-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||     

HOME   ରାଜ୍ୟ

ଆସନ୍ତାକାଲି ଢେଙ୍କାନାଳ ଜିଲ୍ଲା ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

19-Nov-2021



ଢେଙ୍କାନାଳ(ତାପସ ଦାସ) : ଆସନ୍ତାକାଲି ଢେଙ୍କାନାଳ ଜିଲ୍ଲା ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସି ପହଞ୍ଚିବେ । ଯେଉଁଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିସାରିଛି । ଶନିବାର ଦିନ ୧୨ଟାରେ  ମିନି ଷ୍ଟାଡିୟମ ରେ ଆୟୋଜନ

ହେବାକୁ ଥିବା ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଯୋଗଦେଇ ଜିଲ୍ଲାର ୨ ଲକ୍ଷ ୯୪ ହଜାର ହିତାଧିକାରୀଙ୍କୁ ସ୍ମାର୍ଟ କାର୍ଡ ପ୍ରଦାନ କରିବା ସହ ବିଭିନ୍ନ ଲୋକାଭିମୁଖୀ ପ୍ରକଳ୍ପର ଉଦ୍ଘାଟନ କରିବେ । ତେବେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନଜରରେ ରଖି ଆଜି

ସହରାଞ୍ଚଳରେ ମୋଟ ୧୩ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି । ଜିଲ୍ଲା ଆରକ୍ଷୀ ଅଧିକ୍ଷକ କେ ଶିବା ସୁବ୍ରମଣୀଙ୍କ ନେତୃତ୍ୱରେ ଜଣେ ଏଏସପି, ୫ଜଣ ଡ଼ିଏସପି, ୯ଜଣ ଇନିସପେକ୍ଟର, ୬୨ଜଣ ଏଏସଆଇ ଓ ୧୩ଜଣ ଟ୍ରାଫିକ ପୁଲିସ ନିୟୋଜିତ ହୋଇଛନ୍ତି । ଏହାସହ ଢେଙ୍କାନାଳ ଜିଲ୍ଲାପାଳ ସରୋଜ କୁମାର ସେଠୀ ଆଜି ସଭାସ୍ଥଳ ବୁଲି ସ୍ଥିତି କୁ ଅନୁଧ୍ୟାନ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026

You Might Also Like