-+91-9937148622 |

prerana_bgr@rediffmail.com |

  Tuesday 16th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିଶୁ ଶ୍ରମିକ ନିରାକରଣ ସଚେତନତା ପଦଯାତ୍ରା ଅନୁଷ୍ଠିତ   (16-Jun-2026)       ||      ବରପାଲି ଶିବବିବାହତ୍ସବରେ କନ୍ୟା ଆନ୍ବେଷଣ ପର୍ବ ପତର ପେଣ୍ଡୀ ସମାପନ   (16-Jun-2026)       ||      *ଆନ୍ତର୍ଜାତୀୟ ଶିଶୁ ଶ୍ରମ ନିରୋଧ ଦିବସ ଅବସରରେ ସଚେତନତା ରଥ ଉଦଘାଟିତ*   (16-Jun-2026)       ||      ଜାତୀୟ ସ୍ତରରେ ନିଷ୍ପା ପରିବାର ସମ୍ବର୍ଦ୍ଧିତ, ରକ୍ତ ସଞ୍ଚାର ସେବା ଯୋଗୁଁ ଅହମଦାବାଦ ରେ ସମ୍ବର୍ଦ୍ଧିତ    (16-Jun-2026)       ||      ଶୀତଳଷଷ୍ଠୀ ଯାତ୍ରା ପାଇଁ କୋଷାଗାର ରୁ ବାହାରିଲେ ୧୦୮ ତୋଳା ର ସୁନା ନାଗ ମୁର୍ତ୍ତୀ   (16-Jun-2026)       ||      ଏସ୍.ଏନ.କ୍ଲାସେସ ର ବର୍ଣ୍ଣାଢ଼୍ୟ ଉତ୍ସବ ପାଳିତ    (16-Jun-2026)       ||      ବରଗଡ଼ ଜିଲ୍ଲା ଅଟୋ ରିକ୍ସା ମାଲିକ ସଂଘର ୨୭ତମ ବାର୍ଷିକ ଉତ୍ସବ ବିଭିନ୍ନ ବର୍ଗର ବ୍ୟକ୍ତି ବିଶେଷଙ୍କୁ ସମ୍ମାନିତ କରାଯିବ    (16-Jun-2026)       ||      ଜାଇକା ପାଇପ୍ ଫାଟି ଘୁଅ,ମୁତ ମଇଳା ପାଣି ମିଶୁଛି ତାଳଦଣ୍ଡା କେନାଲରେ    (16-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ବ୍ଲକ ସ୍ତରୀୟ ଜାତି ଓ ଜନଜାତି ସମ୍ବାଦ ବୈଠକ ଅନୁଷ୍ଠିତ    (16-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ମହୋତ୍ସବର ଶୁଭାରମ୍ଭ, ପାର୍ବତୀ ମଣ୍ଡପକୁ ନଟରାଜ ଦେବଙ୍କ ଆନୟନ,   (16-Jun-2026)       ||      ନିଷ୍ଠା ପରିବାରର ୧୭ତମ ପ୍ରତିଷ୍ଠା ଦିବସ ଓ ବିଶ୍ୱ ରକ୍ତଦାତା ଦିବସ ଅବସରରେ ୬୨ ୟୁନିଟ୍ ରକ୍ତ ସଂଗୃହୀତ   (16-Jun-2026)       ||      *ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ଦାଶ ସ୍ମୃତି କମିଟୀର ସାଧାରଣ ବୈଠକ*   (16-Jun-2026)       ||      କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା    (15-Jun-2026)       ||      ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   (15-Jun-2026)       ||      ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ    (15-Jun-2026)       ||      *କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   (15-Jun-2026)       ||      ଏସ୍. ଏନ୍. କ୍ଲାସେସ୍ ର ଗ୍ରୀଷ୍ମକାଳୀନ ଉଜ୍ଜାପନି ଉତ୍ସବ ପାଳିତ   (15-Jun-2026)       ||      ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ   (15-Jun-2026)       ||      ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   (15-Jun-2026)       ||      ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ    (15-Jun-2026)       ||     

HOME   ଜିଲ୍ଲା

ଅଦୃଶ୍ୟ ଅସ୍ତ୍ର’ର ପରୀକ୍ଷଣ କଲା ଋଷିଆ

18-Nov-2021



ମସ୍କୋ : ଋଷିଆ ପକ୍ଷରୁ ନିଜର ଜିରକନ ହାଇପରସୋନିକ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କରାଯାଇଥିବା ଦାବି କରାଯାଇଛି । ଏହାକୁ ଅଦୃଶ୍ୟ ଅସ୍ତ୍ର ବୋଲି କହୁଛନ୍ତି ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ । ଋଷିଆର ଯୁଦ୍ଧ ଜାହାଜ ଆଡମିରାଲ ଗୋସକୋଭରୁ ଏହାକୁ ଉଦକ୍ଷେପଣ କରାଯାଇଥିଲା ଓ ଏହା ଆରକଟିକ ସାଗରରେ ଥିବା ଏକ ଲକ୍ଷ୍ୟକୁ ନିର୍ଭୁଲଭାବେ ଭେଦ କରିଥିଲା ।

