-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||     

HOME   ଜିଲ୍ଲା

ଅତୀତର ନୌବାଣିଜ୍ୟ ପରମ୍ପରାକୁ ମନେ ପକାଇ ଆଜି ସୁବର୍ଣ୍ଣପୁର ତ୍ରିବେଣୀ ସଙ୍ଗମ ସ୍ଥଳ ରେ ଭିଡ଼ ଜମାଇଲେ ଓ ବୋଇତ ବନ୍ଦାଣ କଲେ ଭକ୍ତ ଶ୍ରଦ୍ଧାଳୁ

19-Nov-2021



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ) : ସାରା ରାଜ୍ୟରେ କରୋନା କଟକଣା ଯୋଗୁଁ ଏବର୍ଷ  ଫିକା ପଡିଛି  ବୋଇତ ବନ୍ଦାଣ ପରମ୍ପରା l ହେଲେ କୋଭିଡ କଟକଣା ସତ୍ତ୍ୱେ ସୁବର୍ଣ୍ଣପୁର ମହାନଦୀ ତେଲନଦୀ କର୍ପୁର ନଦୀର ତ୍ରିବେଣୀ ସଙ୍ଗମ ବା ଦ୍ଵିତୀୟ ବାରାଣାସୀ କୁହାଯାଉଥିବା ଐତିହାସିକ ପୀଠ ଶ୍ରୀ ରାମେଶ୍ୱର  ଠାରେ ମହାପ୍ରଭୁଙ୍କ ଦର୍ଶନ ଓ ପ୍ରାକୃତିକ

ସୌନ୍ଦର୍ଯ୍ୟ କୁ ଉପଭୋଗ କରିବା ପାଇଁ ସୁବର୍ଣ୍ଣପୁର ଜିଲ୍ଲା ତଥା ପାଖ ପଡୋଶୀ  ଜିଲ୍ଲାର ହଜାର ହଜାର ଭକ୍ତ ଶ୍ରଦ୍ଧାଳୁ ଙ୍କ ଭିଡ଼ ଦେଖିବାକୁ ମିଳିଥିଲା l ସାଧବ ପୁଅ ମାନେ ଭାଦ୍ରବ ମାସ ଦେଶ ବିଦେଶ ରେ  ବାଣିଜ୍ୟ ସାରି ନିଜ ନିଜ ଘରକୁ ଫେରିବା ଶହ ଶହ ବର୍ଷ  ପୂର୍ବରୁ ଅନେକ ଦୃଷ୍ଟାନ୍ତ ରହିଛି l  କାର୍ତ୍ତିକ ପୁର୍ଣିମା ଠାରୁ ସମୁଦ୍ର ର ଉଚ୍ଚ ଜୁଆର ସହିତ ପବନ ର ବେଗ ବୋଇତ ଚଳାଇବାରେ ସହାୟ ହୋଇଥାଏ  l ଏଣୁ ସାଧବ ପୁଅ ମାନେ ଏହି ସମୟରେ  ବାଣିଜ୍ୟ ପାଈଁ ବିଦେଶ ଯାତ୍ରା କରିଥାନ୍ତି l ଏହାକୁ ମନେ ପକାଇବା ପାଇଁ ଆଜିର ଦିନରେ ନଦୀ ଓ

ଜଳାଶୟଜଳାଶୟ ମାନଙ୍କରେ ଡ଼ଙ୍ଗା ଭସାଇବାର ପରମ୍ପରା ରହି ଆସିଛି l   ଏଇ ପରମ୍ପରା କୁ ଉଜ୍ଜୀବିତ କରିବା ପାଇଁ  ଦୀର୍ଘ ବର୍ଷ  ରୁ ସୋନପୁର ବଡ଼ବଜାର ଭଗବତ ପାଠାଗାର ପକ୍ଷରୁ ମହାନଦୀ ତେନ୍ତୁଳି ଘାଟ ଠାରେ  ରାଜ୍ୟ ସ୍ତରୀୟ ନୌଚାଳନା ପ୍ରତିଯୋଗିତା ଓ ବୋଇତ ବନ୍ଦାଣ ଉତ୍ସବ ପାଳିତ ହୋଇ ଆସୁଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026

You Might Also Like