-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||     

HOME   ଜିଲ୍ଲା

ପଂଚଭୂତରେ ଲୀନ ହେଲେ ସାମ୍ବାଦିକ ସୁଶୀଲ ପଣ୍ଡା

19-Nov-2021



ବଲାଙ୍ଗିର(ପ୍ରେରଣା ଖବର): ଆଜି ସକାଳ ପ୍ରାୟ ୮ଟା ସମୟରେ ସାମ୍ବାଦିକ ସାପ୍ତାହିକ 'ଅତଏବ' ର ପ୍ରତିଷ୍ଠାତା ସଂପାଦକ ସୁଶୀଲ ପଣ୍ଡାଙ୍କ ପାର୍ଥିବ ଶରୀର ସୁଦୁର ଚେନ୍ନାଇ ରୁ ଆସି ତାଙ୍କ ରୁଗୁଡିପଡା ସ୍ଥିତ ବାସଭବନରେ ପହଂଚିଲା ପରେ ସୁଶୀଲ ପଣ୍ଡାଙ୍କ ବନ୍ଧୁ ପରିଜନ ଓ ସାମ୍ବାଦିକଙ୍କ ଭିଡ ଜମିଥିଲା । ତା ପରେ ଶ୍ରୀ ପଣ୍ଡାଙ୍କ ପାର୍ଥିବ ଶରୀରକୁ ଏକ ଶୋଭାଯାତ୍ରାରେ ସ୍ଥାନୀୟ ବିଭୂତି ପଡା ସ୍ଥିତ ସ୍ମଶାନ ଘାଟକୁ ନିଆ ଯାଇ ସେଠାରେ ଅନ୍ତେଷ୍ଟି କ୍ରିୟା ସମାପନ କରାଯାଇଥିଲା । ସୁଶୀଲଙ୍କ ବଡପୁଅ ମୁଖାଗ୍ନି ଦେଇଥିବା ବେଳେ ସହରର ବହୁ ବୁଦ୍ଧିଜୀବୀ, ସାମ୍ବାଦିକ ସାମିଲ ହୋଇଥିଲେ । 

ସୂଚନାଯୋଗ୍ୟ ଯେ ଗତ କିଛି ଦିନ ତଳେ ନିଜ ବାପା ମାଁ ଙ୍କ ଚିକିତ୍ସା କରାଇବା ପାଇଁ ସାମ୍ବାଦିକ ସୁଶୀଲ ପଣ୍ଡା ଚେନ୍ନାଇ ଯାଇଥଲଲେ । ସେଠାରେ ଔଷଧ କିଣି ରାସ୍ତା ପାର ହେଉଥିବା ସମୟରେ ଏକ ଅଜଣା ଗାଡି ତାଙ୍କୁ ଧକ୍କା ଦେଇଥିଲେ । ଦୁର୍ଘଟଣା ପରେ ଶ୍ରୀ ପଣ୍ଡା ଗୁରୁତର ଆହତ ହୋଇ କୋମାକୁ ଚାଲିଯାଇଥିଲେ । ତିନି ଦିନ ଧରି ଜୀବନ ସହିତ ସଂଗ୍ରାମ କରି ଗତ ୧୭ ତାରିଖ ଦିନ ସେ ଆର ପାରିକୁ ଚାଲିଗଲେ । ପ୍ରଶାସନ ଓ ସମାଜରେ ଘଟୁଥିବା ଦୁର୍ନୀତି ଓ ଆରାଜକତା ବିରୁଦ୍ଧରେ ଲେଖନୀ ଚାଲଣା କରୁଥିବା ସୁଶୀଲ ପଣ୍ଡାଙ୍କ ଏପରି ଅସମୟରେ ପରଲୋକ ସମସ୍ତଙ୍କ ମର୍ମାହତ କରିଛି । 
   ଶ୍ରୀ ପଣ୍ଡାଙ୍କ ଅକାଳ ବିୟୋଗରେ ଜିଲ୍ଲା ସାମ୍ବାଦିକ ସଂଘର ସଭାପତି ହରି ନାରାୟଣ ପୂଜାରୀ, ପ୍ରେସ କ୍ଲବ ସଭାପତି ଅରୁଣ ମିଶ୍ର, ସଂପାଦକ ବଳରାମ ମିଶ୍ର, ସାମ୍ବାଦିକ ମନୋରଂଜନ ଯୋଶୀ, ସତ୍ୟ ସୁନ୍ଦର ଭଞ୍ଜ, ବୀରେନ୍ଦ୍ର ଝାଙ୍କର, ଗୋପବନ୍ଧୁ ଶତପଥୀ,ପୁରୁଷୋତ୍ତମ ଦେବତା, ଦୀପକ ପୁରୋହିତ, ବିଶ୍ୱମୟ ପୂଜାରୀ ଓ ଗାଳ୍ପିକ ମଳୟ ମିଶ୍ର, ବିଜେଡି ନେତା ସିର୍ଦ୍ଧାର୍ଥ ମିଶ୍ର, ବିଭୂତି ଭୂଷଣ ମିଶ୍ର, ଅନୀଲ ନନ୍ଦ, ସୁଶୀଲ ନନ୍ଦ ପ୍ରମୁଖ ଗଭୀର ଶୋକ ପ୍ରକାଶ କରିଛନ୍ତି । 


News Comment




Photo in News

Advertisment
Lastest News
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026

You Might Also Like