-+91-9937148622 |

prerana_bgr@rediffmail.com |

  Saturday 20th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ବୈଦିକ ରୀତିରେ ଶିବ–ପାର୍ବତୀଙ୍କ ବିବାହ ସମ୍ପନ୍ନ ଯୋଗଦେଲେ ବିଧାୟକ   (20-Jun-2026)       ||      କୋଶଲ କଳା ମଣ୍ଡଳର ମୁଖପତ୍ର ‘ଚତୁରଙ୍ଗ’ର ନବପ୍ରକାଶର ପଞ୍ଚମ ବର୍ଷର ପ୍ରଥମ ସଂଖ୍ୟା ଉନ୍ମୋଚିତ    (20-Jun-2026)       ||      ସୁଦପଡା ଶୀତଳଷଷ୍ଠୀରେ ଅସୀମା ପଣ୍ଡା ଷ୍ଟାର ନାଇଟ୍ ସହ ପ୍ରତିଭା ସମ୍ବର୍ଦ୍ଧନା   (20-Jun-2026)       ||      ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ    (19-Jun-2026)       ||      ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ    (19-Jun-2026)       ||      ବାହାର ଜିଲ୍ଲାରୁ ଆସୁଛି ଧାନ !   (19-Jun-2026)       ||      *ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   (19-Jun-2026)       ||      ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   (19-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   (19-Jun-2026)       ||      *ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   (19-Jun-2026)       ||      ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା    (19-Jun-2026)       ||      ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||     

HOME   ଜିଲ୍ଲା

ବଲାଙ୍ଗିର : ଫରେଷ୍ଟରଙ୍କ ଅବହେଳା ଯୋଗୁ ଜଙ୍ଗଲରୁ କାଠ ଚୋରି

19-Nov-2021



ବଲାଙ୍ଗୀର(ପ୍ରେରଣା ଖବର): ପାଟଣାଗଡ ରେଞ୍ଜ ଅନ୍ତର୍ଗତ ଟିକ୍ରାପରା ସେକ୍ସନରେ ଥିବା ଫରେଷ୍ଟରଙ୍କ ଦୁର୍ବଳତା ଯୋଗୁ ଅନେକ ସମୟରେ ଜଙ୍ଗଲ ମାଫିଆ ମାନେ କିରବାଞ୍ଜି ସରଂକ୍ଷିତ ଜଙ୍ଗଲରୁ କାଠ ଚୋରି କରୁଥିବା ଜଣାପଡିଛି ।ଚଳିତ ମାସ ଗତ ୪ ତାରିଖ ଦିନ ଟିକ୍ରାପରା ସେକ୍ସନ ସାଇମରା

ଜଙ୍ଗଲରୁ ଏକ ଟ୍ରାକ୍ଟର ଯୋଗେ ଶାଗୁଆନ ଗଣ୍ଡୀ ଚୋରା ଚାଲାଣ ହେଉଥିବା ବେଳେ ଟ୍ରାକ୍ଟରକୁ ଟିକ୍ରାପରା ବନ ବିଭାଗ ଧରି ମୂଲଚାଲ କରି ଛାଡ଼ି ଦେଇଥିବା ଗଣମାଧ୍ୟମରେ ପ୍ରକାଶିତ ହୋଇଥିଲା । ଏହା ପୂର୍ବରୁ କୁଆଡେ ଟିକ୍ରାପରା ସେକ୍ସନ ବଡଘାଟିରୁ ଖଇର ଗଣ୍ଡି ପିକ୍ଅପ୍ ଗାଡ଼ି ଯୋଗେ ଚୋରା ଚାଲାଣ ହେଉଥିବା ବେଳେ ଶିଆଳବନ୍ଧ ଠାରେ ପାଟଣାଗଡ ରେଞ୍ଜ ଷ୍ଟାଫ ଏହି ଗାଡିକୁ ଜବତ କରି କେସ ରୁଜୁ କରିଥିଲେ । ଟିକ୍ରାପରା ସେକ୍ସନ ଅନ୍ତର୍ଗତ ଜଙ୍ଗଲରୁ କେନ୍ଦୁ ଗଛ  ଚୋରା ଚାଲାଣ ବେଳେ ଲୋକ ଲୋଚନକୁ ଆସିଲେ ଫରେଷ୍ଟର ୟୁଡ଼ି କେସ କରି ଆସାମୀକୁ ତଦନ୍ତ କରିବା ପରିବର୍ତ୍ତେ ଚୁପ୍ ହୋଇ ବସିବା ତାଙ୍କ ପ୍ରତି ଆଙ୍ଗୁଳି ନିର୍ଦ୍ଦେଶ କରୁଛି । ବାରମ୍ବାର ଚୋରା ଚାଲାଣ ହେଉଥିବା ବେଳେ କୌଣସି କାର୍ଯ୍ୟାନୁଷ୍ଠାନ ହୋଇନଥିବା ମାଫିଆ ମାନଙ୍କ ପ୍ରତି ଆଶୀର୍ବାଦ ହୋଇଛି । 

