-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଦେଶ ବିଦେଶ

ଭାରତ-ଚୀନ ଆଲୋଚନା ଶେଷ : ଦ୍ବିପାକ୍ଷିକ ବୁଝାମଣାକୁ ସମ୍ମାନ ଜଣାଇବାକୁ ଉଭୟ ପକ୍ଷ ରାଜି

18-Nov-2021



ନୂଆଦିଲ୍ଲୀ : ଏଲଏସିରୁ ସେନା  ପ୍ରତ୍ୟାହାର ପାଇଁ ଭାରତ ଓ ଚୀନ ମଧ୍ୟରେ ଆଜି ଚାଲିଥିବା ଆଲୋଚନା ଶେଷ ହୋଇଛି । ଦ୍ବିପାକ୍ଷିକ ରାଜିନାମାକୁ ସମ୍ମାନ ଜଣାଇବାକୁ ଆଗକୁ ସୀମାରେ ଯେପରି କୌଣସି ଅପ୍ରିତିକର ପରିସ୍ଥିତି ସୃଷ୍ଟି ନହୁଏ ସେ ନେଇ ଉଭୟ ପକ୍ଷ ରାଜି ହୋଇଛନ୍ତି । ସେହିପରି ଖୁବଶୀଘ୍ର ୧୪ ତମ କମାଣ୍ଡରସ୍ତରୀୟ ଆଲୋଚନା ପାଇଁ ଉଭୟ ପକ୍ଷ ରାଜି ହୋଇଛନ୍ତି ବୋଲି ଭାରତୀୟ ବୈଦେଶିକ ମନ୍ତ୍ରାଳୟ ପକ୍ଷରୁ କୁହାଯାଇଛି । ଦେପସାଙ୍ଗ ଅଞ୍ଚଳରୁ ସେନା ପ୍ରତ୍ୟାହାର ପାଇଁ ଆଲୋଚନା ମାଧ୍ୟମରେ ସମାଧାନର ପନ୍ଥା ବାହାର କରିବାକୁ ଉଭୟ ପକ୍ଷ ରାଜି ହୋଇଛନ୍ତି ।

ଗତ ଅକ୍ଟୋବର ମାସ ୧୦ ତାରିଖରେ ଅନୁଷ୍ଠିତ ହୋଇଥିବା ୧୩ତମ କମାଣ୍ଡରସ୍ତରୀୟ ଆଲୋଚନାରେ କୌଣସି ସମାଧାନ ବାହାରିନଥିଲା । ଭାରତର ପ୍ରସ୍ତାବକୁ ଚୀନ ପକ୍ଷ ଗ୍ରହଣ ନ କରିବାରୁ ଏହି ଆଲୋଚନା ବିଫଳ ହୋଇଥିଲା ବୋଲି ଭାରତ ସରକାର କହିଥିଲେ ।
ଗତ ବର୍ଷ ଜୁନ ମାସରେ ଗଲଓ୍ବାନ ଘାଟିରେ ଭାରତ ଓ ଚୀନ ସେନା ମଧ୍ୟରେ ସଂଘର୍ଷ ପରେ ଉଭୟ ପକ୍ଷ ଏଲଏସିର ବିଭିନ୍ନ ଅଞ୍ଚଳରେ ଅଧିକ ସଂଖ୍ୟକ ସେନା ମୁତୟନ କରିଥିଲେ । ଏହା ଫଳରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଯାଇଥିଲା । ପରେ କେତେକ ବିବାଦୀୟ ଅଞ୍ଚଳରୁ ଉଭୟ ଦେଶ ସେନା ପ୍ରତ୍ୟାହାର କରିଥିଲେ ବି ଏବେ ବି କେତେକ ଅଞ୍ଚଳରେ ଉଭୟ ଦେଶର ସୈନ୍ୟ ଅଛନ୍ତି ।( ଦୀପକ କୁମାର ଷଡଙ୍ଗୀ ଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like