-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଦଶପଲ୍ଲା ନିର୍ବାଚନମଣ୍ଡଳୀସ୍ତରୀୟ ଉନ୍ନୟନ କମିଟି ବୈଠକ ଅନୁଷ୍ଠିତ |

18-Nov-2021



ନୟାଗଡ଼, (ପ୍ରଦୀପ କୁମାର ପଣ୍ଡା) ନୟାଗଡ଼ ଜିଲ୍ଲା ନୂଆଗାଁ ବ୍ଲକ ପରିସରରେ ଥିବା ରାଜୀବ ଗାନ୍ଧୀ ସେବା କେନ୍ଦ୍ର ସଦ୍ଭାବନା ଗୃହ ପରିସରରେ ନିର୍ବାଚନମଣ୍ଡଳୀସ୍ତରୀୟ ଉନ୍ନୟନ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି । ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ନୟାଗଡ ଜିଲ୍ଲାପାଳ ଡା. ପୋମା ଟୁଡୁ, ପ୍ରକଳ୍ପ ନିର୍ଦ୍ଦେଶକ ସୁବାସ ଚନ୍ଦ୍ର ରାୟ, ଦଶପଲ୍ଲା ବ୍ଲକ ଅଧ୍ୟକ୍ଷା ସୁନନ୍ଦା ସାହୁ, ନୂଆଗାଁ ବ୍ଲକ ଅଧ୍ୟକ୍ଷ ଅନ୍ତର୍ଯ୍ୟାମୀ ସ୍ୱାଇଁ, ଉପାଧ୍ୟକ୍ଷା ପୁଷ୍ପାଞ୍ଜଳି ସାହୁ, ନୂଆଗାଁ ବ୍ଲକ ବିଡିଓ ପ୍ରମୋଦ କୁମାର ନାୟକ, ଦଶପଲ୍ଲା ବ୍ଲକ ବିଡ଼ିଓ ବିଶ୍ୱରଞ୍ଜନ ବିଶ୍ୱାସ, ଗଣିଆ ବ୍ଲକ ବିଡିଓ ଶୁଭ୍ର ଶିରିଏଲ ପଟେଲ, ଜିଲ୍ଲା ସ୍ତରୀୟ ବିଭିନ୍ନ ବିଭାଗୀୟ ଅଧିକାରୀ ଓ ବ୍ଲକସ୍ତରୀୟ ବିଭିନ୍ନ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ ।
ଏହି ବୈଠକରେ ଶିକ୍ଷା, ସ୍ୱାସ୍ଥ୍ୟ, କୃଷି, ପାନୀୟ ଜଳ ଓ ଗମନାଗମନ ଆଦି ବିଭିନ୍ନ ଉନ୍ନୟନ କାର୍ଯ୍ୟରେ ୩୦ କୋଟି ଟଙ୍କା ସଫଳତାର ସହ କାର୍ଯ୍ୟକ୍ଷମ ପାଇଁ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଗୁରୁତ୍ୱାରୋପ କରିଥିଲେ । ତତସହିତ ମୁଖ୍ୟମନ୍ତ୍ରୀଙ୍କ ବିଭିନ୍ନ ଜନ କଲ୍ୟାଣକାରୀ କାର୍ଯ୍ୟକ୍ରମ ଗୁଡ଼ିକର ଉପକାରିତା ଲୋକମାନେ ପାଇପାରିବେ ସେ ଉପରେ ବିଭିନ୍ନ ବିଭାଗୀୟ ଅଧିକାରୀମାନେ ଚେଷ୍ଟିତ ହେବା ଆବଶ୍ୟକ ବୋଲି ଦଶପଲ୍ଲା ବିଧାୟକ ଗୁରୁତ୍ୱାରୋପ କରିଥିଲେ । ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସଫଳ କାର୍ଯ୍ୟକାରିତା ପାଇଁ ନୟାଗଡ଼ ଜିଲ୍ଲାପାଳ ଡା. ପୋମା ଟୁଡୁ ଉପସ୍ଥିତ ବିଭିନ୍ନ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like