିଷ୍ଠା ପରିବାରର ୧୭ତମ ପ୍ରତିଷ୍ଠା ଦିବସ ଓ ବିଶ୍ୱ ରକ୍ତଦାତା ଦିବସ ଅବସରରେ ୬୨ ୟୁନିଟ୍ ରକ୍ତ ସଂଗୃହୀତ   (16-Jun-2026)       ||      *ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ଦାଶ ସ୍ମୃତି କମିଟୀର ସାଧାରଣ ବୈଠକ*   (16-Jun-2026)       ||      କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା    (15-Jun-2026)       ||      ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   (15-Jun-2026)       ||      ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ    (15-Jun-2026)       ||      *କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   (15-Jun-2026)       ||      ଏସ୍. ଏନ୍. କ୍ଲାସେସ୍ ର ଗ୍ରୀଷ୍ମକାଳୀନ ଉଜ୍ଜାପନି ଉତ୍ସବ ପାଳିତ   (15-Jun-2026)       ||      ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ   (15-Jun-2026)       ||      ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   (15-Jun-2026)       ||      ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ    (15-Jun-2026)       ||      ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   (15-Jun-2026)       ||      ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   (15-Jun-2026)       ||      ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   (15-Jun-2026)       ||      ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ    (15-Jun-2026)       ||      ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି   (15-Jun-2026)       ||      ଗତିରାଉତପାଟଣାରେ ବହୁମୁଖୀ ଷ୍ଟାଡିୟମର ଶିଳାନ୍ୟାସ|   (15-Jun-2026)       ||      ଏକ ମାସ ହେଲା ଠିକାଦାର ରାସ୍ତା ମଝିରେ ଖୋଳି ଛାଡ଼ି ଛୁ, ସାଧାରଣ ଲୋକ ଖାଲରେ ପଡି ମଲେକେତେ ଗଲେ କେତେ ଗେଲ୍ ଇଣ୍ଡିଆର ଯାଏ ଆସେ କଣ ।   (15-Jun-2026)       ||      ମାହେଶ୍ୱରୀ ସଂଗଠନର ବାର୍ଷିକ ଉତ୍ସବ   (15-Jun-2026)       ||      *କନ୍ୟାଶ୍ରମ ନିକଟରେ ୨ବାଇକ ଧକା ଜଣେ ଗୁରୂତର ୪ଆହତ*   (15-Jun-2026)       ||     

HOME   ରାଜ୍ୟ

ରାଜ୍ୟରେ ଆଜି କରୋନାରୁ ସୁସ୍ଥ ହେଲେ ୩୫୧ ଆକ୍ରାନ୍ତ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୫୭

18-Nov-2021



ଭୁବନେଶ୍ୱର: ରାଜ୍ୟରେ ଆଜି ୩୫୧ ଜଣ ଆକ୍ରାନ୍ତ କରୋନା ଭାଇରସ୍‌ ମହାମାରୀରୁ ସୁସ୍ଥ ହୋଇଛନ୍ତି। ଏଥିରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୫୭ ଜଣ ଅଛନ୍ତି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୫ ହଜାର ୬୧୩ରେ ପହଂଚିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଆଜି କଟକ ଜିଲ୍ଲାରୁ ୨୬ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି। ସୁନ୍ଦରଗଡ଼ରୁ ୨୨, ସମ୍ବଲପୁରରୁ ୨୦, ବାଲେଶ୍ୱରରୁ ୧୫, ଯାଜପୁରରୁ ୧୪, ପୁରୀରୁ ୧୧, ଗଜପତି, ଜଗତସିଂହପୁରରୁ ୮-୮, ଦେବଗଡ଼ରୁ ୭, ମାଲକାନଗିରି, ନୟାଗଡ଼ରୁ ୫-୫, ଭଦ୍ରକ, କେନ୍ଦୁଝରରୁ ୪-୪, ବଳାଙ୍ଗୀର, କେନ୍ଦ୍ରାପଡ଼ା, ମୟୂରଭଂଜରୁ ୨-୨, ଅନୁଗୁଳ, ଗଂଜାମ ଓ ଜଗତସିଂହପୁରରୁ ଜଣେ ଲେଖାଏଁ ଓ ରାଜ୍ୟପୁଲରୁ ୩୬ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି। (ଦୀପକ କୁମାର ଷଡଙ୍ଗୀ ଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ମହୋତ୍ସବର ଶୁଭାରମ୍ଭ, ପାର୍ବତୀ ମଣ୍ଡପକୁ ନଟରାଜ ଦେବଙ୍କ ଆନୟନ,   16-Jun-2026
  ଜିଲ୍ଲା  
ନିଷ୍ଠା ପରିବାରର ୧୭ତମ ପ୍ରତିଷ୍ଠା ଦିବସ ଓ ବିଶ୍ୱ ରକ୍ତଦାତା ଦିବସ ଅବସରରେ ୬୨ ୟୁନିଟ୍ ରକ୍ତ ସଂଗୃହୀତ   16-Jun-2026
  ଜିଲ୍ଲା  
*ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ଦାଶ ସ୍ମୃତି କମିଟୀର ସାଧାରଣ ବୈଠକ*   16-Jun-2026
  ଜିଲ୍ଲା  
କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା   15-Jun-2026
  ଜିଲ୍ଲା  
ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   15-Jun-2026
  ଜିଲ୍ଲା  
ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ   15-Jun-2026
  ଜିଲ୍ଲା  
*କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   15-Jun-2026
  ଜିଲ୍ଲା  
ଏସ୍. ଏନ୍. କ୍ଲାସେସ୍ ର ଗ୍ରୀଷ୍ମକାଳୀନ ଉଜ୍ଜାପନି ଉତ୍ସବ ପାଳିତ   15-Jun-2026
  ଜିଲ୍ଲା  
ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ   15-Jun-2026
  ଜିଲ୍ଲା  
ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   15-Jun-2026
  ଜିଲ୍ଲା  
ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ   15-Jun-2026
  ଜିଲ୍ଲା  
ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   15-Jun-2026

You Might Also Like