   ଆଜି କିରବାଞ୍ଜୀ ସଂରକ୍ଷିତ ଜଙ୍ଗଲ ମଧ୍ୟରୁ କୁରୁଡୁ ଗଛ କଟା ଯାଇ ବାହାର କୁ ଚୋରା ଚାଲାଣ କରିବା ପାଇଁ ଯୋଜନା କରୁଥିବା ବେଳେ ବଲାଙ୍ଗୀର ର ଦକ୍ଷ  ଡି ଏଫ୍ ଓ କୌଣସି ସୂତ୍ରରୁ ଖବର ପାଇ ବଲାଙ୍ଗୀର ମୋବାଇଲ୍ ସ୍କ୍ୱାର୍ଡ କୁ ନିର୍ଦ୍ଦେଶ ଦେଇଥିଲେ । ବଲାଙ୍ଗୀର ମୋବାଇଲ୍ ସ୍କ୍ୱାର୍ଡ ଏବଂପାଟଣାଗଡ ପାରା ଫରେଷ୍ଟ ଷ୍ଟାଫ ଉକ୍ତ ସ୍ଥାନରେ  ମିଳିତ ଚଢାଉ କରି କଟାଯାଇଥିବା ତିନି ଟ୍ରାକ୍ଟର କୁରୁଡୁଗଛ କୁ  ଜବତ କରି ସେକ୍ସନ ଫରେଷ୍ଟର ପ୍ରଦୀପ ସାହୁ ଙ୍କୁ ହସ୍ତାନ୍ତର କରି କେସ ରୁଜୁ କରିବା ପାଇଁ କହିଥିଲେ । ତେବେ ଏଠି ପ୍ରଶ୍ନ ଉଠେ କୀରବାଞ୍ଜି ସଂରକ୍ଷିତ ଜଙ୍ଗଲ ରୁ ଏତେ ପରିମାଣର ଗଛ କଟାଯାଉଥିବା ବେଳେ ଟିକ୍ରାପରା ବନ ବିଭାଗ ଧରି ପାରୁନଥିବା ଟିକ୍ରାପରା ବନ ବିଭାଗ ପ୍ରତି ଲଜ୍ଜ୍ୟା ର ବିଷୟ । ଜିଲ୍ଲାରେ ଡି ଏଫ୍ ଓ ନୀତିଶ କୁମାର ଯୋଗଦାନ ଦେଲା ଦିନଠାରୁ ଜଙ୍ଗଲ ମାଫିଆ ଙ୍କ ନିଦ ହଜି ଯାଇଛି । ଡି ଏଫ୍ ଓ ଙ୍କ ଆଦର୍ଶ ନୀତି ଯୋଗୁଁ ଜିଲ୍ଲାରେ ଥିବା ଜଙ୍ଗଲ ସୁରକ୍ଷିତ ରହିବ ବୋଲି ଆଶା କରାଯାଉଛି । 
                      
               


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ବୈଦିକ ରୀତିରେ ଶିବ–ପାର୍ବତୀଙ୍କ ବିବାହ ସମ୍ପନ୍ନ ଯୋଗଦେଲେ ବିଧାୟକ   20-Jun-2026
  ଜିଲ୍ଲା  
କୋଶଲ କଳା ମଣ୍ଡଳର ମୁଖପତ୍ର ‘ଚତୁରଙ୍ଗ’ର ନବପ୍ରକାଶର ପଞ୍ଚମ ବର୍ଷର ପ୍ରଥମ ସଂଖ୍ୟା ଉନ୍ମୋଚିତ   20-Jun-2026
  ଜିଲ୍ଲା  
ସୁଦପଡା ଶୀତଳଷଷ୍ଠୀରେ ଅସୀମା ପଣ୍ଡା ଷ୍ଟାର ନାଇଟ୍ ସହ ପ୍ରତିଭା ସମ୍ବର୍ଦ୍ଧନା   20-Jun-2026
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ   19-Jun-2026
  ଜିଲ୍ଲା  
ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ   19-Jun-2026
  ଜିଲ୍ଲା  
ବାହାର ଜିଲ୍ଲାରୁ ଆସୁଛି ଧାନ !   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   19-Jun-2026
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   19-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   19-Jun-2026

You Might Also Like