-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||     

HOME   ଜିଲ୍ଲା

ହନୁମାଙ୍କଡ ଯୋଗୁଁ ବାଇକ ଦୃର୍ଘଟଣା

19-Nov-2021



ପଦ୍ମପୁର:(ନିରଞ୍ଜନ ତ୍ରିପାଠୀ): ହନୁମାଙ୍କଡ ଯୋଗୁଁ ବାଇକଦୁର୍ଘଟଣା  ରେ ଗୋଟିଏ ପରିବାର ର ତିନିଜଣ ଅଳ୍ପକେ ରକ୍ଷା ପାଇଛନ୍ତି । ଗାଇ ସିଲେଟ ବ୍ଲକ୍ ଭୋଇପାଲି ଗ୍ରାମର ରବି ନାଗ ଓ ତାଙ୍କ ପରିବାର ନିଜ ଘରୁ ଦୁଇଗୋଟି ବାଇକରେ ଭୋର ରୁ ବାହାରି ନୃସିଂହନାଥ ମନ୍ଦିର ଦର୍ଶନ ପାଇଁ ଆସିଥିଲେ । ଦର୍ଶନ ସାରି ଅପରାହ୍ନ ୨ଟାରେ ଫେରୁଥିବା ସମୟରେ ପାଇକମାଳ କେନ୍ଦୁପତ୍ର ଗୋଦାମ ସମ୍ମୁଖରେ ଏକ ହନୁମାଙ୍କଡ ବାଇକ ଆଗକୁ ଡେଇଁ ପଡିବାରୁ ଗାଡି ଚାଳକ ପବିତ୍ର ନାଗ(୧୬) ତାଙ୍କ ଭଉଣୀ ସିମା ନାଗ (୧୭)  ତାଙ୍କ ମାଆ ହେମ ନାଗ (୫୩)  ତିନିଜଣଛିଟିକି ହୋଇ  ରାସ୍ତାରେ  ଗୁରୁତର    ପଡି ରହିଥିଲେ । ସେଠାରେ ଉପସ୍ଥିତ ଥିବା ଲୋକେ ପଖକୁ ଆସୁ ନଥିବା ବେଳେ   ସାମ୍ବାଦିକ ବଡ ସତପଥୀ ପହଞ୍ଚି ସେମାନଙ୍କୁ ପାଇକମାଳ ଚିକିତ୍ସାଳୟକୁ ଆଣି ଚିକିତ୍ସା କରାଇଥିଲେ । ଫାର୍ମାସିଷ୍ଟ ଚିତ୍ତରଂଜନ ଦାସ ସେମାନଙ୍କୁ ଚିକିତ୍ସା କରାଇଥିଲେ । ପବିତ୍ର ନାଗ ର ଗୋଟିଏ ଗୋଡ଼ ର ପାଦ ଓ ଆଣ୍ଠୁ ରେ ଭୀଷଣ ଆଘାତ ଲାଗିଛି,ସୀମା ନାଗ ର ହାତ ଗୋଡ ଛାତି ପିଠିରେ ଫାଟି ଯାଇଛି ଓ  ହେମ ନାଗ ର ପିଠିରେ ରକ୍ତ ବାହାରିଛି ବୋଲି ଫାର୍ମାସିଷ୍ଟ ଶ୍ରୀ ଦାସ କହିଛନ୍ତି | ସେମାନେ ବାଇକ ରେ  ଯାଇ ନପାରିବାରୁ ଏକ ଗାଡି କରାଇ ତାଙ୍କୁ ବଡ଼ ଶତପଥୀ ସେମାନଙ୍କୁ ଗାଁକୁ ପଠାଇଥିଲେ ସେଠାରେ ନିଜର ପତ୍ନୀ, ପୁଅ, ଝିଅ ଦୁର୍ଘଟଣାରେ ପଡ଼ିଥିବାରୁ ଓ ବଡ ଶତପଥୀ ଆସି ଦେବଦୁତ ଭଳି ସାହାଯ୍ୟ କରି ଥିବାରୁ  ରବି ନାଗ ତାଙ୍କୁ  ଧନ୍ୟବାଦ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like