ହାଇପରସୋନିକ କ୍ଷେପଣାସ୍ତ୍ରଗୁଡ଼ିକ ଶବ୍ଦର ବେଗର ପାଞ୍ଚଗୁଣ ବେଗରେ ଗତି କରିପାରିବ । ଏହାକୁ ବିଶ୍ବର ଅତ୍ୟାଧୁନିକ ମିସାଇଲ ଡିଫେନ୍ସ ସିଷ୍ଟମଗୁଡ଼ିକୁ ମଧ୍ୟ ଭେଦ କରିବାକୁ ସକ୍ଷମ ବୋଲି କୁହାଯାଉଛି।
ଗତ ଅଗଷ୍ଟ ମାସରେ ଚୀନ ଦ୍ବାରା ହାଇପରସୋନିକ କ୍ଷେପଣାସ୍ତ୍ର ପରୀକ୍ଷଣ କରାଯିବା ପରେ ବିଶ୍ବରେ ଏକ ନୂଆ ପ୍ରକାରର ଅସ୍ତ୍ର ପ୍ରତିଯୋଗିତା ଆରମ୍ଭ ହୋଇଯାଇଛି । ଏହି ପ୍ରତିଯୋଗିତାରେ ଦୁଇ ମହାଶକ୍ତି ଆମେରିକା ଓ ଋଷିଆ ଯୋଗ ଦେଇଛନ୍ତି । ଇତି ମଧ୍ୟରେ ଆମେରିକା ମଧ୍ୟ ନିଜର ହାଇପରସୋନିକ କ୍ଷେପଣାସ୍ତ୍ରର ପରୀକ୍ଷଣ କରିସାରିଛି ।

ଅନ୍ୟପକ୍ଷରେ ଭାରତ ବି ଆସନ୍ତା ୪-୫ ବର୍ଷରେ ହାଇପରସୋନିକ ମିସାଇଲର ପରୀକ୍ଷଣ କରିବାକୁ ଉଦ୍ୟମ ଚଳାଇଛି । ଡିଆରଡିଓ ଗତ ସେପ୍ଟେମ୍ବର ୭ ତାରିଖରେ ହାଇପରସୋନିକ ଟେକନଲୋଜୀ ଡେମନଷ୍ଟ୍ରେଟର ଭେହିକ୍ଲର ସଫଳର ପରୀକ୍ଷଣ କରିଥିଲା । ଏହି ଟେକନଲୋଜୀକୁ ବ୍ୟବହାର କରି ଭାରତ ହାଇପରସୋନିକ କ୍ରୁଜ ମିସାଇଲ ନିର୍ମାଣ କରିପାରିବ । (ଦୀପକ କୁମାର ଷଡଙ୍ଗୀ ଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିଶୁ ଶ୍ରମିକ ନିରାକରଣ ସଚେତନତା ପଦଯାତ୍ରା ଅନୁଷ୍ଠିତ   16-Jun-2026
  ଜିଲ୍ଲା  
ବରପାଲି ଶିବବିବାହତ୍ସବରେ କନ୍ୟା ଆନ୍ବେଷଣ ପର୍ବ ପତର ପେଣ୍ଡୀ ସମାପନ   16-Jun-2026
  ଜିଲ୍ଲା  
*ଆନ୍ତର୍ଜାତୀୟ ଶିଶୁ ଶ୍ରମ ନିରୋଧ ଦିବସ ଅବସରରେ ସଚେତନତା ରଥ ଉଦଘାଟିତ*   16-Jun-2026
  ବିଶେଷ  
ଜାତୀୟ ସ୍ତରରେ ନିଷ୍ପା ପରିବାର ସମ୍ବର୍ଦ୍ଧିତ, ରକ୍ତ ସଞ୍ଚାର ସେବା ଯୋଗୁଁ ଅହମଦାବାଦ ରେ ସମ୍ବର୍ଦ୍ଧିତ   16-Jun-2026
  ଜିଲ୍ଲା  
ଶୀତଳଷଷ୍ଠୀ ଯାତ୍ରା ପାଇଁ କୋଷାଗାର ରୁ ବାହାରିଲେ ୧୦୮ ତୋଳା ର ସୁନା ନାଗ ମୁର୍ତ୍ତୀ   16-Jun-2026
  ଜିଲ୍ଲା  
ଏସ୍.ଏନ.କ୍ଲାସେସ ର ବର୍ଣ୍ଣାଢ଼୍ୟ ଉତ୍ସବ ପାଳିତ   16-Jun-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଅଟୋ ରିକ୍ସା ମାଲିକ ସଂଘର ୨୭ତମ ବାର୍ଷିକ ଉତ୍ସବ ବିଭିନ୍ନ ବର୍ଗର ବ୍ୟକ୍ତି ବିଶେଷଙ୍କୁ ସମ୍ମାନିତ କରାଯିବ   16-Jun-2026
  ଜିଲ୍ଲା  
ଜାଇକା ପାଇପ୍ ଫାଟି ଘୁଅ,ମୁତ ମଇଳା ପାଣି ମିଶୁଛି ତାଳଦଣ୍ଡା କେନାଲରେ   16-Jun-2026
  ଜିଲ୍ଲା  
ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ବ୍ଲକ ସ୍ତରୀୟ ଜାତି ଓ ଜନଜାତି ସମ୍ବାଦ ବୈଠକ ଅନୁଷ୍ଠିତ   16-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ମହୋତ୍ସବର ଶୁଭାରମ୍ଭ, ପାର୍ବତୀ ମଣ୍ଡପକୁ ନଟରାଜ ଦେବଙ୍କ ଆନୟନ,   16-Jun-2026
  ଜିଲ୍ଲା  
ନିଷ୍ଠା ପରିବାରର ୧୭ତମ ପ୍ରତିଷ୍ଠା ଦିବସ ଓ ବିଶ୍ୱ ରକ୍ତଦାତା ଦିବସ ଅବସରରେ ୬୨ ୟୁନିଟ୍ ରକ୍ତ ସଂଗୃହୀତ   16-Jun-2026
  ଜିଲ୍ଲା  
*ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ଦାଶ ସ୍ମୃତି କମିଟୀର ସାଧାରଣ ବୈଠକ*   16-Jun-2026

You Might Also Like