-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||     

HOME   ଜିଲ୍ଲା

କୃଷକ ମାନଙ୍କ ଐତିହାସିକ ବିଜୟ, ଶେଷରେ କେନ୍ଦ୍ର ମୁଣ୍ଡ ନୁଆଇଁ ବାକୁ ବାଧ୍ୟ ହେଲା

19-Nov-2021



ପଦ୍ମପୁର:(ନିରଞ୍ଜନ ତ୍ରିପାଠୀ) : କରୋନା କଟକଣା ସମୟରେ ଭାରତ ବର୍ଷ ର କୈାଣସି କୃଷକ ସଂଗଠନ ମାନଙ୍କ ବିନା ପରାମର୍ଶରେ ଧ୍ୱନୀ ମତରେ ଯେଉଁ ଚାଷୀ ବିରୋଧୀ ତିନି କୃଷି ଆଇନ ପ୍ରଣୟନ ଜୋରଜବରଦସ୍ତ ଭାବେ କୃଷକ ମାନଙ୍କ ଉପରେ ଲଦି ଦିଆଯାଇଥିଲା,ତାର ପ୍ରତିବାଦ ରେ ଦିର୍ଘ ୧୧ ମାସକାଳ ଆନ୍ଦୋଳନ ପରେ ଆନ୍ଦୋଳନ
ସହ ଅନେକ ସଂଗ୍ରାମ ଫଳରେ କେନ୍ଦ୍ର ସରକାର ତିନି କୃଷି

ଆଇନ ପ୍ରତ୍ୟାହାର କରିବାକୁ ବାଧ୍ୟ ହେଲେ lଏହା ସମଗ୍ର ଚାଷୀ କୂଳ ର ବିଜୟ କହିଲେ ଅତ୍ୟୁକ୍ତି ହେବ ନାହିଁ lକାରଣ କୃଷକ ବର୍ଷା,ଖରା,ଶୀତ କୁ ଖାତିର ନ କରି ଯେଉଁଭଳି ଭାବେ କେନ୍ଦ୍ର ସରକାର ତିନି କୃଷି ଆଇନ ପାଇଁ ଆନ୍ଦୋଳନ ଜାରି ରଖିଥିଲେ ତାହା ପୃଥିବୀ ରେ ବିରଳ l ଯେମିତି ହେଲେ ଲାଗୁ କରିବାକୁ ଅଡି ବସିଥିବା କେନ୍ଦ୍ର ସରକାର କୁ ଶେଷରେ ନତମସ୍ତକ ହେବାକୁ ପଡ଼ିଛି lକଥାରେ ଅଛି ଚାଷୀ ହେଉଛନ୍ତି ଦେଶ ର ମେରୁଦଣ୍ଡ lତାଙ୍କ ମାନଙ୍କ ପାଇଁ ଖାଇବାକୁ ଶସ୍ୟ ଗଣ୍ଡିଏ ମିଳିପାରୁଛି,ତାକୁ ଅଣଦେଖା କରି  ଦେଶ କେବେ ପ୍ରଗତିଶୀଳ ହୋଇପାରିବ ନାହିଁ lସେ ଯାହାବି ହେଉ ସରସ୍ୱତୀ କଣ୍ଠରେ ବସିଲା ଭଳି କେନ୍ଦ୍ର ସରକାର ଏହି କୃଷି ଆଇନ କୁ ପ୍ରତ୍ୟାହାର କରିଥିବାରୁ ଆଜି ବରଗଡ ଜିଲ୍ଲା ରାଜବୋଡାସମ୍ବର କୃଷକ ସଂଗଠନ ପଦ୍ମପୁର ବିଜୟ ଉତ୍ସବ ମାନିବା ସହିତ ମିଠା ବଣ୍ଟନ l

କରି କୃଷକ ଏକତା ଜିନ୍ଦାବାଦ,ରାଜ ବୋଡାସମ୍ବର କୃଷକ ସଂଗଠନ ଜିନ୍ଦାବାଦ ପ୍ରଭୃତି ବିଭିନ୍ନ ପ୍ରକାରର ନାରା ଦେଇଥିଲେ lଏହି କାର୍ଯ୍ୟକ୍ରମ ରେ  ରାଜବୋଡାସମ୍ବର କୃଷକ ସଂଗଠନ ର ଆବାହକ ସର୍ବଶ୍ରୀ ଅଶୋକ କୁମାର ସାହୁ, ରୋହିତ ପ୍ରଧାନ, କୈଳାସ ବାରିକ, ନବୀନ ବେହେରା, ଦହିତ ସାହୁ, ମୁକ୍ତେଶ୍ଵର ପଟେଲ, ବାଳକୃଷ୍ଣ ବନଛୋର, ପ୍ରଶାନ୍ତ ପ୍ରଧାନ, ପ୍ରକାଶ ମିଶ୍ର,କାହ୍ନୁ ମେହେର,କରମଚାନ୍ଦ ବେହେରା ପ୍ରମୁଖ ଏହି ବିଜୟ ଉତ୍ସବ ରେ ସାମିଲ ହୋଇ ଖୁସି ମନାଛନ୍ତି


News Comment




Photo in News

Advertisment
Lastest News
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026

You Might Also Like