-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||     

HOME   ଜିଲ୍ଲା

ଟ୍ରାକ୍ଟର ଓ ବାଇକ ମୁହାଁମୁହିଁ ଧକ୍କା,୨ମୃତ

19-Nov-2021



 ବିନିକା(ହିମାଂଶୁ ଶେଖର ପୁଟେଲ) ବିନିକାର ସୌଲପୁର - ଅନ୍ତର୍ଡା ରାସ୍ତାରେ ଟ୍ରାକ୍ଟର ଓ ବାଇକ ମଧ୍ୟରେ ମୁହାମୁହିଁ ଧକ୍କା ହେବାରୁ ୨ଜଣଙ୍କ ମୃତ୍ୟୁ ଘଟି ଥିବା ବେକେ ଜଣେ ଗୁରୁତର ଆହତ ହୋଇ ବୁର୍ଲା ଡ଼ାକ୍ତରଖାନାରେ ଚିକିତ୍ସିତ ହେଉଥିବା ଜଣାପଡ଼ିଛି l ପୋଲିସ ସୂତ୍ରରୁ ପ୍ରକାଶ ଯେ ବିନିକା ବ୍ଲକ ଅନ୍ତର୍ଡ଼ା ଗ୍ରାମର ଶିବ ସୁନା(୧୬),ଗୁରୁଦେବ ସୁନା(୧୬) ଓ ପୂର୍ଣ୍ଣଚନ୍ଦ୍ର ସୁନା(୧୯) ଗ୍ଲେମ୍ବର ବାଇକ ନଂ OD-31C 2405  ଯୋଗେ ବିନିକା ପଟରୁ ସୈାଳପୁର ରାସ୍ତା ଦେଇ ଘରକୁ ଯାଉଥିଲେ l ଠିକ ସେହି ସମୟରେ ଅନ୍ତର୍ଡ଼ା ପଟରୁ  ଉକ୍ତ ରାସ୍ତାଦେଇ ଆସୁଥିବା ଟ୍ରାକ୍ଟର ନଂ OR-25B 5705 ସହିତ ମୁହାଁ ମୁହିଁ ଧକ୍କା ହୋଇଥିଲା ଫଳରେ ବାଇକରେ ଥିବା ୩ଜଣ ଯାକ ଗୁରୁତର ଆହତ ହୋଇଥିଲେ l ଖବର ପାଇ ଦୁର୍ଘଟଣା ସ୍ଥଳକୁ

ଅଗ୍ନିଶମ ଓ ଆମ୍ବୁଲାନ୍ସ ଗାଡ଼ି ପହଞ୍ଚି ଆହତ ବ୍ୟକ୍ତିଙ୍କୁ ତ୍ୱରିତ ବିନିକା ଡାକ୍ତରଖାନାକୁ ଆଣି ଭର୍ତି କରାଯାଇଥିଲା l ଡାକ୍ତର ଦେଖିବା ପରେ ଶିବ ସୁନାକୁ ମୃତ ଘୋଷଣା କରିଥିବା ବେକେ ଅନ୍ୟ ୨ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ବୁର୍ଲା ସ୍ଥାନାନ୍ତରିତ କରିଥିଲେ l ତେବେ ବୁର୍ଲା ଡ଼ାକ୍ତରଖାନାରେ ପହଞ୍ଚିବା ପରେ ଡାକ୍ତର ଗୁରୁଦେବ ସୁନାକୁ ମୃତ ଘୋଷଣା କରିଥିଲେ l ଅନ୍ୟ ଗୁରୁତର ପୂର୍ଣ୍ଣଚନ୍ଦ୍ର ସୁନା ବର୍ତ୍ତମାନ ବୁର୍ଲାରେ ଚିକିତ୍ସାଧୀନ ଅଛନ୍ତି l ବିନିକାରେ ମୃତ ଶିବ ସୁନାର ଶବ ବ୍ୟବଚ୍ଛେଦ ପରେ ପରିବାର ବର୍ଗଙ୍କୁ ହସ୍ତାନ୍ତର କରାଯାଇଛି l ପୋଲିସ ଘଟଣା ସ୍ଥଳରେ ପହଞ୍ଚି ବାଇକ ଓ ଟ୍ରାକ୍ଟର କୁ ଜବତ କରିଛି l ତେବେ ଏହି ଘଟଣା ପରେ ଅନ୍ତାର୍ଡା ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026

You Might Also Like